ଆମ ଜିଲା ଖବର

ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଗ୍ରାମର ଲିପି ସାହୁଙ୍କ ପରିବାର ଉପରେ କିଛି ଲୋକ ଅନ୍ୟାୟ, ଅତ୍ୟାଚାର କରି ଚାଲିଥିବା ଅଭିଯୋଗ ହୋଇଛି। ସେମାନଙ୍କୁ ଭୟଭୀତ କରି ତାଙ୍କ ଘର ଭାଙ୍ଗି ଦେଇଥିବା ସେମାନେ ଅଭିଯୋଗ କରିଛନ୍ତି।…

ପ୍ରବଳ ଖରାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦହିପଣା ବଣ୍ଟନ

ଛତ୍ରପୁର,୨୨।୪,(ଦିଲ୍ଲୀପ ସାମଲ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ଚାରିଆଡେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଥିବା ବେଳେ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର ମଧ୍ୟ ଏଥିରୁ ବାଦ ପଡିନି l ଦିନରେ ପ୍ରବଳ ଗରମ ଅନୁଭୂତ ହୋଇଥିବା ଯୋଗୁ…

୮୩ ଅଭିଯୋଗର ଶୁଣାଣି କଲେ ଜିଲାପାଳ

ନୂଆପଡ଼ା,୨୨।୪ (ମକାରୁ ବେମାଲ): ନୂଆପଡ଼ା ଜିଲା ସିନାପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲାପାଳ ମଧୁସୂଦନ ଦାସଙ୍କ ସମେତ ଉପଖଣ୍ଡ ପୋଲିସ ଅଧିକାରୀ ମାର୍ଷାରାଣୀ ପୂର୍ତ୍ତି, ଅତିରିକ୍ତ ଜିଲା ମୁଖ୍ୟ ଉନ୍ନୟନ…

ଏମିତି ବି ଆସେ ମୃତ୍ୟୁ! ମା’ ବିଦ୍ୟୁତ ସଂସ୍ପର୍ଶରେ ଆସିବା ଦେଖି ଧାଇଁ ଯାଇଥିଲେ ପୁଅ, ଏକାଠି ଚାଲିଗଲା ଦୁହିଁଙ୍କ ଜୀବନ

ଭବାନୀପାଟଣା,୨୨।୪( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌.ରାମପୁର ଥାନା ଅନ୍ତର୍ଗତ ସାଇ ଦଲଙ୍ଗା ଗ୍ରାମ ପଞ୍ଚାୟତର ଟୁର୍ଚି (ଡଙ୍ଗର ପଡ଼ା)ରୁ ମଙ୍ଗଳବାର ସକାଳୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ବିଦ୍ୟୁତ ଆଘାତରେ ଜଣେ ମା’ପୁଅ ଙ୍କ ଏକାଠି ମୃତ୍ୟୁ…

ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣା: ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୪: କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ସେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି। କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସଡ଼କ…

କଟକରେ ଭୟଙ୍କର ଦୁର୍ଘଟଣା: ପିସିଆର୍‌ ଭ୍ୟାନ୍‌କୁ ଚାପିଦେଲା ହାଇଓ୍ବା, ଚାଲିଗଲା ୨ ପୋଲିସ କର୍ମଚାରୀଙ୍କ ଜୀବନ

କଟକ ସଦର,୨୨।୪(ସୁଶାନ୍ତ କୁମାର ଜେନା): କଟକ-ପରାଦୀପ ରାସ୍ତାର ଗତିରାଉତପାଟଣାରେ ମଙ୍ଗଳବାର ଭୋର୍‌ ସମୟରେ ଭୟଙ୍କର ଦୁର୍ଘଟଣା ଘଟିଛି। ପିସିଆର୍‌ ସହିତ ବାଲି ବୋଝେଇ ହାଇଓ୍ବା ମୁହାଁମୁହିଁ ଧକ୍କା ହେବା ଫଳରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ହାଇଓ୍ବା ଓଲଟି…

କଲେଜରେ ଭଉଣୀଙ୍କୁ ଛାଡ଼ି ଫେରୁଥିଲେ: ବାଇକ୍‌ ସହ ଧକ୍କା ପରେ ଚାପିଦେଲା ହାଇଓ୍ବା, ଯୁବକ ମୃତ…

ତିହିଡି଼,୨୨।୪(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାସ୍ତାର ବିନ୍ଧାବଜାରଠାରୁ କିଛି ଦୂରରେ ମଙ୍ଗଳବାର ସକାଳ ସାଢେ ୮ଟା ସମୟରେ ଏକ ହାଇୱା ତଳେ ଚାପିହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ହେଲେ ଉତ୍ତମ କୁମାର ଶଙ୍ଖୁଆ (୨୪) ଏବଂ ତାଙ୍କ ଘର…

