ଆମ ଜିଲା ଖବର

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ ସାମୂହିକ ନୂଆଁଖାଇ ଭେଟଘାଟ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି। ବାଲସି…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ। ଫଳରେ ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ କୋମଳମତି ଶିଶୁମାନେ ବସିବାକୁ ବାଧ୍ୟ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଭବାନୀପାଟଣା ସହରରେ ୨୦୨୩ ଜାନୁଆରୀ ୧୪ରେ ମା’ ମାଣିକେଶ୍ବରୀ ଘୁମୁରା ପ୍ରଶିକ୍ଷଣ କେନ୍ଦ୍ର…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି ଏକ ଗୁପ୍ତ ସୂଚନା ଲାଗିଥିଲା ପୋଲିସ ହାତରେ। ଜନସାଧାରଣଙ୍କୁ ଚକିତ କରିଦେବା ଭଳି…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ ଧରି ବିଭିନ୍ନ ପୂଜା ମଣ୍ଡପଗୁଡ଼ିକରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିବା ସହ ଶ୍ରଦ୍ଧା…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ ଗାଁ ଛତାମଖନା ଗସ୍ତ କରି ଗ୍ରାମବାସୀ, ଆତ୍ମୀୟ ସ୍ୱଜନ ଓ ବନ୍ଧୁବାନ୍ଧବଙ୍କ ସହ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ ଅଞ୍ଚଳରେ ପ୍ରବେଶ କରି ବ୍ୟାପକ ଫସଲ ନଷ୍ଟ କରୁଥିବାରୁ ସ୍ଥାନୀୟ ଚାଷୀ ଓ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ପର୍ଶୁରାମ ସୌରା (୩୦) ନାମକ ଜଣେ ଯୁବକଙ୍କ ଅକାଳ…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର ଭଞ୍ଜନଗରଠାରେ ଆଡ଼ମ୍ବରପୂର୍ଣ୍ଣ ଭାବେ ପାଳିତ ହୋଇଯାଇଛି। ଗଞ୍ଜାମ ଜିଲ୍ଲା ଭାଷା, ସାହିତ୍ୟ, କଳା…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍ (ନଂ. OD…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ କାଜୁରିପାଙ୍ଗା ଗ୍ରାମର ବେର୍ନିଜିତା ନାୟକ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯ୍ୟାତନାର ଶିକାର ହୋଇ ଗର୍ଭବତୀ ସ୍ତ୍ରୀ ବାପ ଘରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?