ଆମ ଜିଲା ଖବର

ବ୍ଳକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ: ୪ ଗ୍ରାମପଞ୍ଚାୟତକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରୋତ୍ସାହନ ରାଶି ପ୍ରଦାନ

ଥୁଆମୂଳ ରାମପୁର,୨୪।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ- ୨୦୨୫ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭର୍ଚ୍ଚୁଆଲ ମୋଡ୍‌ରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି ବ୍ଳକ ସ୍ତରୀୟ ସମାରୋହ ବିଡ଼ିଓ ଧ୍ରୁବ ଚରଣ…

ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା: ଦାରିଙ୍ଗବାଡ଼ି ଶିକ୍ଷକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): ଶ୍ରୀନଗରର ପହଲଗାମରେ ଆତଙ୍କବାଦୀ ପର୍ଯ୍ୟଟକଙ୍କୁ ଗୁଳିକରି ହତ୍ୟା କରିଥିବା ଓ ଏଥିରେ ବାଲେଶ୍ୱରର ପ୍ରଶାନ୍ତ ଶତପଥୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିବା ସହ ଏକାଧିକ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏହି ପ୍ରରିପ୍ରେକ୍ଷୀରେ ଦେଶରେ ଚାରିଆଡ଼େ ଶୋକର ଛାୟା ଦେଖିବାକୁ ମିଳିଥିବା…

ଧୂମୁଛାଇ ଉପନିର୍ବାଚନ ଫଳଫଳ: ଭାଜପା ସମର୍ଥିତ ସମିତିସଭ୍ୟ ପ୍ରାର୍ଥୀଙ୍କ ବାଜିମାତ୍‌

ବେଲଗୁଣ୍ଠା,୨୪ା୪(କୃଷ୍ଣଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଧୂମୁଛାଇ ପଞ୍ଚାୟତର ସମିତିସଭ୍ୟ ପଦବୀ ପାଇଁ ଉପନିର୍ବାଚନ ହୋଇଥିବା ବେଳେ ଆଜି ଭୋଟ୍‌ ଗଣତି କରାଯାଇ ଫଳାଫଳ ପ୍ରକାଶ କରାଯାଇଛି। ଫଳାଫଳ ବିଜେପି ସମର୍ଥିତ ପ୍ରାର୍ଥୀଙ୍କ ସପକ୍ଷରେ ଯାଇଛି। ଭାଜପା ସମର୍ଥିତ ପ୍ରାର୍ଥୀ…

ପହଲଗାମ ମୃତକଙ୍କ ସ୍ମୃତିରେ ଦୀପଦାନ-ଶୋଭାଯାତ୍ରା

ରାଇକିଆ,୨୪।୪(ପ୍ରଦୀପ ବେହେରା)-ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ପ୍ରାଣ ହରାଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲ ରେ ଚିକିତ୍ସିତ ହେଉଛନ୍ତି। ଏହି ଆକ୍ରମଣରେ ମୃତକଙ୍କ ସ୍ମୃତିରେ ରାଇକିଆ ପୂଜା କମିଟି ଓ ବଣିକ ସଂଘ ତରଫରୁ…

ଜାତୀୟ ପଞ୍ଚାୟତିରାଜ ଦିବସ: ୮୨ ପଞ୍ଚାୟତକୁ ପ୍ରୋତ୍ସାହନ ରାଶି ବଣ୍ଟନ

ଛତ୍ରପୁର,୨୪ା୪(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଛତ୍ରପୁରଠାରେ ଗୁରୁବାର ପାଳିତ ହୋଇଯାଇଛି। ଜିଲା ପ୍ରଶାସନ ତରଫରୁ ଆୟୋଜିତ ସମାରୋହ ପ୍ରାରମ୍ଭରେ ଜମ୍ମୁ କଶ୍ମୀରର ପହଲଗାମ୍‌ରେ ଆତଙ୍କବାଦୀଙ୍କ ଆକ୍ରମଣରେ ନିହତ ୨୬ଜଣଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରାଯାଇଥିଲା। ଜିଲାପାଳ…