ଅଂଶୁଘାତ ଭୟ: ଅସହ୍ୟ ଗୁଳୁଗୁଳିରେ ଜୀବନ ଅସ୍ତବ୍ୟସ୍ତ

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ):ତାତି ବଢ଼ି ଚାଲିଛି। ଗୁଳୁଗୁଳି ମଧ୍ୟ ଅସହ୍ୟ ହୋଇ ପଡୁଛି। ଏଭଳି ସ୍ଥିତିରେ ଉଭୟ ଘରେ ଏବଂ ବାହାରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି। ଅନ୍ୟପଟେ ବେଳେବେଳେ ବିଦ୍ୟୁତ୍‌ କାଟ୍‌ ଏହାକୁ ଆହୁରି ଅସମ୍ଭାଳ କରି ପକାଉଛି। ବରଗଡ଼ ଜିଲାରେ…

ଗାଇଡ଼ଲାଇନ ଖୋଲାଖୋଲି ଉଲ୍ଲଂଘନ ପ୍ରସଙ୍ଗ:ଖୁବଶୀଘ୍ର ଗଠନ ହେବ ନୂତନ ପରିଚାଳନା କମିଟି

ଗଞ୍ଜାମ,୨୨/୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ସ୍କୁଲ ପରିଚାଳନା କମିଟି ସଭାପତିଙ୍କୁ ନେଇ ଚର୍ଚ୍ଚା ହେଉଛି। ଅବ୍ୟବସ୍ଥାରେ ସ୍କୁଲ ବାର୍ଷିକ ଉତ୍ସବ ନେଇ ଖବର ପ୍ରସାରଣ ପରେ ତଦନ୍ତ ଆରମ୍ଭ କରିଛି ବ୍ଲକ ଶିକ୍ଷା ବିଭାଗ l ମଙ୍ଗଳବାର ଅତିରିକ୍ତ…

ଦାରିଙ୍ଗବାଡ଼ିରେ ଉନ୍ନୟନ କାର୍ଯ୍ୟ ପରିଦର୍ଶନ କଲେ ବିଡିଓ: କାର୍ଯ୍ୟ ତ୍ୱରାନ୍ବିତ କରିବାକୁ କନିଷ୍ଠ ଯନ୍ତ୍ରୀଙ୍କୁ ଦେଲେ ନିର୍ଦ୍ଦେଶ  

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ )- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ପଞ୍ଚାୟତ ସମେତ ୮ ଟି ପଞ୍ଚାୟତରେ ଉନ୍ନୟନ କାର୍ଯ୍ୟ ଚାଲିଛି। ବିଶେଷ କରି ବିଦ୍ୟାଳୟର ରୂପାନ୍ତର, ଉଚ୍ଚ ବିଦ୍ୟାଳୟରେ ରୋଷଇ ଗୃହ, ବଜାର ଗୃହ, ଗ୍ରାମ ପଞ୍ଚାୟତର ସୁବିଧା…

ଘରୋଇ ଆବାସିକ କଲେଜରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ଶୋଇଥିବା ଅବସ୍ଥାରେ…

କେନ୍ଦୁଝର,୨୨।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ମାଇନିଂ ରୋଡ ସ୍ଥିତ ଗାୟତ୍ରୀ କଲେଜରେ ପଢୁଥିବା ଜଣେ ଛାତ୍ରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଛାତ୍ରଙ୍କ ଘର ପାଟଣା ଥାନା ଟାଙ୍ଗରପଡା ଗ୍ରାମରେ ଏବଂ ସେ ଜଗବନ୍ଧୁ ମହାନ୍ତଙ୍କ ପୁଅ ଜଳଧର…

ନିର୍ମାଣ କାର୍ଯ୍ୟରେ ଅନିୟମିତତା: କାନ୍ଥ ତଡ଼ାରେ ସୂଚନା ଫଳକ ଥୋଇ ଭୁଲିଗଲେ ବ୍ଲକ ପ୍ରଶାସନ

ଥୁଆମୂଳ ରାମପୁର,୨୨।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ନୂତନ କୋଠା ନିର୍ମାଣ କାର୍ଯ୍ୟ ବିନା ସୂଚନା ଫଳକରେ ସରିବାକୁ ବସିଲାଣି ହେଲେ ଏବେ ମଧ୍ୟ ସୂଚନା ଫଳକ ଲଗାଯାଇପାରି ନାହିଁ । ଫଳରେ ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?