ଆମ ଜିଲା ଖବର

ପର୍ଯ୍ୟଟକଙ୍କ ଭିଡ଼ ଦେଖି ମାତିଛନ୍ତି ଅସାଧୁ ବ୍ୟବସାୟୀ, ପ୍ରକୃତ ଦରଠାରୁ ଅଧିକ ନେଇ ଲୁଟୁଥିବା ଅଭିଯୋଗ

ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ରାଜ୍ୟ ତଥା ରାଜ୍ୟ ବାହାରୁ ଓଡ଼ିଶାର କଶ୍ମୀର ତଥା କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଦୈନିକ ଶହ ଶହ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି। ତେବେ ଅଧିକ ମାତ୍ରାରେ ପର୍ଯ୍ୟଟକମାନେ ଦାରିଙ୍ଗବାଡ଼ି ବୁଲିବା ଓ ମଜା…

ଦୁର୍ଘଟଣାରେ ଚାଲିଗଲା ପୋଲିସ ଏସ୍‌ଆଇଙ୍କ ଜୀବନ

ନୂଆପଡ଼ା,୨୯।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା ସଦର ଥାନାରେ କାର୍ଯ୍ୟରତ ପୋଲିସ ସବ୍‌ଇନ୍ସିପେକ୍ଟର (ଏସ୍‌ଆଇ) ହରିଶ କୁମାର ବାରିକ(୩୩)ଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ତାଙ୍କ ଘର ଖଡ଼ିଆଳ ଫୋକଟପଡାରେ। ଶନିବାର ରାତି ୧୦ଟା ପରେ ସେ ପାଟ୍ରୋଲିଂ ସାରି ବାଇକ୍‌ରେ…

ସ୍ବାସ୍ଥ୍ୟକେନ୍ଦ୍ର ମୁଖ୍ୟ ଫାଟକ ଚା’ ଖଟିରେ ଭିଡ଼, ରୋଗୀଙ୍କୁ ନେବା ହେଉଛି କଷ୍ଟ

ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଫାଟକ ସମ୍ମୁଖ ଚା’ଖଟିରେ ଭିଡ଼ ଯୋଗୁ ଯାତାୟାତରେ ସମସ୍ୟା ଦେଖାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ର ଭିତରକୁ ରୋଗୀଙ୍କୁ ନେଇ ଯିବା ସମୟରେ ହେଉ କି ବାହାରକୁ ବାହାରିବା ସମୟରେ ସମସ୍ୟା ଦେଖାଯାଇଛି। ହଠାତ୍‌…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୨ ଜୀବନ, ୩ ଗୁରୁତର

ବଣାଇଁ,୨୯।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଚାନ୍ଦିପୋଷ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ଏକ…

ବର୍ଷ ଶେଷକୁ ଖୁସି ଖବର: ନନ୍ଦନକାନନରେ ଜନ୍ମ ନେଲା ସିମ୍ପାଞ୍ଜି ଶାବକ

ଭୁବନେଶ୍ୱର,୨୯।୧୨: ନୂଆବର୍ଷକୁ ନେଇ ସମସ୍ତଙ୍କ ମଧ୍ୟରେ ଉତ୍ସାହ ଭରି ରହିଥିବା ବେଳେ ବର୍ଷର ଶେଷ ମୁହୂର୍ତ୍ତରେ ଜୀବଜନ୍ତୁ ପ୍ରେମିକଙ୍କ ପାଇଁ ରବିବାର ଆସିଛି ଏକ ଖୁସି ଖବର। ଭୁବନେଶ୍ୱର ବାରଙ୍ଗସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଏକ ଶାବକକୁ ଜନ୍ମ ଦେଇଛି ମା’…

ବର୍ଷା ପ୍ରଭାବରେ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଗଜପତି(ପାରଳାଖେମୁଣ୍ଡି) ୨୯।୧୨: ଲଗାଣ ବର୍ଷାରେ ଫସଲ କ୍ଷୟକ୍ଷତି ସମୀକ୍ଷା କରିବାକୁ ଗ୍ରାଉଣ୍ଡ ଜିରୋରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଲକୁ ଓହ୍ଲାଇ ଚାଷୀଙ୍କ ସହ ସିଧାସଳଖ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ବର୍ଷାରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବାବେଳେ ଗ୍ରାଉଣ୍ଡ ଜିରୋରେ…

