କେସିଙ୍ଗାରେ ଜାତୀୟ ପଞ୍ଚାୟତିରାଜ ଦିବସ
କେସିଙ୍ଗା,୨୪ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରିସରରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ବ୍ଲକ ପରିସରରେ ମଧ୍ୟରେ ଗୁରୁବାର ମହାସାମାରୋହ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି ଯୋଗଦେଇ ଉଦ୍ଘାଟନ କରିଥିଲେ।…
ମୁଣ୍ଡରେ ଲଗାଇଲେ ବନ୍ଧୁକ, ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର
ଉଦଳା,୨୪ା୪(ସନ୍ତୋଷ କୁମାର ବାଛିନି): ଆସିଲେ ବିଚ୍ ରାସ୍ତାରେ ବାଇକ୍ ଅଟକାଇ ମୁଣ୍ଡରେ ଲଗାଇଲେ ବନ୍ଧୁକ। ଆଉ ଲୁଟିନେଲେ ୩୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଅଳଙ୍କାର। ଏଭଳି ଘଟଣା ଘଟିଛି ଉଦଳା-ବାରିପଦା ରାଜ୍ୟ ରାଜପଥର ଖୁଣ୍ଟା ଥାନା ବାଲିମୁଣ୍ଡଳୀ ଛକ ନିକଟରେ।…
କଟକରେ ମହାନଦୀରେ ଗାଧୋଉଥିବା ବେଳେ ଦୁଇ ଯୁବକଙ୍କର ମୃତ୍ୟୁ
କଟକ,୨୪।୪: ଗୁରୁବାର କଟକରେ ମହାନଦୀରେ ଭାସି ଯାଇଥିବା ଦୁଇ ଯୁବକଙ୍କୁ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କରିଥିଲେ। କିନ୍ତୁ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ (ଏସସିବିଏମସିଏଚ)ରେ ଡାକ୍ତରମାନେ ସେମାନଙ୍କୁ ‘ଆଣିବା ସମୟରେ ମୃତ’ ଘୋଷଣା କରିଥିଲେ। ଜଣେ ସ୍ଥାନୀୟ ପୋଲିସ…
ଅଗ୍ନିବୀର ନିଯୁକ୍ତି ଦୁର୍ନୀତି: ଖୋର୍ଦ୍ଧାରେ ୩ ନୌସେନା ଅଧିକାରୀ ଗିରଫ, ୧୨ଟି ବ୍ୟାଙ୍କ ଆକାଉଣ୍ଟ ଜବତ
ଭୁବନେଶ୍ୱର,୨୪।୪(ପ୍ରଭାତ ପାଣିଗ୍ରାହୀ): ଏକ ବଡ଼ ସଫଳତାରେ, ଖୋର୍ଦ୍ଧା ପୋଲିସ ଆଇଏନଏସ ନିଯୁକ୍ତି ପ୍ରକ୍ରିୟାରେ ଏକ ବିରାଟ ଠକେଇର ପର୍ଦ୍ଦାଫାଶ କରିଛି। ଭାରତୀୟ ନୌସେନାରେ ଅଗ୍ନିବୀର ଭାବେ ଚାକିରୀ ଦେବାର ମିଛ ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗରେ…
୭ ଦିନରେ ଦାବି ପୂରଣ ନ ହେଲେ ଆନ୍ଦୋଳନରେ ବସିବି : ପିସିସି ସଭାପତି
ଥୁଆମୁଳ ରାମପୁର,୨୪।୪-(ଦୁର୍ଗା କୀର୍ତ୍ତି):- କଥା ଦେଇ କଥା ରଖୁନାହି ଉତ୍କଳ ଆଲୁମିନା କମ୍ପାନୀ l ଖଣି ପ୍ରଭାବିତ ଅଞ୍ଚଳର ବେକାର ଯୁବତୀଯୁବକଙ୍କୁ ସ୍ବାବଲମ୍ବୀ କରିବା ସହ ବିକାଶ କରାଯିବ କହି ବର୍ଷ ପରେ ବର୍ଷ ଉକ୍ତ ଅଞ୍ଚଳକୁ ଠକିବାରେ ଲାଗିଛି l…
ଗ୍ରାମାଞ୍ଚଳ ବିକାଶରେ ପଞ୍ଚାୟତର ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭଞ୍ଜନଗର,୨୪ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ଏଥିରେ ବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ ଅଧ୍ୟକ୍ଷତା କରି ଜାତୀୟ ପଞ୍ଚାୟତିରାଜ ଦିବସର ଉଦ୍ଦେଶ୍ୟ ଏବଂ ଲକ୍ଷ୍ୟ ସମ୍ପର୍କରେ କହିଥିଲେ। ବ୍ଲକ…
