ଆମ ଜିଲା ଖବର

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ଧାନ, ମକା, ଅଦା ଓ ହଳଦୀ ଆଦି ଫସଲ ନଷ୍ଟ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ ପରିବାରର ଲୋକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ଦାବିରେ ମଙ୍ଗଳବାର ପରିବାରବର୍ଗ ଥୁଆମୂଳ…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ ମହାନ୍ତ ମଙ୍ଗଳବାର ସାଧାରଣରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। କାର୍ଯ୍ୟଭାର ଗ୍ରହଣ ଅବସରରେ ମହାବିଦ୍ୟାଳୟର…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଗସ୍ତ କରି ଏକ ନୂତନ ଇତିହାସ ସୃଷ୍ଟି କରିଛନ୍ତି। ତପ୍ତପାଣିର ପ୍ରକୃତିଦତ୍ତ ଉଷ୍ମ…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ ୬ ହଜାର ଟଙ୍କା ପିସି ନେଉଥିବା ଦୃଶ୍ୟ ସ୍ପଷ୍ଟ ଦେଖିବାକୁ ମିଳିଛି। ରିଷିଗାଁ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର ଦାବି କରାଯାଇଛି। ଏନେଇ ୩୦ରୁ ଧଧିକ ଛାତ୍ରୀଛାତ୍ର ଚାଲି ଚାଲି ବିଡ଼ିଓଙ୍କୁ ସାକ୍ଷାତ…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ କନ୍ଧୁଣୀ ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଛନ୍ତି। ଏହାପରେ ରାସ୍ତାରେ ଅଟକି…

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ ଅନୁଷ୍ଠାନ ‘ଆଶା’ ପକ୍ଷରୁ ଚଳିତ ଶିକ୍ଷାବର୍ଷ ସକାଶେ ପାଠ୍ୟ ଉପକରଣ ଯୋଗାଇ ଦିଆଯାଇଛି।…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଙ୍ଗ, ନାଭାଲ ୱିଙ୍ଗ,…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର ବାଣ ସହ ଏକ ଡାଲା ଅଟୋ OD25D2062 କୁ ପୋଲିସ ଜବତ କରିଛି।…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି। ଖୁବଶୀଘ୍ର ଏକାଧିକ ଲୋକଙ୍କୁ ଜେରା କରାଯିବ ବୋଲି ସେ କହିଛନ୍ତି। ମାମଲାରେ ଯାହାର…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି ହାତୀପଲକୁ ଦେଖିବା ପାଇଁ ଘଟଗାଁ ବ୍ଲକ ଡ଼ପାଣି ଗ୍ରାମର ମଦନ ନାଏକ ସେଠାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?