ଟ୍ରାଙ୍କୁଲାଇଜ୍‌ ହେଲା ବାଘୁଣୀ ଜିନ୍ନତ

ବାରିପଦା୨୯ା୧୨: ବାଘୁଣୀ ଜିନ୍ନତକୁ ରବିବାର ଟ୍ରାଙ୍କୁଲାଇଜ୍‌ କରାଯାଇଛି। ପଶ୍ଚିମବଙ୍ଗର ବାଙ୍କୁରାଠାରେ ଜିନ୍ନତକୁ ଟ୍ରାଙ୍କୁଲାଇଜ୍‌ କରାଯାଇଛି। ଟ୍ରାଙ୍କୁଲାଇଜ୍‌ ପରେ ଜିନ୍ନତ ଏବେ ଜନ୍ତାରେ ରହିଛି। ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଆଲିପୁର ନିଆଯିବ ବୋଲି ପିସିସିଏଫ୍‌ ସୂଚନା ଦେଇଛନ୍ତି।   ପଶ୍ଚିମବଙ୍ଗର ପୁରୁଲିଆ ଜିଲା…

ମହୁମାଛି ନେଲା ଜେଇଙ୍କ ଜୀବନ

ରାଇରଙ୍ଗପୁର,୨୯।୧୨: ମୟୂରଭଞ୍ଜ ଜିଲା ମହୁଲଡିହାରେ ରବିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ମହୁମାଛି ଆକ୍ରମଣରେ ତିରିଂ ବ୍ଲକ ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବିଶ୍ୱନାଥ ମୁର୍ମୁଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ମହୁଲଡିହା ସ୍ଥିତ କ୍ୱାର୍ଟର୍ସରେ…

ଜେଲ୍‌ରୁ ଫେରାର ମାରିଲେ ହତ୍ୟା ମାମଲାରେ ଦଣ୍ଡିତ କଏଦୀ

କେନ୍ଦୁଝର,୨୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ମୁଖ୍ୟ କାରାଗାରରେ ହତ୍ୟା ଅଭିଯୋଗରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ ଜଣେ କଏଦୀ ଜେଲ ପରିସରରୁ ଶନିବାର ରାତିରେ ଫେରାଇ ହୋଇଯାଇଛନ୍ତି। ସବୁଦିନ ଭଳି ସେ ପରିସରରେ ଗୋ’ ସେବା କାମ କରୁଥିଲା। ଅପରାହ୍ନରେ ହଠାତ୍‌ ଖସି…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼, ପ୍ରଚଣ୍ଡ ଶବ୍ଦ ପ୍ରଦୂଷଣ ପାଇଁ ବନପ୍ରାଣୀ-ପକ୍ଷୀ ଉଭାନ

ଦାରିଙ୍ଗବାଡି,୨୯।୧୨(ଅରୁଣ ସାହୁ):ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଡିସେମ୍ବର ଶେଷ ଓ ଜାନୁୟାରୀ ୧୦ ପର୍ଯ୍ୟନ୍ତ ପ୍ରାୟ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଜମିବା ନଜିର ରହିଛି। ତେବେ ଉକ୍ତ ଅଞ୍ଚଳରେ ରହିଥିବା ଏକାଧିକ ପର୍ଯ୍ୟଟନକ୍ଷେତ୍ର ମଧ୍ୟରେ ଅନ୍ୟତମ ପର୍ଯ୍ୟଟନକ୍ଷେତ୍ର ଡୁଲୁରୀ ପାଇନବଣ ରହିଛି।…

ଡାକ୍ତରଙ୍କୁ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ: ଜଣେ ଆସିଷ୍ଟାଣ୍ଟ ପ୍ରଫେସର-୩ ସିନିୟର ରେସିଣ୍ଟେଣ୍ଟ ଚାକିରିରୁ ବହିଷ୍କୃତ; ଜଣଙ୍କୁ ୬ ମାସ ହଷ୍ଟେଲ ମନା

ବ୍ରହ୍ମପୁର,୨୯।୧୨(ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି( ଏମ୍‌କେସିଜି) ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ପିଜି ଡାକ୍ତରଙ୍କୁ କିଛି ବରିଷ୍ଠ ଡ଼ାକ୍ତର ମାଡ ମାରିବା ଏଂ ଶିଶୁ ବିଭାଗ ମୁଖ୍ୟଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଆକ୍ରମଣରେ…

ଶଟ୍‌ ସର୍କିଟ୍‌ରୁ ଜଳିଗଲା ମିକ୍ସଚର୍‌ ଫ୍ୟାକ୍ଟ୍ରି; ୧୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସାମଗ୍ରୀ ପୋଡ଼ି ପାଉଁଶ

ବାଲିଗୁଡ଼ା,୨୯।୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ନୁଆସାହିରେ ଶନିବାର ବିଳମ୍ବିତ ରାତ୍ରରେ ଏକ ମିକ୍ଚର ଫ୍ୟାକ୍ଟିରରେ ଅଗ୍ନିକାଣ୍ଡ ଘଟିବାରୁ ୧୦ ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ମୂଲ୍ୟର ସାମଗ୍ରୀ ଜଳି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି । ସୂଚନାନୁଯାୟୀ, ପ୍ରତିଦିନ ଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri