ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ
ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର ଏକତରଫା କାର୍ଯ୍ୟାନୁଷ୍ଠାନ ଅଭିଯୋଗ କରି ସ୍ଥାନୀୟ ଲୋକମାନେ ଟାୟାର ଜାଳି ରାସ୍ତାରୋକୋ କରିଛନ୍ତି…
ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…
ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନିର୍ମାଣ ହୋଇଥିଲା। ବଡ଼ ଡଙ୍ଗର ଓ ତେରେଡ଼ା ପାହାଡ଼ ମଧ୍ୟଭାଗରେ…
ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ
ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ ସ୍ଥିତ ମା’ଙ୍କ ମନ୍ଦିର ପରିସରରେ ଆୟୋଜିତ ସଭାରେ ଯାତ୍ରା କମିଟି ସଭାପତି ତଥା…
ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…
ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନିୟମଗିରି ପାହାଡ଼ରେ ଅବସ୍ଥିତ ପାରସାଲି ପଞ୍ଚାୟତରେ ବସବାସ କରୁଥିବା ଡଙ୍ଗରିଆ କନ୍ଧ ସମ୍ପ୍ରଦାୟ…
ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର
ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ ମିଳିପାରି ନ ଥିଲା। ପରେ ତାଙ୍କ ପୁଅ ଓ ଅନ୍ୟାନ୍ୟ ଲୋକମାନେ ସେଠାରେ…
ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…
ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି। ତାଙ୍କ ସ୍ବାମୀ ହେଉଛନ୍ତି ମୁକେଶ ଛତ୍ରପାଲ। ସେ ମହତାବ ନଗର ବୁର୍ଲାରେ ରୁହନ୍ତି।…
ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି
ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ ଏବଂ କର୍ମକର୍ତ୍ତାଙ୍କୁ ଯାତ୍ରା କମିଟି ପକ୍ଷରୁ ଚିଠି ହୋଇଛି। ଏଥିସହ ଭଞ୍ଜନଗର ବିଧାୟକ…
ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ
ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ ବୟସର ହାତୀ ଛୁଆର ମୃତ୍ୟୁ ଘଟିଛି। ସମ୍ପର୍କରେ ରେଞ୍ଜ ଅଫିସର, ବାରକୋଟଙ୍କଠାରୁ ସୂଚନା…
ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ
ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଏନ୍ଏସି ୨ନଂ. ୱାର୍ଡ଼ ଅଧୀନ ଘାଟଘରସାହି ଅଞ୍ଚଳର ଉତ୍ତରା ଜେମାଦେବୀ…
୯୮ କେନ୍ଦ୍ରରେ ହେବ ମାଟ୍ରିକ୍ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର
ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ। ସକାଳ ୯ଟାରୁ ପୂର୍ବାହ୍ନ ୧୧ଟା ୩୦ମିନିଟ୍ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ତେବେ ଗଣିତ…
ଆଇଆଇଟି-ଜେଇଇ ମେନ୍ ପରୀକ୍ଷା: ବରଗଡ଼ କ୍ରୀଷ୍ଣା ବିକାଶର ସଫଳତା
ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆଇଆଇଟି-ଜେଇଇ(ମେନ୍) ପ୍ରଥମ ପର୍ଯ୍ୟାୟ ପ୍ରବେଶିକା ପରୀକ୍ଷାରେ କ୍ରୀଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବିକାଶ ଆବାସିକ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। କ୍ରୀଷ୍ଣା ବିକାଶ ଗ୍ରୁପର ମ୍ୟାନେଜିଂ ଡାଇରେକ୍ଟର ବିବେକ ଦାଶରୀ…
୫ ମିନିଟ୍ ବ୍ୟବଧାନ, ଗୋଟିଏ ଗାଡ଼ିରେ ୨ ମିଲକୁ ଯାଇଛି ଧାନ: ପଦାରେ ପଡ଼ିଲା ଧାନ କିଣାବିକା ଫଲ୍ସଏଣ୍ଟ୍ରି
ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ନୂଆ ନୁହେଁ। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ଏହି ଜିଲାରେ ଏହା ସାଧାରଣରେ ପରିଣତ ହୋଇଛି। ମିଲର୍ସଙ୍କ ଇଚ୍ଛାରେ ଧାନକିଣା କଟନୀଛଟନୀଠାରୁ ଆରମ୍ଭ କରି ଅଭାବୀବିକ୍ରି, ବିଭାଗୀୟ କର୍ମଚାରୀଙ୍କୁ ବେପାରୀମାନେ ହାତଗୁଞ୍ଜା ଦେଇ ସ୍ଲିପ୍…
Archives


