ଆମ ଜିଲା ଖବର

ପାକିସ୍ତାନ ବିରୋଧରେ ବାହାରିଲା ମୁସ୍‌ଲିମ୍‌ ଅଞ୍ଜୁମାନ କମିଟି, ନାରାରେ କମ୍ପୁଛି ଜୟପୁର

ଜୟପୁର,୨୫ା୪: ଜୟପୁର ବ୍ରହ୍ମାସାହି ନିକଟ ମସ୍‌ଜିଦ୍‌ରେ ଶୁକ୍ରବାର ଅବସରେ ନାମଜ ପରେ ନିଷ୍ପତ୍ତି ନିଆଯାଇଥିଲା। ସେହି ନିଷ୍ପତ୍ତି ଅନୁଯାୟୀ ମୁସଲିମ ଅଞ୍ଜୁମାନ କମିଟିର ସଦସ୍ୟମାନେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ହିନ୍ଦୁସ୍ତାନ ଜିନ୍ଦାବାଦ୍‌ ପାକିସ୍ତାନ ମୁର୍ଦ୍ଦାବାଦ୍‌ ନାରା ଦେଇଛି। ପହଲଗାମ୍‌ (କଶ୍ମୀର)ରେ…

ଘନଘନ ବିଦ୍ୟୁତ୍‌ କାଟ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡି,୨୫।୪(ଅରୁଣ ସାହୁ): ରାଜ୍ୟର ଚାରିଆଡେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଗତ କିଛିଦିନ ହେଲା ଘନଘନ ବିଦ୍ୟୁତ୍‌ କାଟକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା…

ହତ୍ୟାକାଣ୍ଡ ରାୟ ପ୍ରକାଶ: ୪ ଜଣଙ୍କୁ ଆଜୀବନ କାରାଦଣ୍ଡ

ଖୋର୍ଦ୍ଧା,୨୫ା୪(ପ୍ରଭାତ ପାଣିଗ୍ରାହୀ): ୧୦ବର୍ଷ ପରେ ଏକ ହତ୍ୟାକାଣ୍ଡ ରାୟ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଅତିରିକ୍ତ ଜିଲା ଓ ଦୌରାଜଜ୍‌ (୧ମ) ମଞ୍ଜୁଲତା ଲେଙ୍କା ୩୦୨ ଦଫାରେ ୪ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଦଣ୍ଡାଦେଶ ଶୁଣାଇଛନ୍ତି। ଅଭିଯୁକ୍ତମାନେ ହେଲେ…

ପହଲଗାମ୍‌ରୁ ସତ୍ୟବାଦୀ ଫେରିଲେ ୮ ପର୍ଯ୍ୟଟକ

ସାକ୍ଷୀଗୋପାଳ,୨୫ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଜମ୍ମୁ-କଶ୍ମୀରର ପହଲଗାମ୍‌ ପରିଭ୍ରମଣରେ ଯାଇଥିବା ସତ୍ୟବାଦୀର ୮ ଜଣ ପର୍ଯ୍ୟଟକ ସୁରକ୍ଷିତ ଫେରି ଆସିଛନ୍ତି। ସେମାନେ ହେଲେ ଦୀପକ ଶତପଥୀ, ପ୍ରଶାନ୍ତ ପାଣି, ତୋଫାନ ବେହେରା, ସ୍ବରୂପ ଜେନା, ପୂଜା ସୁନ୍ଦରାୟ, ବର୍ଷାରାଣୀ ସେଠୀ, ପ୍ରଶାନ୍ତ…

ଧାରଣା ବେଳେ ଚାଷୀ ବେହୋସ

ଆନନ୍ଦପୁର,୨୫ା୪(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ପୌରପରିଷଦ ୧ ନଂ ଆଉ ୨ ନଂ ଓ୍ବାର୍ଡର ଚାଷୀମାନେ ଶୁକ୍ରବାର ସକାଳ ୧୦.୩୦ରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଜର ହକ୍‌ ପାଇଁ ଧାରଣାରେ ବସିଥିବା ବେଳେ ଅସହ୍ୟ ତାତି ସାଙ୍ଗକୁ ଖରା ସହି ନ…

ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ, ଆଗାମୀ ୧୦ ବର୍ଷରେ ୧୦୦ ଟାର୍ଗେଟ

ଭୁବନେଶ୍ୱର,୨୫।୪: ମୟୁରଭଞ୍ଜ ଜିଲାର ଶିମିଳିପାଳ ଅଭୟାରଣ୍ୟକୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିବା ପରେ ଆସିଛି ଆଉ ଏକ ଖୁସି ଖବର। ଶୁକ୍ରବାର ବନ୍ୟପ୍ରାଣୀ ପିସିସିଏଫ ପ୍ରେମ କୁମାର ଝା ଦେଇଥିବା ସୂଚନା ଅନୁଯାୟୀ ଶିମିଳିପାଳ ଜାତୀୟ ଉଦ୍ୟାନରେ ୪୦ ମହାବଳ ଅଛନ୍ତି।…

ପହଲଗାମରେ ଆତଙ୍କବାଦୀ ଆକ୍ରମଣ: ଜାଳିଦେଲେ ଜାତୀୟ ପତାକା

ପଦ୍ମପୁର,୨୫।୪(ପ୍ରଦୀପ୍ତ ଦାଶ):ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପଦ୍ମପୁର ତରଫରୁ କଶ୍ମୀରର ପହଲଗାମରେ ହେଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ନିନ୍ଦା କରିବା ସହ ପ୍ରାଣ ହରାଇଥିବା ପର୍ଯ୍ୟଟକଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହା ସହ ଆତଙ୍କବାଦ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି…

ନବ ଦାସ ହତ୍ୟା ଘଟଣା: ଗୋପାଳଙ୍କ ପୂର୍ବ କଲ୍‌ ହିଷ୍ଟ୍ରି ଖୋଲିଲା କ୍ରାଇମବ୍ରାଞ୍ଚ

ବ୍ରହ୍ମପୁର,୨୫ା୪(ସୁବାସ ଚନ୍ଦ୍ର ପାଢ଼ୀ):ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଗୋପାଳ ଦାସଙ୍କ ପୁରୁଣା କଲ୍‌ ଡିଟେଲ ଖୋଲିଛି କ୍ରାଇମବ୍ରାଞ୍ଚ। ବୈଦ୍ୟନାଥପୁର ଥାନାରେ କ୍ରାଇମବ୍ରାଞ୍ଚର ତିନି ଜଣିଆ ଟିମ୍‌ । ଅତିରିକ୍ତ ଏସ୍‌ପି ବିଜୟ କୁମାର ମଲ୍ଲିକଙ୍କ ନେତୃତ୍ୱରେ ତଦନ୍ତ ଜାରି…

ଗାଁ ଝାଙ୍କର, ପୂଜାରୀଙ୍କୁ ଆଦିବାସୀ ସଂଘର ସମ୍ବର୍ଦ୍ଧନା

କର୍ଲାମୁଣ୍ଡା,୨୫ା୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁରେ ଆଦିବାସୀ ସଂଘ ପକ୍ଷରୁ ଜନସମ୍ପର୍କ ଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଘ ସଭାପତି ପ୍ରକାଶ ମାଝୀଙ୍କ ନେତୃତ୍ୱରେ ଅନୁଷ୍ଠିତ ଯାତ୍ରାରେ ବ୍ଲକ ସଂଘ ସଭାପତି ସୁରେନ୍ଦ୍ର ଭୋଇ, ବ୍ଲକ…

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ମାରପିଟ: ପଞ୍ଚାୟତିରାଜ ଦିବସ ପାଳନ ବେଳେ ଗଣ୍ଡଗୋଳ

ବାସୁଦେବପୁର,୨୫।୪(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ସହ ରାଶନ କାର୍ଡ ବଣ୍ଟନ କରାଯାଇଛି। ଏହି ଉତ୍ସବ ପରେ ବ୍ଲକ ଅଫିସ୍‌ ପରିସରରେ ଭାଜପାର ଦୁଇଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌ ହୋଇଥିବା…

ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୫ା୪(ଉତ୍ତମ କୁମାର ଦାଶ):ବଣପାହାଡ ଘେରା କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ସହରର ତାପମାତ୍ରା ଏବେ ୪୫ ଡିଗ୍ରୀରୁ ଅଧିକ ରହୁଛି। ସତେଯେପରି ତତଲା କଡେଇରେ ଭାଜି ହେଉଥିବା ଭଳି ମନେହେଉଛି। ଏହାକୁ…

ଆତଙ୍କବାଦୀ ଆକ୍ରମଣର ପ୍ରତିବାଦ: ସବୁଠି ବିରୋଧର ନିଆଁ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ହମଲା ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ପକାଇଛି। ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ମୃତକଙ୍କ ଉଦ୍ଦେଶ୍ୟରେ ସବୁଠି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଉଛି। ବରଗଡ଼ ସହରରେ ସ୍ଥାନୀୟ ଭୂତପୂର୍ବ ସୈନିକ ସଂଘର ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?