ଆମ ଜିଲା ଖବର

୧୦ ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ

ବାଲେଶ୍ୱର, ୧୬।୪(ବାଞ୍ଛାନିଧି ଦେ):ଦୀର୍ଘ ୧୦ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ। ପୁଅକୁ ପାଇ ଭାବବିହ୍ବଳ ହୋଇପଡ଼ିଲେ ମା’। ବହୁ ସଂଘର୍ଷ ପରେ ସେ ତାଙ୍କ ପୁଅକୁ ଫେରିପାଇଛନ୍ତି। ଆଜି ଧର୍ମର ଜୟ ହୋଇଛି। ପୁଅକୁ ପାଇ ବହୁତ ଖୁସି ଅନୁଭବ…

ମନେପଡ଼ିଲେ ଦେହ ଥରୁଛି: ୧୯୭୮ ଏପ୍ରିଲ ୧୬ ଘୂର୍ଣ୍ଣିଝଡ଼ ବିଭୀଷିକା

ଆନନ୍ଦପୁର,୧୬ା୪(ସୁଶାନ୍ତ କୁମାର ସାହୁ):ସେଦିନ ଥିଲା ଏପ୍ରିଲ ୧୬। ଅପରାହ୍ନ ସମୟରେ ହଠାତ୍‌ କଳାବାଦଲ ଆକାଶରେ ଘୋଟିଆସିଥିଲା। କେହି କିଛି ବୁଝିବା ପୂର୍ବରୁ ଚାହୁଁ ଚାହୁଁ ପ୍ରଳୟଙ୍କାରୀ ଘୂର୍ଣ୍ଣିଝଡ଼ର ରୂପନେଇ ସବୁକିଛି ଛାରଖାର କରିଦେଇଥିଲା। ଘୂର୍ଣ୍ଣିଝଡ଼ ଏତେ ଭୟଙ୍କର ଥିଲା ଯେ, ଘଟଣାରେ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶାବଳରେ ଆକ୍ରମଣ: ବାପ-ପୁଅ ଗୁରୁତର

ହିଞ୍ଜିଳିକାଟୁ, ୧୬।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ରାଳବ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଆକ୍ରମଣ ଓ ପ୍ରତି ଆକ୍ରମଣ ଘଟିଛି। ଏଥିରେ ଗୋଟିଏ ପରିବାରର ବାପା ଓ ପୁଅ ଗୁରୁତର ଆହତ ହୋଇଛନ୍ତି।…

ପମ୍ପ ହାଉସ ତାର ଚୋରୀ ଅଭିଯୋଗରେ ୨ ଗିରଫ

ଭଞ୍ଜନଗର,୧୫/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ପୋଲସରା ବ୍ଲକର ବିଭିନ୍ନ ପମ୍ପ ହାଉସରୁ ବିଦ୍ୟୁତ୍ ତାର କାଟି ନେବା ଅଭିଯୋଗରେ ଭଞ୍ଜନଗର ପୋଲିସ ମଙ୍ଗଳବାର ଦୁଇ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଭଞ୍ଜନଗର ଶଙ୍ଖ ସାହିର ଗୋପନ ନାୟକ…

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ ଘଟଣାରେ ପାଟପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।…

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ ନୂଆ ଠିକଣା ପାଉଥିବା ଲକ୍ଷ୍ୟ କରାଯାଉଛି। ଏହି ପରିପ୍ରେକ୍ଷୀରେ କିଛି ସାମୁଦ୍ରିକ କଇଁଛ ଶାବକ…

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ କ୍ଲବ ଓ ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ମଧ୍ୟରେ ଫାଇନାଲ ମ୍ୟାଚ ହୋଇଥିଲା। ଏଥିରେ…

କାଳ ବୈଶାଖୀ ରଚିଲା ତାଣ୍ଡବ: ଉପୁଡିଲା ବଡ ବଡ ଗଛ ଓ ବିଦ୍ୟୁତ ଖୁଣ୍ଟ, ଉଡିଲା ଦୋକାନର ଛପର

ପାଟଣା, ୧୫।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ସାହାରପଡା , ଉଖୁଣ୍ଡା ଓ ତୁରୁମୁଙ୍ଗା ଅଞ୍ଚଳରେ ମଙ୍ଗଳବାର ସଂଧ୍ୟାରେ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି । କଳା ହାଣ୍ଡିଆ ମେଘ ସାଙ୍ଗକୁ ଘଡ ଘଡି, ବର୍ଷା ପବନ ସାଙ୍ଗକୁ…

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଘଟଣା: ପ୍ରତିବାଦ କଲା ଗଜପତି ବିଜେଡି

ଗଜପତି,୧୫।୪(ଗିରିଧାରୀ ପରିଛା): ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ବିଜେଡି ବିରୋଧ ପ୍ରଦର୍ଶନ କରିଛି। ମଙ୍ଗଳବାର ବଲାଙ୍ଗୀର ଜିଲା ପାଟଣାଗଡରେ ଗଜପତି ଜିଲା ବିଜେଡି ତରଫରୁ ହାଇସ୍କୁଲ ନିକଟରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତି ତଳେ ପାରଳାଖେମୁଣ୍ଡି ବିଧାୟକ…

ରାଜ୍ୟରେ ବଢୁଛି ନାରୀ ନିର୍ଯାତନା: ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ତଳେ କଂଗ୍ରେସର ପ୍ରତିବାଦ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ସଂଧ୍ୟାରେ ବରଗଡ଼ ନଗର ଓ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ଓଡିଶାରେ ବଢୁଥିବା ନାରୀ ର୍ନିଯାତନା, ହତ୍ୟା, ଦୁଷ୍କର୍ମ, ଅପହରଣ ଓ ନିଖୋଜ ଘଟଣାର ପ୍ରତିବାଦ ସୱରୂପ ମଶାଲ…

ଦୈତାରୀ ଥାନା ଅଞ୍ଚଳରେ ମାଓ ଚଳପ୍ରଚଳକୁ ମିଥ୍ୟା ସୂଚନା ଦେଇଥିବା ବନ କର୍ମଚାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠନ

କେନ୍ଦୁଝର,୧୫।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅଞ୍ଚଳରେ ମାଓ କାର୍ଯ୍ୟକଳାପକୁ ନେଇ ମିଥ୍ୟା ପ୍ରଚାରକୁ ନେଇ କେନ୍ଦୁଝର ପୋଲିସ ତଦନ୍ତ ଆରମ୍ଭ କରିଛି। ଏନେଇ ଆଜି ଏସପି ଅଫିସରେ ଏକ ପ୍ରେସମିଟ କରି ଅତିରିକ୍ତ ଏସପି ମନୋଜ ରାଉତ ସୂଚନା…

ଗାଈ ଚରାଇବାକୁ ଯାଇଥିଲେ,ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପଟ୍ଟାଙ୍ଗି,୧୫ା୪(ଶରତ କୁମାର ଧଳ)-ଭାଲୁ ଆକ୍ରମଣରେ ଗୁରୁତର ହୋଇଥିବା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତର ମିରିଆଲପାଡୁ ଗ୍ରାମର ପାମିଆ ବଲୁଙ୍କୁ ଗ୍ରାମବାସୀ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ସକାଳୁ ଭର୍ତ୍ତି କରିଛନ୍ତି। ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳୁ ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?