ଆମ ଜିଲା ଖବର

ସ୍ତ୍ରୀଙ୍କ ଆଖି ସାମ୍ନାରେ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କଲେ ଦୁର୍ବୃତ୍ତ

ଢେଙ୍କାନାଳ,୨୧ା୪(ରତନ ନାୟାର): ଢେଙ୍କାନାଳ ଟାଉନ ଥାନା ଅନ୍ତର୍ଗତ କାରିଗର ସାହିରେ ଘଟିଛି ଏକ ଅଭାବନୀୟ କାଣ୍ଡ। ସ୍ଥାନୀୟ ଯୁବକ ମହେଶ୍ୱର ବେହେରା ଓରଫ ଟିଟନ ନାମକ ଜଣେ ଯୁବକଙ୍କୁ ଗୁଳି ଏବଂ ପରେ ପଥରରେ ଛେତି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ହତ୍ୟାକାଣ୍ଡ…

ବିନା ସୂଚନା ଫଳକରେ ଉନ୍ନୟନ କାର୍ଯ୍ୟ

ନବରଙ୍ଗପୁର,୨୧।୪(ସଦାଶିବ ପ୍ରହରାଜ): ନବରଙ୍ଗପୁର ବ୍ଲକ୍‌ର ବିଭିନ୍ନ ସ୍ଥାନରେ ବିନା ସୂଚନା ଫଳକରେ ବହୁ ଉନ୍ନୟନ କାର୍ଯ୍ୟ ଚାଲିଥିବା ଦେଖିବାକୁ ମିଳିଛି । କିଏ ଓ କେଉଁ ବିଭାଗ ଏହି ଉନ୍ନୟନ କାମ କରୁଛି ସେ ନେଇ ଜନସାଧାରଣ, ସ୍ଥାନୀୟ ଜନପ୍ରତିନିଧି କାହାକୁ…

ଗର୍ଭପାତ ନ କରିବାରୁ ପ୍ରେମିକାଙ୍କୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ ପ୍ରେମିକ

ମାଲକାନଗିରି,୨୧ା୪(ଗୌରୀଶଙ୍କର ପଣ୍ଡା): ଗତ ଏପ୍ରିଲ ୧୨ରେ ମାଲକାନଗିରି ବ୍ଲକ ରେଙ୍ଗାବନ୍ଧ ଗ୍ରାମ ନିକଟ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ଜବତ ଘଟଣାରେ ପୋଲିସ ତଦନ୍ତ କରିଥିଲା। ପରେ ଘଟଣାର ପର୍ଦ୍ଦାଫାଶ କରିବା ସହ ଏଥିରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ରବିବାର…

ଚକଡ଼ା ପ୍ରଭାବ: କ୍ଷେତରେ ସ୍ଥିତି ଅନୁଧ୍ୟାନ କଲା କୃଷି ବିଭାଗ

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ରବି ଧାନଚାଷ ଆରମ୍ଭରୁ ପାଗ ଅନୁକୂଳ ଥିଲା। ଫଳରେ ଏଥର ବରଗଡ଼ ଜିଲାରେ ରବି ଧାନ ଫସଲ ଭଲ ହୋଇଛି। କିନ୍ତୁ ଧାନ ଅମଳକ୍ଷମ ଅବସ୍ଥାକୁ ଯେତେ ପାଖେଇ ଆସୁଛି, ଫସଲରେ ରୋଗପୋକ ଉପଦ୍ରବ ଚାଷୀଙ୍କ ଚିନ୍ତା ସେତେ…

ନିଖୋଜ ଆଶୀର୍ବାଦଙ୍କ ମୃତଦେହ ମିଳିଲା: ମାରି ଫିଙ୍ଗିଥିଲେ ଦାଦା!

ଡେଲାଙ୍ଗ,୨୧ା୪: ପୁରୀ ଜିଲା ଡେଲାଙ୍ଗର ନିଖୋଜ ନାବାଳକ ଆଶୀର୍ବାଦ ସାହୁଙ୍କ ମୃତଦେହ ସୋମବାର ମିଳିଛି। ୭ ଦିନ ପରେ ଘର ପାଖ ପାଇଖାନା ଟାଙ୍କିରୁ ମୃତଦେହ ଉଦ୍ଧାର କରାଯାଇଛି। ତେବେ ହତ୍ୟା ସନ୍ଦେହରେ ଅଭିଯୁକ୍ତ ଦାଦା ପ୍ରଭାକର ସାହୁଙ୍କୁ ପୋଲିସ ଅଟକ…

ଆଜି ୫ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୧ା୪(ଅଜିତ କୁମାର ମହାନ୍ତି): ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ନୀତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନୀତି। ତେଣୁ ଏହି…

ଚୋରି ମାଲ ବୋଝେଇ ଟ୍ରକ ଉଦ୍ଧାର; ଡ୍ରାଇଭର-ହେଲପରଙ୍କ ପତ୍ତା ମିଳୁନି, ବଢ଼ୁଛି ସନ୍ଦେହ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ରାତିରେ ଚୋରି ହୋଇଯାଇଥିବା ଏକ ଟ୍ରକକୁ ଉଦ୍ଧାର କରିଛି। କିନ୍ତୁ ଗାଡ଼ିର ଡ୍ରାଇଭର ଏବଂ ହେଲପରଙ୍କ ପତ୍ତା ମିଳୁନାହିଁ। ତେଣୁ ସେମାନଙ୍କ ଭୂମିକାକୁ ନେଇ ପୋଲିସର ସନ୍ଦେହ ହୋଇଛି। ଉଭୟଙ୍କ ଫୋନ ସୁଇଚ୍‌…

ପୁଣି ଗାଡ଼ି ଧକ୍କାରେ ଭାଙ୍ଗିଲା ରେଳଫାଟକ

ନିରାକାରପୁର, ୨୦।୪(ମାନସ ଚନ୍ଦ୍ର ପଟ୍ଟନାୟକ): ପିକଅପ୍‌ ଭ୍ୟାନ ଧକ୍କାରେ ପୁଣି ରେଳ ଫାଟକ ଭାଙ୍ଗଛି। ରବିବାର ସାଂ ପ୍ରାୟ ସାଢେ ୭ଟା ରେ ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ରେଳ ଫାଟକଟି ଟ୍ରେନ ଆସିବା ପାଇଁ ବନ୍ଦ ରହିଥିବା ବେଳେ…

ଭାଜପାର ସକ୍ରିୟ ସଦସ୍ଯ ସମ୍ମିଳନୀ, ଆୟୁଷ୍ମାନ କାର୍ଡ ବଣ୍ଟନ: ଯୋଗ ଦେଲେ ସାଂସଦ

ଜି. ଉଦୟଗିରି,୨୦।୪(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରି ଏନଏସି କଲ୍ଯାଣ ମଣ୍ଡପରେ ଭାଜପା ତରଫରୁ ବିଧାନ ସଭା ମଣ୍ତଳୀ ସ୍ତରୀୟ ସକ୍ରିୟ ସଦସ୍ଯ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଜିଲା ଭାଜପା ସଭାପତି ପଣ୍ଡିତ ବିଶିମାଝିଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମ୍ମିଳନୀରେ…

ଦାଦନ ଖଟିବାକୁ ଯାଇ ଡଙ୍ଗରିଆ ଯୁବତୀଙ୍କ ମୃତ୍ୟୁ

ରାୟଗଡ଼ା,୨୦।୪(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାର ଆଦିମ ଜନଜାତି ଭାବେ ପରିଚିତ ଡଙ୍ଗରିଆ କନ୍ଧ ସମ୍ପ୍ରଦାୟର ଜଣେ ନାବାଳିକା ଦାଦନ ଖଟିବାକୁ ଯାଇ ଶନିବାର କେରଳ ରାଜ୍ୟ ଥ୍ରିସୁର ଜିଲା ଅଟନିଠାରେ ମୃତ୍ୟୁବରଣ କରିଥିବା ଜଣାପଡିଛି। ମୃତ ଡଙ୍ଗରିଆ କନ୍ଧ ନାବାଳିକା…

ଠିକାଦାରଙ୍କ ମୁଣ୍ଡରେ ବନ୍ଧୁକ ରଖି ଲୁଟିଥିଲେ, ତୁମୁଡ଼ିବନ୍ଧ ପୋଲିସ ପଞ୍ଝାରେ ୫ ଜଣିଆ ସଶସ୍ତ୍ର ଡକାୟତ ଗ୍ୟାଙ୍ଗ

ତୁମୁଡିବନ୍ଧ,୨୦।୪(ଦୀପକ କୁମାର ପରାସେଠ)-କନ୍ଧମାଳ ଜଲା ତୁମୁଡିବନ୍ଧ ପୋଲିସ ୫ ଜଣିଆ ସଶସ୍ତ୍ର ଡକାୟତ ଗ୍ୟାଙ୍ଗକୁ ଗିରଫ କରିଛି। ସେମାନଙ୍କ ଠାରୁ ଗୋଟିଏ ବନ୍ଧୁକ, ଏକ କଟରା ,କାତି, ୧ ଲକ୍ଷ ଟଙ୍କା,୫ ମୋବାଇଲ ସହିତ ଏକ XUV-5୦୦ ଗାଡ଼ି ଜବତ ହୋଇଛି।…

ମିସ୍ତ୍ରୀ କାମ ଥିଲା ବାହାନା, ଚୋରା ଗଞ୍ଜେଇ କାରବାର ଅଭିଯୋଗରେ ୨ ଯୁବକ ଗିରଫ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ପଶ୍ଚିମବଙ୍ଗରୁ ଅନେକ ଯୁବକ ଆସି ଗଞ୍ଜାମ ଓ କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ମିସ୍ତ୍ରୀ କାମ କରନ୍ତି। କିନ୍ତୁ ସେମାନଙ୍କମଧ୍ୟରୁ କିଏ ଜୀବନଜୀବିକା ପାଇଁ କାମ କରିବାକୁ ଆସୁଛି ତ ଆଉ କିଏ ଅପରାଧିକ କାର୍ଯ୍ୟ କରିବାକୁ ଆସୁଛି ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?