ଆମ ଜିଲା ଖବର

ହାତ ଧରାଧରି ହୋଇ ଆରପାରିକୁ ଚାଲିଗଲେ ଦୁଇ ଭଉଣୀ

ବସ୍ତା, ୧୬।୪(ହରିଶଙ୍କର ପାଢ଼ି): ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଗାନ୍ଧୀ ଛକ ନିକଟରେ ମଙ୍ଗଳବାର ଅପରାହ୍ନ ୨ଟା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ଖେଳୁଥିବା ସମୟରେ ଦୁଇ ସମ୍ପର୍କୀୟ ନାବାଳିକା ଭଉଣୀ ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତ…

କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

ସୋର,୧୬।୪: ବାଲେଶ୍ୱର ଜିଲା ସୋର ନିକଟରେ ଏକ କୋଇଲା ବୋଝେଇ ଟ୍ରେଟ୍‌ରେ ଅଗ୍ନିକାଣ୍ଡ ଘଟିଛି। ସୋର ଷ୍ଟେସନ ନିକଟରେ ୨ଟି ବଗିରେ ନିଆଁ ଲଗିଥିବା ଦେଖିବାକୁ ମିଳିଛି। ଖବରପାଇ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଉକ୍ତ ଟ୍ରେନ୍‌ଟି ଧାମରାରୁ…

ଡାକ୍ତରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା ଜବତ

ଭବାନୀପାଟଣା,୧୬।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ସ୍ତ୍ରୀ ଓ ପ୍ରସୂତି(ଗାଇନିକ) ବିଭାଗର ଡାକ୍ତର ତପନ କୁମାର ତ୍ରିପାଠୀଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ କଟକ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଆୟ ବର୍ହିଭୁତ ସମ୍ପତି…

ଘରୁ ବାହାରିଲେ ପାଦେପାଦେ ବିପଦ: ଏଣିକି  ନିଜ ଲଢ଼େଇ ନିଜର, ତାଲିମ ନେବାକୁ ଅଧ୍ୟକ୍ଷ ଦେଲେ ଆହ୍ବାନ 

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ରଭଞ୍ଜ ମହାବିଦ୍ୟାଳୟରେ ବୁଧବାର ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଛି। ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଉକ୍ତ ଶିବିରକୁ ପ୍ରଦୀପ ପ୍ରଜ୍ବଳନ କରି ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ କହଛନ୍ତି,…

କୁଟାରିକୁ ଲହୁଲୁହାଣ କଲା କୁକୁର: ଉଦ୍ଧାର କଲା ବନବିଭାଗ

ପାଟଣା ୧୬/୪(ବୀରକିଶୋର ଦାଶ ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ରାଇଡିହା ବିଟ ରାଇଡିହା ଗ୍ରାମରୁ ବୁଧବାର ସକାଳୁ ଏକ ଆହତ କୁଟାରିକୁ ବନ ବିଭାଗ ଉଦ୍ଧାର କରିଛି। କୁଟାରିଟି କୁକୁର ଆକ୍ରମଣରେ ଆହତ ହେବା ସହ ଦେହ ସାରା…

ଶରଣକୁଳ ଥାନା ଏସ୍‌ଆଇଙ୍କୁ ଧରିଲା ଭିଜିଲାନ୍ସ: ମାମଲାରେ ସହଯୋଗ ପାଇଁ ନେଉଥିଲେ…

ଭୁବନେଶ୍ୱର,୧୬।୪(ସତ୍ୟଜିତ୍‌ ରାଉତ): ଏକ ଆପରାଧିକ ମାମଲାରେ ସହଯୋଗ କରିବା ପାଇଁ ବିଚାରବିଭାଗୀୟ ହାଜତରେ ଥିବା ଜଣେ ଅଭିଯୁକ୍ତଙ୍କ ଝିଅଙ୍କଠୁ ୪ ହଜାର ଟଙ୍କା ଲାଞ୍ଚ ନେବାବେଳେ ନୟାଗଡ଼ ଜିଲା ଶରଣକୁଳ ଥାନା ଏସ୍‌ଆଇ ରାଜେଶ କୁମାର ଶ୍ରୀଚନ୍ଦନ (୨୦୧୭ ବ୍ୟାଚ୍‌) ମଙ୍ଗଳବାର…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଇଣ୍ଡା,୧୬।୪(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଥିବା ଜଣାପଡ଼ିଛି। ତାଙ୍କ ବାସ ଭବନରୁ କିଛି କାଗଜପତ୍ର ମଧ୍ୟ…

