ଆମ ଜିଲା ଖବର

ରଶି ଲଗାଇ ଜୀବନ ହାରିଲେ ନାବାଳିକା: ଗର୍ଭବତୀ ଥିବା ସନ୍ଦେହ

ପଡିଆ,୨୪ା୪ (ଭାସ୍କର ରାଓ): ରଶି ଲଗାଇ ଜଣେ ନାବାଳିକା ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଥିଲେ। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଏମଭି ୭୯ ଥାନା ଶିମିଳି ବାଞ୍ଛା ପଞ୍ଚାୟତ ଅଞ୍ଚଳରେ। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ. ୩/୨୫)…

ବିନା ଅନୁମତିରେ ଗଛ କଟାକୁ ନେଇ ଅସନ୍ତୋଷ

ନନ୍ଦପୁର,୨୪ା୪(ତୁଷାର କାନ୍ତ ମହାନ୍ତି)- ନନ୍ଦପୁର-ଲମତାପୁଟ ପୂର୍ତ୍ତବିଭାଗ ରାସ୍ତା କଡ଼ରୁ ବିନା ଅନୁମତିରେ ଗଛ କଟାକୁ ନେଇ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ସୂଚନା ଅନୁଯାୟୀ, ବନମାଳୀପୁଟ ଗ୍ରାମର କେତେକ ବ୍ୟକ୍ତି ନିଜ ପଟା ଜମିରେ ଥିବା ଦର୍ଶାଇ ଗରୁଡ ଓ ଅନ୍ୟ…

ଜଙ୍ଗଲରେ ନିଆଁ: ଆୟତ୍ତ କଲେ ସ୍ବେଚ୍ଛାସେବୀ, ବନ କର୍ମଚାରୀ

ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସହର ଉପକଣ୍ଠ ତୁରୁଙ୍ଗା – ବଗେଇବିରା ଗ୍ରାମ୍ୟ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ବୈଷ୍ଣୋଦେବୀ ପୀଠ ପାହାଡ଼ର ବୁଦ୍ଧ ବିହାର ନିକଟରେ ନିଆଁ ଲାଗିଯିବା ଘଟଣା ବିଷୟରେ ହରେକୃଷ୍ଣ କର…

ଆସିଲା ଖୁସି ଖବର: ବଢ଼ିଲା ପୋଲିସ କର୍ମଚାରୀଙ୍କ ଭତ୍ତା

ଭୁବନେଶ୍ୱର,୨୪।୪: ପୋଲିସ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାର ପୋଲିସ କର୍ମଚାରୀଙ୍କ ଭତ୍ତା ଏବଂ ପ୍ରୋତ୍ସାହନ ରାଶିକୁ ଗୁରୁବାର ବୃଦ୍ଧି କରିଛନ୍ତି। କନଷ୍ଟେବଲଙ୍କଠାରୁ ଆରମ୍ଭ କରି ଇନ୍ସପେକ୍ଟର ଯାଏଁ ପୋଷାକ ଭତ୍ତା ଦୁଇ ଗୁଣ ବୃଦ୍ଧି ପାଇଛି। ଇନ୍ସପେକ୍ଟରଙ୍କ ପୋଷାକ…

ଅଧିକ ଯୌତୁକ ଦାବି କରି ନିର୍ଯ୍ୟାତନା , ଥାନାରେ ଏତାଲା

ହିଞ୍ଜିଳିକାଟୁ, ୨୪।୪(ଦ୍ବିତୀକୃଷ୍ଣ ପଣ୍ଡା): ବିବାହର ୧ ମାସ ପରେ ଅଧିକ ଯୌତୁକ ଦାବି କରି ଶାଶୁ ଓ ଦିଅର ମିଶି ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେଇ ଆସୁଥିବା ଅଭିଯୋଗ ହୋଇଛି। ଅଭିଯୋଗ ପ୍ରକାରେ, ହିଞ୍ଜିଳି ଥାନା ପଥରପୁଞ୍ଜି ଗ୍ରାମର କାଜି…

କଳାହାଣ୍ଡିରେ ପାରଦ ଉପରମୁହାଁ: ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୪ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ । ସହରର ତାପମାତ୍ରା ଏବେ ୪୫ ଡିଗ୍ରୀରୁ ଅଧିକ ରହୁଛି। ସତେଯେପରି ତତଲା କଡେଇରେ ଭାଜି ହେଉଥିବା ଭଳି ମନେହେଉଛି। ଏହାକୁ…

