ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ
ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍ସନ୍ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକରେ ଖାଲି ପଡ଼ିଥିବା ପଦବୀ ପୂରଣ ଭଳି ଦାବିକୁ ଆଡ଼େଇ ଦେଇ କମିଟି…
ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ
ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ ଗ୍ରାମକୁ ଯାଇ ସେ ବିପନ୍ନମାନଙ୍କୁ ଭେଟିଛନ୍ତି। ବିପନ୍ନମାନେ ବନ୍ୟାରେ ଧାନଚାଷ, ରାସ୍ତା ଇତ୍ୟାଦି…
ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ
ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରୁନି । ଜନ ପ୍ରତିନିଧି ଓ ପ୍ରଶାସନର ଉଦାସନିୟତା ଯୋଗୁ ଅସୁବିଧା ଭୋଗ…
ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ
ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବିନ୍ଦ୍ର କୁମାର ନାୟକ ପରିଦର୍ଶନ କରି କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିଛନ୍ତି।…
ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର
କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍ ଧରିଛି। ଜିଲାର ଏକ ମାତ୍ର ସାଧାରଣ ସରକାରୀ ମହାବିଦ୍ୟାଳୟକୁ ଉନ୍ନତିକରଣ କରାଯାଇ ଧରଣୀଧର ବିଶ୍ୱବିଦ୍ୟାଳୟ କରାଯିବା ନେଇ ବିବାଦ ମୁଣ୍ଡ…
୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି
କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ ପକ୍ଷରୁ ଆଇସିଡିଏସ ଯୋଜନାରେ ଏହି ବ୍ଲକରେ ରହିଛି ୭୫ଟି ଅଙ୍ଗନୱାଡି କେନ୍ଦ୍ର। ତେବେ…
ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ
କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ ଅଭିଭାବକ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ବିଦ୍ୟାଳୟରେ ପ୍ରଥମ…
ରେଭେନ୍ସା ୱାର୍ଡେନଙ୍କୁ ଦୁର୍ବ୍ୟବହାର କଲେ ବିଧାୟକ: ଇସ୍ତଫା ପରେ ରାଜରାସ୍ତାକୁ ଓହ୍ଲାଇଲେ ୱାର୍ଡେନ
କଟକ,୫।୮(ପ୍ରଭୁ କଲ୍ୟାଣ ପାଲ୍): ରେଭେନ୍ସା ବିଶ୍ୱବିଦ୍ୟାଳୟରେ ନ୍ୟାୟ ଦାବି ପାଇଁ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ୱାର୍ଡେନ। ପଦଯାତ୍ରା କରି କୁଳପତିଙ୍କୁ ଦାବି ଜଣାଇଛନ୍ତି ଆନ୍ଦୋଳନକାରୀ। ଗତକାଲି ରେଭେନ୍ସା ବିଶ୍ବବିଦ୍ୟାଳୟରେ ଏକାଧିକ ହଷ୍ଟେଲ ୱାର୍ଡେନ ଇସ୍ତଫା ଦେଇଥିଲେ। ହଷ୍ଟେଲ ସମସ୍ୟା ନେଇ…
ବ୍ଲକ୍ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍ କାମର ବିଲ୍ କରିଦେବା ପାଇଁ…
ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ ୬ ହଜାର ଟଙ୍କା ପିସି ନେଉଥିବା ଦୃଶ୍ୟ ସ୍ପଷ୍ଟ ଦେଖିବାକୁ ମିଳିଛି। ରିଷିଗାଁ…
ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ
ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ ଭାବେ କଂକ୍ରିଟକରଣ କରାଯାଇଛି। ପ୍ରକଳ୍ପ କାର୍ଯ୍ୟ ବିନା ସୂଚନା ଫଳକରେ କିଛି ସ୍ଥାନରେ…
ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ
ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି ରହିଥିବା ଶିକ୍ଷକ ଅଭାବ ସମସ୍ୟାର ଶେଷରେ ସମାଧାନ ହୋଇଛି। ଦୈନିକ ‘ଧରିତ୍ରୀ’ରେ ଏ…
ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ
ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ କର୍ମଚାରୀଙ୍କ ବିରୋଧରେ ଦୃଢ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଜଣେ ଠିକାଦାରଙ୍କଠାରୁ ଲାଞ୍ଚ…