ଡିକି ଭାଙ୍ଗି ଲୁଟି ନେଲେ ସାଢେ ୩ ଲକ୍ଷ ଟଙ୍କା: ସିସିଟିଭିରେ କଏଦ ହେଲା ଲୁଟର ଦୃଶ୍ୟ

ବଣାଇଁ,୨୪।୪(ପ୍ରଦୀପ ତ୍ରିପାଠୀ): ଜଣେ ଅବସରପ୍ରାପ୍ତ କର୍ମଚାରୀ ପୁଅ ବାହାଘର ପାଇଁ ଟଙ୍କା ରଖିଥିଲେ। ଗୁରୁବାର ବ୍ୟାଙ୍କରେ ରଖିଥିବା ସଞ୍ଚିତ ଟଙ୍କା ବାହାରି କରି ଏକ ବାଇକ୍‌ ଡିକରେ ରଖିଥିଲେ। ହେଲେ ଦୁର୍ବୃତ୍ତମାନେ ସ୍ପଷ୍ଟ ଦିବା ଲୋକରେ ଡିକି ଭାଙ୍ଗି ସାଢେ ଲକ୍ଷ…

ନ୍ୟାଶନାଲ ପାର୍କ ମାନ୍ୟତା ପାଇଲା ଶିମିଳିପାଳ ଜାତୀୟ ଉଦ୍ୟାନ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲାର ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟକୁ ଗୁରୁବାରଠାରୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିଛି। ଏହା ଆଜି ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ (ନ୍ୟାଶନାଲ)ର ମାନ୍ୟତା ପାଇ ନ ଥିଲା। ତେବେ ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ…

ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ନେଇ କର୍ମଶାଳା

ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ପ୍ରଶିକ୍ଷଣ କର୍ମଶାଳା ଗୁରୁବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି। ସ୍ଥାନୀୟ ବଡ଼ ଖେମୁଣ୍ଡି ହାଇସ୍କୁଲରେ ଗତ ମଙ୍ଗଳବାରଠାରୁ ଶୁଭାରମ୍ଭ ହୋଇଥିବା କର୍ମଶାଳା ଉଦ୍‌ଯାପନ କାର୍ଯ୍ୟକ୍ରମରେ…

ମୌଳିକ ସୁବିଧାରୁ ବଞ୍ଚିତ ବାର୍ଷିକୋଣା ଗାଁ: ପ୍ରଶାସନିକ ଦୃଷ୍ଟି ଆଢୁଆଳରେ ନିରୀହ ଗ୍ରାମବାସୀ

ଥୁଆମୂଳ ରାମପୁର,୨୪ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିନ୍ଧିପଦର ପଞ୍ଚାୟତ ଅଧିନସ୍ଥ ବାର୍ଷିକୋଣା ଗ୍ରାମବାସୀ ସ୍ବାଧୀନତାର ୭୮ ବର୍ଷ ପରେ ମଧ୍ୟ ମୌଳିକ ସୁବିଧାରୁ ବଞ୍ଚିତ ହୋଇ କାଳାତିପାତ କରୁଥିବା ଦେଖିବାକୁ ମିଳିଛି। ବାର୍ଷିକୋଣା ଗ୍ରାମବାସୀ ବ୍ଲକ…

ଜାତୀୟ ପଞ୍ଚାୟତ ରାଜ ଦିବସରେ ହିତାଧିକାରୀଙ୍କୁ ମିଳିଲା ନୂତନ ରାଶନ କାର୍ଡ

କର୍ଲାମୁଣ୍ଡା,୨୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଡ଼ିଓ ଦେବେନ୍ଦ୍ର ସାମଲ, ବ୍ଲକ ଅଧ୍ୟକ୍ଷା କୁନି ସାହୁ, ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ସିଡିପିଓ କଳ୍ପ…

ଦୀର୍ଘ ୩ ଦିନ ପରେ ପାଗଳ ମାଙ୍କଡ଼କୁ କାବୁ କଲା ବନ ବିଭାଗ

ଗଞ୍ଜାମ,୨୪ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ଦିନ ହେବ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଥିଲେ। ଗତ ମଙ୍ଗଳବାର ପାତି ମାଙ୍କଡ଼ କାମୁଡ଼ି ପୁଇଁତୋଳାର ୪ ଜଣ ଏବଂ ତ୍ରିବେଣୀ ମଠ ଛକର ଜଣେ…

ତୁମୁଡିବନ୍ଧରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ: ସଭା କାର୍ଯ୍ୟରେ ଫାଙ୍କା ପଡ଼ିଲା ଚୌକି

ତୁମୁଡିବନ୍ଧ,୨୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ପ୍ରଶାସନ ପକ୍ଷରୁ ଗୁରୁବାର ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ହେଲେ ଅଳ୍ପ ସଂଖ୍ୟକ ଅଙ୍ଗନଓ୍ବାଡି କର୍ମୀ ଏବଂ ଓଏଲ୍‌ଏମ୍‌ ବିଭାଗର କିଛି କର୍ମଚାରୀଙ୍କୁ ନେଇ ସଭା କାର୍ଯ୍ୟ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?