ଭାଉଜଙ୍କୁ ଟଣାଓଟରା କରିବା ସହ ସୁନା ଚେନ ଲୁଟ ଅଭିଯୋଗ

ହିଞ୍ଜିଳିକାଟୁ, ୨୪।୪(ଦ୍ବିତୀକୃଷ୍ଣ ପଣ୍ଡା): ଏକ ବିବାହ ଭୋଜିରୁ ଫେରୁଥିବା ବେଳେ ଭାଉଜଙ୍କୁ ଟଣାଓଟରା କରିବା ସହ ବେକରୁ ଏକ ସୁନା ଚେନ ଲୁଟି ନେଇଥିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପ୍ରକାରେ, ହିଞ୍ଜିଳି ଥାନା ବ୍ରାହ୍ମଣଛାଇ ଗ୍ରାମର ରାଜଲକ୍ଷ୍ମୀ…

ଭାଇଙ୍କୁ ମରଣାନ୍ତ୍ରକ ଆକ୍ରମଣ କରି ହତ୍ୟା ଉଦ୍ୟମ: ସାନ ଭାଇଙ୍କୁ ୫ ବର୍ଷ ଜେଲଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସିଜେଏମ ତଥା ସେସନ ଜଜ୍‌ ହିମାଂଶୁ ଶେଖର ବିଶ୍ୱାଳ ଏକ ମରଣାନ୍ତ୍ରକ ଆକ୍ରମଣ ମାମଲାର ବିଚାର କରିଛନ୍ତି। ଅଭିଯୁକ୍ତ ଅମ୍ବିକା ପ୍ରସାଦ ପଣ୍ଡାଙ୍କୁ ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ କରି ୫ ବର୍ଷ ସଶ୍ରମ…

୫୦ ହଜାର ଟଙ୍କା ଯୌତୁକ ଦାବିରେ ନିର୍ଯ୍ୟାତନା ସହ ହତ୍ୟା ଉଦ୍ୟମ ଅଭିଯୋଗ

ହିଞ୍ଜିଳିକାଟୁ, ୨୪।୪(ଦ୍ବିତୀକୃଷ୍ଣ ପଣ୍ଡା): ବିବାହର ୬ ମାସ ପରଠାରୁ ଅଧିକ ୫୦ ହଜାର ଟଙ୍କା ଯୌତୁକ ଦାବି କରି ଶ୍ୱଶୁର ଘର ଲୋକେ ବୋହୂଙ୍କୁ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେବା ସହ ହତ୍ୟା ଉଦ୍ୟମ କରିବା ନେଇ ନିର୍ଯ୍ୟାତନାର ଶିକାର…

ଗ୍ରୋସରି ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କା ମୂଲ୍ୟର ସାମଗ୍ରୀ ଜଳିଗଲା

ଦିଗପହଣ୍ଡି,୨୪।୪ (ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ବଡଦାଣ୍ଡ ସାହିର ନର୍ମଦା ସାହୁ ଙ୍କ ଗ୍ରୋସରୀ ଦୋକାନରେ ଗୁରୁବାର ସନ୍ଧ୍ୟା ପ୍ରାୟ ୬ ଟାରେ ଅଗ୍ନିକାଣ୍ଡ ଯୋଗୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ଯାଇଛି।ଖବର ପାଇ ଦିଗପହଣ୍ଡି ଅଗ୍ନିଶମ…

ପଞ୍ଚାୟତିରାଜ ଦିବସ ପାଳିତ: ୩୯ ହିତାଧିକାରୀ ପାଇଲେ ରାଶନ କାର୍ଡ

ଦିଗପହଣ୍ଡି,୨୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ବିଡ଼ିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି । ଆୟୋଜିତ ସଭାରେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ଏଥିରେ ମୁଖ୍ୟ ଅତିଥିଭାବେ ଯୋଗଦେଇ…

ବ୍ଳକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ: ୪ ଗ୍ରାମପଞ୍ଚାୟତକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରୋତ୍ସାହନ ରାଶି ପ୍ରଦାନ

ଥୁଆମୂଳ ରାମପୁର,୨୪।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ- ୨୦୨୫ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭର୍ଚ୍ଚୁଆଲ ମୋଡ୍‌ରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି ବ୍ଳକ ସ୍ତରୀୟ ସମାରୋହ ବିଡ଼ିଓ ଧ୍ରୁବ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?