ଆମ ଜିଲା ଖବର

୧୪ ବର୍ଷ ପରେ ସ୍ବାମୀଙ୍କୁ ପାଇଲେ ବିଧବା ଭତ୍ତା ପାଉଥିବା ସ୍ତ୍ରୀ: ଗୋଆରେ ମାଛ ଧରିବା…

ବଡ଼ଗାଁ,୧୮ା୪(ଅଶୋକ ଷଡ଼ଙ୍ଗୀ): ଓଡ଼ିଆ କହିବା ଭୁଲି ଗଲେଣି। ଏଠି ସବୁକିଛି ଅଜଣା ଅଚିହ୍ନା ଭଳି ଲାଗୁଛି। ୧୪ ବର୍ଷ ପରେ ଗାଁ ମାଟିରେ ପାଦ ପଡ଼ିଲାପରେ ଏଭଳି ଅନୁଭବ କରିଥିଲେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତ ବରପାଲି…

ଶିକ୍ଷକତାରୁ ସଫଳ ଆମ୍ବ ଚାଷୀ :ବାର୍ଷିକ ରୋଜଗାର ୫ରୁ ୬ ଲକ୍ଷ

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ): ବୃତ୍ତି ଶିକ୍ଷକତା ହେଲେ ନିଶା ଥିଲା ବିଭିନ୍ନ ପ୍ରକାର ଚାଷ। ଶିକ୍ଷକତାରୁ ସେ ପାଲଟିଛନ୍ତି ଜଣେ ସଫଳ ଆମ୍ବଚାଷୀ। ସେ ହେଲେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଛୋରିଆଗଡ଼ ଗ୍ରାମର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରକାଶ ଚନ୍ଦ୍ର ନାଏକ…

କାଳବୈଶାଖୀରେ ଉଜାଡ଼ି ଦେଲା ସବୁକିଛି, ମୁଣ୍ଡ ଉପରୁ ଛାତ ହରାଇ ଭାଙ୍ଗିପଡ଼ିଛନ୍ତି ୨ ପରିବାର

ଆନନ୍ଦପୁର,୧୮।୪(ସୁଶାନ୍ତ କୁମାର ସାହୁ ): ଅଦିନରେ ବର୍ଷା, ପବନ, ଘଡ଼ଘଡ଼ି। କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଏଥିରେ ବ୍ୟାପକ କ୍ଷୟକ୍ଷତି ହେବା ସହ କିଛି ପରିବାରର ସର୍ବସ୍ବ ଉଜାଡି ଦେଇଛି । ସୂଚନାନୁଯାୟୀ,…

ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଉଦ୍‌ଯାପିତ: ଏବେଠୁ ଲଢ଼େଇ ଆରମ୍ଭ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭିଷ୍ମଗିରୀ ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଯୁକ୍ତ ୩ ଛାତ୍ରୀ ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍‌ଯାପନୀ କାର୍ଯ୍ୟକ୍ରମରେ…

କାଳବୈଶାଖୀ ଅଘଟଣ: କାଖରେ ପଶି କାନ୍ଧପଟେ ବାହାରିଲା ଗ୍ରୀଲକଣ୍ଟା

ଭୁବନେଶ୍ୱର,୧୮।୪(ବ୍ୟୁରୋ): କାଳବୈଶାଖୀ ବେଳେ ନାବାଳକଙ୍କ ଶରୀରରେ ପଶିଗଲା ଗ୍ରୀଲ। ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଘଟିଛି ଭୁବନେଶ୍ୱର ନୟାପଲ୍ଲୀ ଆଇଆରସି ଭିଲେଜରେ। ନାବାଳକ ଜଣଙ୍କ ହେଲେ ସୋହନ ଦିଗଲ। ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟଅ, ଶୁଖାଯାଇଥିବା ଲୁଗା…

ପୁଣି ଦାରିଙ୍ଗବାଡ଼ି-ଫୁଲବାଣୀକୁ ଚଳାଚଳ କରିବ ଲକ୍ଷ୍ମୀ ବସ୍‌, ଜିଲା ପ୍ରଶାସନକୁ ଚିଠି ଲେଖିଲେ ବିଡିଓ

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ିଠାରୁ ଫୁଲବାଣୀକୁ ପୁଣି ଥରେ ଶୀତ ତାପ ନିୟନ୍ତ୍ରଣ ଲକ୍ଷ୍ମୀବସ୍‌ ଚଳାଚଳ କରିବାକୁ ବାଟ ଖୋଲିଲା। ସ୍ଥାନୀୟ ବିଡିଓ ପ୍ରୀତିରଞ୍ଜନ ରଥ ଏନେଇ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ- କମ୍‌-କାର୍ଯ୍ୟନିର୍ବାହୀ ଅଧିକାରୀ ଶମ୍ଭୁନାଥ ନନ୍ଦୀଙ୍କୁ ଚିଠି ଲେଖିଛନ୍ତି। ସେ…