ତପସ୍ବିନୀ ଟ୍ରେନ୍ ରହଣି ପାଇଁ ଡିଆରଏମ୍ଙ୍କ ନିକଟରେ ଦାବି
କେସିଙ୍ଗା,୨୪ା୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍ ରେଳ ଷ୍ଟେଶନରେ ୨ ମିନିଟ୍ ତାପସ୍ବିନୀ ଟ୍ରେନ୍ ରହଣି ସମେତ ବିଭିନ୍ନ ସମସ୍ୟା ଉପରେ ଡିଆର୍ଏମ୍ଙ୍କ ନିକଟରେ କେସିଙ୍ଗା ସିଟିଜେନ ଫୋରମର ସଭାପତି ତଥା କଳାହାଣ୍ଡି ରେଳଯାତ୍ରୀ ସଂଘର ମୁଖ୍ୟ…
ଦୀଘାରେ ଜଗନ୍ନାଥ ମନ୍ଦିର ଉଦ୍ଘାଟନୀ ଦିନ ରୋଷ କାର୍ଯ୍ୟରେ ସାମିଲ ହେଲେ କାର୍ଯ୍ୟାନୁଷ୍ଠାନ
ପୁରୀ,୨୪।୪: ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦିଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିର ଆସନ୍ତା 30 ତାରିଖ ଅକ୍ଷୟ ତୃତୀୟାରେ ଉଦଘାଟନ ହେବ। ଏହି କାର୍ଯ୍ୟକ୍ରମରେ ପୁରୀ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ପକ୍ଷରୁ ଅବଢ଼ା ଓ ଶୁଖିଲା ମହାପ୍ରସାଦ ପ୍ରସ୍ତୁତକାରୀଙ୍କ ଏକ…
ଭିତ୍ତିଭୂମି ବିକାଶରେ ଦ୍ୱିତୀୟ ସ୍ଥାନରେ ବଡ଼ ପାଟଣା ପଞ୍ଚାୟତ
ପାଟଣା,୨୪।୪(ବୀର କିଶୋର ଦାଶ): କେନ୍ଦୁଝରରେ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତରାଜ ଦିବସ ଗୁରୁବାର କେନ୍ଦୁଝର ଅଡିଟୋରିୟମରେ ପାଳିତ ହୋଇଯାଇଛି। ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ସଫଳତା ପାଇଁ ପାଟଣା ବ୍ଲକ ବଡପାଟଣା ସରପଞ୍ଚ ବୀନତି ବନରା ଙ୍କୁ ଜଙ୍ଗଲ ପରିବେଶ, ଶ୍ରମ ଓ ଜଳବାୟୁ…
ଗୌଡ଼ ଗାଁରେ ସିରିଜ୍ ଚୋରି: ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର
ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁରେ ସିରିଜ୍ ଚୋରି ହୋଇଛି। ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ବୁଲୁ ସାହୁ ବୁଧବାର ପରିବାର ସହ ରାତ୍ରିଭୋଜନ କରିବା ପରେ ସମସ୍ତେ ଶୋଇବାକୁ ଯାଇଥିଲେ। ଦୁର୍ବୃତ୍ତମାନେ ବିଳମ୍ବିତ ରାତିରେ…
ଶାଳୀ ପାଇଁ ଭିଣୋଇଙ୍କୁ ହତ୍ୟା: ୨ ଅଭିଯୁକ୍ତ ଗଲେ ଜେଲ୍
ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପି. ସାମନ୍ତରାପୁର ଗ୍ରାମର ହୀନ ପାତ୍ରଙ୍କୁ ହତ୍ୟା ଘଟଣାରେ ପାଟପୁର ପୋଲିସ ବୁଧବାର ଶେରଗଡ଼ ଥାନା ସୁନାନ୍ତର ଗ୍ରାମର ଦୀପକ ଗୌଡ଼ ଏବଂ ଠୁରୁବୁରେଇ ଗ୍ରାମର ପିଙ୍କୁ ସେଠୀଙ୍କୁ ଗିରଫ କରି…
ଜାତୀୟ ପଞ୍ଚାୟତିରାଜ ଦିବସ: ଭିଡିଓ କନ୍ଫରେନ୍ସିଂ ଜରିଆରେ ବିଭିନ୍ନ ଯୋଜନା ଘୋଷଣା
ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): ବ୍ଲକ ସ୍ତରରେ ପାଳିତ ହୋଇଛି ଜାତୀୟ ପଞ୍ଚାୟତିରାଜ ଦିବସ। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଅନ୍ୟମାନଙ୍କ…

