ଆମ ଜିଲା ଖବର

ଯୌତୁକ ପାଇଁ ୯ ମାସର ଗର୍ଭବତୀଙ୍କୁ ମାରିଦେଲେ ଶାଶୁଘର ଲୋକେ

ରାଜନଗର,୧୯।୪(କୃତିବାସ ପ୍ରଧାନ): ଯୌତୁକ ପାଇଁ ନବବଧୂଙ୍କୁ ହତ୍ୟା ଅଭିଯୋଗ। କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ବାଲିସାହିପାଟଣା ଗାଁ ରେ ଘଟିଛି ଏହି ଅଭାବନୀୟ ଘଟଣା। ଅଭିଯୋଗ ମୁତାବକ, ଆଳି ଥାନା ନଳପାହି ଗାଁର ଜୈରାମ ପରିଡାଙ୍କ ଝିଅ କଳ୍ପନା ପରିଡା ବାଲିସାହିପାଟଣା…

ବୃଦ୍ଧଙ୍କ ସନ୍ଦେହଜନକ ମୃତ୍ୟୁ: ମୃତଦେହ ଜବତ

ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଗୋଲା ସାହିର ବି. ଜୁରିଆ(୬୦)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶୁକ୍ରବାର ସକାଳେ ସେ ତାଙ୍କ ଛେଳଗୁଡିକ ନିମନ୍ତେ ଗଛ ଡାଳ ସଂଗ୍ରହ ପାଇଁ ଯାଇଥିଲେ। ସନ୍ଧ୍ୟା ସୁଦ୍ଧା ସେ…

ବିଭିନ୍ନ ଦାବିରେ ଓଡ଼ିଶା ମଜଦୂର ୟୁନିୟନ ପକ୍ଷରୁ ବିକ୍ଷୋଭ

ତିହିଡ଼ି,୧୯ା୪(ସଞ୍ଜିତ ବଳ): ଓଡ଼ିଶା କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଶନିବାର ତିହିଡ଼ି ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ୟୁନିୟନର କର୍ମକର୍ତ୍ତାମାନେ ପୂର୍ବାହ୍ନ ୧୧ଟା ସମୟରେ ତିହିଡ଼ି ପୁରୁଣାହାଟଠାରୁ ଏକ ଶୋଭାଯାତ୍ରାରେ ବାହାରି ବଜାର ପରିକ୍ରମା କରିବା ପରେ ବ୍ଲକ…

ପୁଣି ଅଚଳ ହେଲା ପେଣ୍ଟୋଗ୍ରାଫ୍‌, ରୁଟ୍‌ରେ ଅଟକିଲା ଏକ୍ସପ୍ରେସ୍‌

ରାୟଗଡ଼ା,୧୯ା୪: ରାଉରକେଲାରୁ ଜଗଦଲପୁର ଯାଉଥିବା ଇଣ୍ଟରସିଟି ଏକ୍ସପ୍ରେସ ଟ୍ରେନ୍‌ ଇଞ୍ଜିନର ପେଣ୍ଟୋଗ୍ରାଫ୍‌ କାଶୀପୁର ବ୍ଲକର ଲେଲିଗୁମ୍ବା ରାଉଳି ନିକଟରେ ଅଚଳ ହେବା ଯୋଗୁ କେ.ଆର ଲାଇନରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଥିବା ଜଣାପଡ଼ିଛ। ଶନିବାର ଭୋର୍‌ରୁ ଏପରି ହୋଇଥିବା ଜଣାପଡ଼ିଛି। ଇଣ୍ଟରସିଟି…

ଡିଭାଇଡରରେ ପିଟି ହୋଇ ଓଲଟିଲା କାର୍‌, ଜଣେ ଗୁରୁତର

ଆନନ୍ଦପୁର,୧୯ା୪(ସୁଶାନ୍ତ କୁମାର ସାହୁ): ୨୦ ନମ୍ବର ଜାତୀୟ ରାଜପଥ ନୂଆଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି କାର୍‌। ୨୦ ନମ୍ବର ଜାତୀୟ ରାଜପଥ ରାମଚନ୍ଦ୍ରପୁର ଥାନା ନୂଆଗାଁ ଛକ ନିକଟରେ ଯାଜପୁର ପଟୁ ଆସୁଥିବା ଏକ ଧଳା ରଙ୍ଗର କାର୍‌…

ବାଇକ୍‌ ଧକ୍କାରେ ବୃଦ୍ଧଙ୍କ ଜୀବନ ଗଲା, ମୃତଦେହକୁ ରାସ୍ତାରେ ଫିଙ୍ଗି ଫେରାର ହୋଇଗଲେ ଚାଳକ

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର-ଜଗନ୍ନାଥପୁର ଗାଁ ନିକଟରେ ଶନିବାର ବାଇକ୍‌ ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ରାମଚନ୍ଦ୍ରପୁର ଗ୍ରାମର ଛଞ୍ଚାଣ ପରିଡ଼ା(୫୯)। ଛଞ୍ଚାଣ ଆଜି ଭୋର୍‌ ପ୍ରାୟ ୪ ଟାରେ…

ନର୍ସଙ୍କୁ ପିଟିପିଟି ମାରିଦେଲେ ଶାଶୁଘର ଲୋକେ: ସ୍ବାମୀଙ୍କୁ ବାନ୍ଧିଲା ପୋଲିସ

ପାଟଣାଗଡ଼/ ବଲାଙ୍ଗୀର,୧୯ା୪(ସଚ୍ଚିଦାନନ୍ଦ ମହାକୁର/ ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲା ପାଟଣଗଡ଼ ଥାନା ନେହେନାବନ୍ଧ ଗଁାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗଁାରେ ଜଣେ ନର୍ସଙ୍କୁ ତାଙ୍କ ସ୍ବାମୀ ଓ ପରିବାର ଲୋକେ ପିଟି ପିଟି ହତ୍ୟା କରିଥିବା ନେଇ…

ନିଲଡୁଙ୍ଗୁରୀ ମାର୍କେଟ ଟର୍ମିନାଲ ନେଇ ଆଶା ସଂଚାର

ସମ୍ବଲପୁର,୧୯।୪(ଭବାନୀ ଶଙ୍କର ଭୋଇ): ଯୁଯୁମୁରା ବ୍ଲକ କବରାପାଲି ଗ୍ରାମପଞ୍ଚାୟତର ନିଲଡୁଙ୍ଗୁରୀରେ ବିଜେଡି ସରକାର ଅମଳରେ ୨୦୧୪ରେ ଘୋଷଣା ହୋଇଥିବା ବୃହତ୍‌ ମାର୍କେଟ ଟର୍ମିନାଲକୁ ନେଇ ପୁଣିଥରେ ଆଶା ସଂଚାର ହୋଇଛି। ଆସନ୍ତା ୨୦ ତାରିଖରେ କୃଷି ଏବଂ କୃଷକ ସଶକ୍ତୀକରଣ ବିଭାଗର…

ଆସନ୍ତା ମାସରେ ରେଳରୋକୋ କରିବ ଯାତ୍ରୀ ସୁରକ୍ଷା କମିଟି

ରୁପ୍ରାରୋଡ୍‌,୧୯ା୪(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ରୁପ୍ରାରୋଡ୍‌ ରେଳଯାତ୍ରା ସୁରକ୍ଷା କମିଟି ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଆସନ୍ତା ତା-୬.୫.୨୫ରେ ରୁପ୍ରାରୋଡ୍‌ରେ ରେଳରୋକୋ ଆନ୍ଦୋଳନ କରାଯିବ ବୋଲି ଦାବିପତ୍ର ପ୍ରଦାନ ଶୁକ୍ରବାର ସନ୍ଧ୍ୟାରେ ପ୍ରଦାନ କରିଛନ୍ତି। ସୂଚନା ମୁତାବକ ରୁପ୍ରାରୋଡ୍‌ ରେଳଷ୍ଟେଶନରେ ରହିଆସିଥିବା ଟ୍ରେନ୍‌ଗୁଡ଼ିକ…

ଗଛରେ ଝୁଲୁଛି ତାଡ଼ି ଗାଡୁଆ, ଯୁବ ସମାଜ ପଥଭ୍ରଷ୍ଟ

ମହାକାଳପଡ଼ା, ୧୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ସରକାର ପାମ୍‌ ଜାତୀୟ ଗଛ ରୋପଣ କରିିବା ପାଇଁ ଗୁରୁତ୍ୱାରୋପ କରୁଛନ୍ତି। ରାସ୍ତା ପାଶର୍‌ବ, ଖୋଲା ପଡ଼ିଆ, ନଦୀ, ନାଳ, କେନାଲ ପାର୍ଶ୍ୱ ଆଦି ସ୍ଥାନଗୁଡ଼ିକରେ ବ୍ୟାପକ ପରିମାଣରେ ବୃକ୍ଷ ରୋପଣ କରିବାକୁ ସଚେତନତା ସୃଷ୍ଟି…

ତୁଳସୀ କ୍ଷେତ୍ରରେ ଐତିହ୍ୟ ସ୍ମାରକୀକୁ ଅଣଦେଖା

କେନ୍ଦ୍ରାପଡ଼ା,୧୯ା୪ (ଜଗନ୍ନାଥ ଧଳ): ଶୁକ୍ରବାର ବିଶ୍ୱ ଐତିହ୍ୟ ଦିବସ ପାଳିତ ହୋଇଯାଇଛି। ନିଜ ଅଞ୍ଚଳର ଐତିହ୍ୟ ସ୍ମାରକୀ ଚିହ୍ନଟ ଓ ଏହାର ସଂରକ୍ଷଣ ପାଇଁ ଇଣ୍ଟରନ୍ୟାଶନାଲ କାଉନସିଲ ଅନ୍‌ ମନୁମେଣ୍ଟ ଆଣ୍ଡ ସାଇଟସ ପକ୍ଷରୁ ୧୯୮୨ ମସିହାରୁ ଉଦ୍ୟମ ହେଉଥିଲେ ମଧ୍ୟ…

କାର୍ଯ୍ୟକ୍ଷମ ଅପେକ୍ଷାରେ ସହରର ଡ୍ରେନେଜ ସିଷ୍ଟମ୍‌ ପ୍ଲାନ

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ପୌରାଞ୍ଚଳ ଡ୍ରେନେଜ ସିଷ୍ଟମର ପୁନରୁଦ୍ଧାର ଏକ ସମସ୍ୟା ଭାବେ ଉଭା ହୋଇଛି। ପୌରପାଳିକା ପକ୍ଷରୁ ଡ୍ରେନ ସଫେଇକୁ ଗୁରୁତ୍ୱ ଦିଆଯାଉଛି। ମାତ୍ର ଏହି ସମସ୍ୟାର ସାମାଧାନ ପାଇଁ ରାଜ୍ୟ ସରକାରଙ୍କ ସହର ଉନ୍ନୟନ ବିଭାଗ ପକ୍ଷରୁ ୨ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?