ବଜ୍ରପାତ ନେଲା ଜଣଙ୍କ ଜୀବନ

ବାଲେଶ୍ୱର,୧୮ା୪: ବାଲେଶ୍ୱର ଜିଲା ରେମୁଣା ଜଗନ୍ନାଥପୁର ଗାଁରେ ବଜ୍ରପାତ ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫକୀରମୋହନ ଗୋଲେଇରେ ଏକ ବିରାଟ କଦମ୍ବ ଗଛ ଭାଙ୍ଗି ୩ଟି ବାଇକ୍‌ ଭାଙ୍ଗି ଚୂରମାର ହୋଇଯାଇଛି। ସେହିପରି ବସ୍ତା ବାହାର୍ଦ୍ଦା ଊର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟର…

କାଜୁବାଡ଼ି ଜଗିବାକୁ ଯାଇ ଘରକୁ ଫେରି ନ ଥିଲେ ବୃଦ୍ଧା, ଆଜି ମିଳିଲା ମୃତଦେହ

ନନ୍ଦପୁର,୧୮ା୪ (ତୁଷାରକାନ୍ତ ମହାନ୍ତି): ନନ୍ଦପୁର ବ୍ଲକ୍‌ ବିଲାପୁଟ ପଞ୍ଚାୟତ କଣ୍ଟା ଗ୍ରାମର ଶୁକ୍ରି ହନ୍ତାଳ(୭୪) ବୁଧବାର ସକାଳୁ ନିଖୋଜ ଥିବା ବେଳେ ଶୁକ୍ରବାର ତାଙ୍କ ମୃତଦେହ କିଚବା ଡଙ୍ଗାଘାଟ ନିକଟରୁ ମିଳିଛି। ମୃତଦେହ ପାଣିରେ ଭାସୁଥିବା ସୂଚନା ପାଇ ମାଛକୁଣ୍ଡ ପୋଲିସ…

ବାଡ଼ାବାଙ୍ଗା ସେବାଶ୍ରମରେ ମହୁମାଛି ଆକ୍ରମଣ ଘଟଣା: ବସା ନଷ୍ଟ କଲା ବନ ବିଭାଗ, ସ୍ଥିତି ପରଖିଲେ ବିଡିଓ

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ସେବାଶ୍ରମରେ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ ଘଟଣାରେ ସ୍ଥାନୀୟ୨ ପ୍ରଶାସନର ଦୃଢ଼ ପଦକ୍ଷେପ ଗ୍ରହଣ କରିଛି। ବନ ବିଭାଗକୁ ବିଡିଓ ଚିଠି ଲେଖିବା ପରେ ବନ ବିଭାଗ ସେବାଶ୍ରମରେ ପହଞ୍ଚି ମହୁମାଛି ବସାକୁ…

ଚନ୍ଦନ ଯାତ୍ରାରେ ଏଥର ବାଣ ମନା

ପୁରୀ,୧୮ା୪: ଚଳିତବର୍ଷ ପୁରୀ ଚନ୍ଦନ ଯାତ୍ରାରେ ବାଣ ବ୍ୟବହାର ହୋଇପାରିବ ନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଶୁକ୍ରବାର ସୂଚନା ଦେଇଛନ୍ତି। ଭକ୍ତ ଓ ସେବାୟତଙ୍କ ପାଇଁ ଇନ୍‌ସ୍ୟୁରାନ୍ସ ବ୍ୟବସ୍ଥା ରହିବା ସହ ଚନ୍ଦନଯାତ୍ରା ନୀତି ନିର୍ଘଣ୍ଟକୁ ଛତିଶା…

ନଦୀରେ ନାହିଁ ବାଲି, ଗଛଲତାରେ ଭରିଗଲାଣି

ଭଞ୍ଜନଗର,୧୮ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ ଅଧିକ୍ଷଣଯନ୍ତ୍ରୀଙ୍କ ଅଧୀନରେ ଥିବା ଅନେକ ନଦୀରେ ଗଛ ପୂର୍ଣ୍ଣ ହୋଇଯାଉଛି। ବର୍ଷବର୍ଷ ଧରି କାଶତଣ୍ଡୀ ଫୁଲର ମୂଳ ନଦୀରେ ରହୁଛି। ଯେଉଁଠି ଫୁଲଗଛ ରହୁଛି ସେଠି ମାଟି ଉଚ୍ଚ ହୋଇ ରହୁଛି।…

ତାଣ୍ଡବ ରଚିଲା କାଳବୈଶାଖୀ, ଉପୁଡ଼ିଲା ବଡ଼ବଡ଼ ଗଛ

ଝରିଗାଁ,୧୮ା୪(କିଶୋର ଚନ୍ଦ୍ର ମଣ୍ଡଳ): କାଳବୈଶାଖୀ ପ୍ରଭାବରେ ଝରିଗାଁ ସଦରମହକୁମାସ୍ଥିତ ଶିରାଗୁଡ଼ା ସାହିଠାରେ ଗଛ ଉପୁଡ଼ି ରାସ୍ତା ଉପରେ ପଡ଼ି ଯାତାୟାତ ବାଧାପ୍ରାପ୍ତ ହୋଇଛି। ଫଳରେ ଏହି ରାସ୍ତା ଦେଇ ପ୍ରାୟ ଘଣ୍ଟାଏ ଧରି ଯାତାୟାତ ଠପ୍‌ ହୋଇଯାଇଥିଲା। ବର୍ଷା ପବନ କମିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?