ବିଭିନ୍ନ ଦାବି ନେଇ କଂଗ୍ରେସର ମଶାଲ ଶୋଭାଯାତ୍ରା

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ):ସୋରଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସୋରଡ଼ା ଏବଂ ବେଲଗୁଣ୍ଠାରେ କଂଗ୍ରେସ ପକ୍ଷରୁ ମଙ୍ଗଳବାର ରାତିରେ ମଶାଲ ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା। ନାରୀ ସୁରକ୍ଷା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏହି ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା। ଏଥିସହ ବର୍ଦ୍ଧିତ ଗ୍ୟାସ ଦର…

ଗୋଆରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ରାଇଆ(ଗୋଆ)/ ଜୁନାଗଡ଼(ଉତ୍ତମ ଦାସ),୧୬।୪: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଗୌଡ଼ଛେଣ୍ଡିଆ ଗ୍ରାମର ଖଗେଶ୍ୱର ଶବର(୩୮) ଦିନ ମଜୁରିଆ କାମ କରିବାକୁ ଗୋଆ ଯାଇଥିଲେ। ସେଠାରେ ଏକ କମ୍ପାନୀରେ କାର୍ଯ୍ୟ କରିବା ସହ ରାଇରା ଜିଲାର ସୋନାରଓ୍ବଡୁରେ ଏକ ଭଡ଼ା ଘରେ ରହୁଥିଲେ।…

ଡ୍ରେନକୁ ଜାମ କଲା ଅଳିଆ ଆବର୍ଜନା: ନାକ ଟେକିଲେ ପର୍ଯ୍ୟଟକ

ଦାରିଙ୍ଗବାଡି,୧୬/୪ (ଅରୁଣ ସାହୁ)-ଦାରିଙ୍ଗବାଡି ଏବେ ଅଳିଆ ଆବର୍ଜନା ଆଉ ପୁତ୍ତିମୟ ଗନ୍ଧରେ ନାକ ଫାଟୁଛି। ପର୍ଯ୍ୟଟକ ଆଉ ଦାରିଙ୍ଗବାଡିକୁ ନା କହିବା ଆରମ୍ଭ କଲେଣି । ଅଳିଆ ଆବର୍ଜନା, ବର୍ଜ୍ୟବସ୍ତୁ, ଅଇଁଠା ଖଲିପତ୍ର, ପ୍ଲାଷ୍ଟିକ, ପଲିଥିନ ଯୁଆଡେ ଦେଖିବେ କୁଢ଼ କୁଢ଼…

ପୂର୍ବତନ ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୪ ଗିରଫ

ଧର୍ମଶାଳା/କାଏମା,୧୬।୪(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି। ଗିରଫ ଯୁବକମାନେ ହେଲେ ବିଜେଡି ସମର୍ଥକ ଧର୍ମଶାଳା ଥାନା କୁମାରୀ ଗ୍ରାମର ମନୋଜ ଦାସ…

୧୦ ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ

ବାଲେଶ୍ୱର, ୧୬।୪(ବାଞ୍ଛାନିଧି ଦେ):ଦୀର୍ଘ ୧୦ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ। ପୁଅକୁ ପାଇ ଭାବବିହ୍ବଳ ହୋଇପଡ଼ିଲେ ମା’। ବହୁ ସଂଘର୍ଷ ପରେ ସେ ତାଙ୍କ ପୁଅକୁ ଫେରିପାଇଛନ୍ତି। ଆଜି ଧର୍ମର ଜୟ ହୋଇଛି। ପୁଅକୁ ପାଇ ବହୁତ ଖୁସି ଅନୁଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?