ଆମ ଜିଲା ଖବର

କାର୍ଯ୍ୟକାରୀ ହେଉନି ଯୋଜନା

ଯାଜପୁର ଅଫିସ,୧୦ା୧୧: ରାଜ୍ୟ ସରକାରଙ୍କ ସୁପାରିସକ୍ରମେ କେନ୍ଦ୍ର ସରକାରଙ୍କ ଶିଳ୍ପ ଓ ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ୨୦୧୯ରେ କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଜାତୀୟ ଉପତ୍ାଦନ ବିନିଯୋଗ କ୍ଷେତ୍ର (ନ୍ୟାଶନାଲ ମ୍ୟାନୁଫାକ୍ଚରିଂ ଇନ୍‌ଭେଷ୍ଟମେଣ୍ଟ ଜୋନ୍‌) ଭାବେ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରାଯାଇଥିଲା। ସାରା...

ଜନବସତିରେ ମାତାଲ ହାତୀଙ୍କ ଉତ୍ପାତ

ପାଟଣା,୧୦ା୧୧(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ରେଞ୍ଜ୍‌ରେ ବୁଲୁଥିବା ୨୪ ଟିକିଆ ଝାଡ଼ଖଣ୍ଡୀ ହାତୀପଲ ଜନବସତିମୁହଁା ହୋଇଛନ୍ତି। ଗତ ମଙ୍ଗଳବାର ଅପରାହ୍ନରେ ହାତୀ ମାତାଲ ହୋଇ କାଜୁ ଜଙ୍ଗଲରେ ପଡ଼ିଥିବା ବେଳେ ରାତିରେ ବିଷ୍ଣୁପୁର ଗାଁରେ ପଶି ଉତ୍ପାତ କରିଛନ୍ତି। ଏକ କଦଳୀ...

ଗୋଟେ ପଟେ ହାତୀ ଆତଙ୍କ, ଆଉ ଗୋଟେ ପଟେ ଜଳକ୍ରୀଡ଼ା ଦେଖିବାକୁ ଲୋକେ ଉତ୍ସାହିତ

କେନ୍ଦୁଝର,୯ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ବୃଦ୍ଧି ପାଉଥିବା ବେଳେ ବନ ବିଭାଗ ଲୋକଙ୍କ ଧନଜୀବନର ସୁରକ୍ଷା କରିବାରେ ବିଫଳ ହେଉଛି। ଅନ୍ୟପକ୍ଷରେ ହାତୀ ଉପଦ୍ରବ ବଢୁଥିବାରୁ ଲୋକମାନେ ଭୟ ଆତଙ୍କ ମଧ୍ୟରେ ରହୁଥିବା ବେଳେ ତେଣେ ହାତୀପଲ ଦେଖିବାକୁ...

ରାଜସ୍ବ ଗ୍ରାମ ମାନ୍ୟତା ମିଳୁ ନ ଥିବାରୁ ଅସନ୍ତୋଷ

କେନ୍ଦୁଝର,୯ା୧୧(ସ୍ବ.ପ୍ର.): ଜଙ୍ଗଲ ଜମି ଅଧିକାର ଆଇନ ୨୦୦୬ରେ ପ୍ରାବଧାନ ଥିବା ସତ୍ତ୍ୱେ ବଣଜଙ୍ଗଲ ଘେରା ଅଞ୍ଚଳରେ ରହୁଥିବା ପୁରାତନ ବସ୍ତି ଓ ଗ୍ରାମଗୁଡ଼ିକୁ ରାଜସ୍ବ ଗ୍ରାମର ମାନ୍ୟତା ମିଳୁ ନ ଥିବାରୁ ଅସନ୍ତୋଷ ଦେଖାଦେଇଛି। ବାରମ୍ବାର ଗ୍ରାମସଭାରେ ନିଷ୍ପତ୍ତି ହୋଇ...

ପୃଥକ୍‌ ଦୁର୍ଘଟଣାରେ ୩ ଗୁରୁତର

ଦିଗପହଣ୍ଡି,୯ା୧୧(ଡି.ଏନ୍‌.ଏ.): ବୁଧବାର ପୃଥକ୍‌ ଦୁର୍ଘଟଣାରେ ୩ ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତରମାନେ ହେଲେ ପାଟପୁର ଥାନା ତଥା ମୌଳାଭଣଞ୍ଜା ପଞ୍ଚାୟତ ଅନ୍ତର୍ଗତ ଖୁଲୁଡ଼ି ଗ୍ରାମର ଜେ.ଯୁଧିଷ୍ଠିର, ଦିଗପହଣ୍ଡି ସାନଦାଣ୍ଡ ସାହିର ଏମ୍‌.ପଞ୍ଚୁ ଏବଂ ଅନ୍ୟ ଜଣେ ବି.କାଳିଆ ରେଡ୍ଡୀ। ଘଟଣାସ୍ଥଳରୁ...

୨୭ କ୍ରୋମାଇଟ ଭର୍ତ୍ତି ଗାଡ଼ି ଅଟକ

ଆନନ୍ଦପୁର,୯ା୧୧(ସ୍ବ.ପ୍ର.): ଆନନ୍ଦପୁର ପୋଲିସ ଦ୍ୱାରା ୨୭ଟି କ୍ରୋମାଇଟ୍‌ ଭର୍ତ୍ତି ୬ ଚକିଆ ଯାନ ଅଟକ ରଖାଯାଇଛି। ଗାଡ଼ିଗୁଡ଼ିକ ମଙ୍ଗଳବାର ବିଳମ୍ବିତ ରାତିରେ କାଳିଆପାଣି ଅଞ୍ଚଳରୁ କ୍ରୋମାଇଟ୍‌ ଧରି ସୋସୋସ୍ଥିତ ମହାରାଜା ମିନେରାଲସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ନିକଟକୁ ଆସୁଥିବା ସମୟରେ ଆନନ୍ଦପୁର...

ସର୍ଭର ସମସ୍ୟା: ଜୀବନ ପ୍ରମାଣପତ୍ର ନ ପାଇ ନିରାଶରେ ଫେରୁଛନ୍ତି ପେନ୍‌ସନ୍‌ ଭୋଗୀ

ସୋରଡ଼ା,୯ା୧୧(ଡି.ଏନ୍‌.ଏ.): ନଭେମ୍ବର ମାସରେ ରାଜ୍ୟ ଓ କେନ୍ଦ୍ର ସରକାର ଓ ଅନ୍ୟ ସଂସ୍ଥା ଅଧୀନ ପେନ୍‌ସନ୍‌ ଭୋଗୀମାନେ ନିଜ ନିଜ କୋଷାଗାର ଓ ବ୍ୟାଙ୍କମାନଙ୍କୁ ଜୀବନ ପ୍ରମାଣପତ୍ର ପ୍ରଦାନ ପାଇଁ ପୂର୍ବରୁ ସ୍ଥିରୀକୃତ ହୋଇଛି। ସେହି କ୍ରମରେ ରାଜ୍ୟ ସରକାରଙ୍କ...

ମନ୍ଦିର ଯିବା ବେଳେ ଦୁର୍ଘଟଣା: ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ, ଝିଅ ଗୁରୁତର

କେନ୍ଦୁଝର,୯ା୧୧(ସ୍ବ.ପ୍ର.): ଝୁମ୍ପୁରା ଥାନା ଅନ୍ତର୍ଗତ ଘଣ୍ଟିପଶି ଗ୍ରାମ ମୁଣ୍ଡାସାହି ନିକଟସ୍ଥ ଏକ ବୁଲାଣି ରାସ୍ତାରେ ଡାଲା ଅଟୋ ଓ ବାଇକ୍‌ ଧକ୍କା ହେବା ଫଳରେ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ-ଝିଅ ଗୁରୁତର ଅବସ୍ଥାରେ ଚମ୍ପୁଆ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସିତ...

ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ ନେଇ ତହସିଲଦାରଙ୍କୁ ଦାବିପତ୍ର

କୋକସରା,୯ା୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ କୃଷି ଓ କୃଷକ ସମିତି ସଂଗଠନର ଆବାହକ ଲକ୍ଷ୍ମୀକାନ୍ତ ବାଗ୍‌ଙ୍କ ନେତୃତ୍ୱରେ ବ୍ଲକ ବିଭିନ୍ନ ପଞ୍ଚାୟତର ଚକଡ଼ା କ୍ଷତିଗ୍ରସ୍ତ ଚାଷୀ ସମୂହ ବୁଧବାର କୋକସରା ତହସିଲଦାରଙ୍କ ଜରିଆରେ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ କ୍ଷତିପୂରଣ...

ନଦୀକୁ ଡେଇଁ ଯୁବକ ନିଖୋଜ

ଆରଡ଼ି,୯ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ସାହୁସାହିଠାରେ ବୈତରଣୀ ନଦୀକୁ ବୁଧବାର ମଧ୍ୟାହ୍ନ୍‌ରେ ଜଣେ ଅଜଣା ଯୁବକ ଡେଇଁ ପଡ଼ି ନିଖୋଜ ଅଛନ୍ତି। ନଦୀକୂଳରେ ଥିବା ୨ ଜଣ ଯୁବକ ଗ୍ରାମବାସୀଙ୍କୁ ଡାକ ପକାଇଥିଲେ। ପ୍ରଥମେ ଏକ ଦେଶୀ...

ଏସ୍‌ଏଚ୍‌ଜି ମହିଳାଙ୍କୁ ଚାଉଳ ବଣ୍ଟନ ଦାୟିତ୍ୱରୁ ବନ୍ଦ ଦାବିରେ ଜାତୀୟ ରାଜପଥ ଅବରୋଧ

ପାପଡ଼ାହାଣ୍ଡି,୯ା୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ତୁମ୍ବର୍ଲା ପଞ୍ଚାୟତରେ ଏସ୍‌ଏଚ୍‌ଜି ମହିଳାଙ୍କୁ ଚାଉଳ ବଣ୍ଟନ ପ୍ରତିବାଦରେ ବୁଧବାର ପଞ୍ଚାୟତବାସୀ ୨୬ ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ। ପଞ୍ଚାୟତକୁ ଚାଉଳ ବଣ୍ଟନ ଦାୟିତ୍ୱ ଦିଆ ନ ଯିବା ଲାଗି ଜିଦ୍‌ରେ...

କାଜୁ ବଗିଚାରୁ ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ

ପାଟଣା,୯ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଶବରଣୀ ବେଡ଼ା କାଜୁ ବଗିଚାରୁ ବୁଧବାର ଜଣେ ୩୭ ବର୍ଷୀୟା ମହିଳାଙ୍କ ଝୁଲନ୍ତା ମୃତଦେହକୁ ସାହାରପଡ଼ା ଫାଣ୍ଡି ଏଏସ୍‌ଆଇ ଶିବ ପ୍ରସାଦ ଆଇଚ ଜବତ କରିଛନ୍ତି। ମୃତକ ଜଣକ ହେଉଛନ୍ତି ଉକ୍ତ ଗ୍ରାମର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri