କେରଳରେ ବସ୍ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ
ମୋହନା,୧୫ା୪ (ମନ୍ମଥ ମିଶ୍ର): ଗଜପତିରେ ପୁଣି ଦାଦନ ଦୁଃଖ। କେରଳରେ ବସ ଧକ୍କାରେ ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ମୋହନା ଥାନା ଚନ୍ଦ୍ରଗିରି ଗ୍ରାମ ହରିଜନ ସାହିର ରସାନ୍ତ କୁମାର ମାଳି। ରସାନ୍ତ ୨ବର୍ଷ ତଳେ କେରଳର…
ମାରୱାଡୀ ଯୁବ ମଞ୍ଚର କର୍ମକର୍ତ୍ତା ଚୟନ
କେସିଙ୍ଗା,୧୫.୪(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ଅଗ୍ରଣୀ ଅନୁଷ୍ଠାନ ମାରୱାଡ଼ୀ ଯୁବାମଞ୍ଚର କର୍ମକର୍ତ୍ତା ଗୌରୀ ଶଙ୍କର ମନ୍ଦିର ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇ ଯାଇଛି। ଏହି ନିର୍ବାଚନରେ ଯୁବାମଞ୍ଚ ର ୪୨ ଜଣସଦସ୍ୟ ଅଂଶଗ୍ରହଣ କରିଥିଲେ। ଏଥିରେ ସର୍ବସମ୍ମତି…
ନାରୀ ନିର୍ଯାତନା-ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦ: ଦାରିିଙ୍ଗବାଡ଼ିରେ କଂଗ୍ରେସର ମଶାଲ ଶୋଭାଯାତ୍ରା
ଦାରିଙ୍ଗବାଡି,୧୫।୪ (ଅରୁଣ ସାହୁ)- ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ଓ ରନ୍ଧନ ଗ୍ୟାସର ଦରବୃଦ୍ଧି ପ୍ରତିବାଦରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କଂଗ୍ରେସ ପକ୍ଷରୁ ମଶାଲ ଶୋଭାଯାତ୍ରା କରାଯାଇ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଦିନକୁ ଦିନ ରାଜ୍ୟରେ ମହିଳାଙ୍କୁ…
ସୁଶାନ୍ତ ମହାପାତ୍ର ହେଲେ ବରଗଡ଼ ଜିଲା ବିଜେଡି ସଭାପତି
ବରଗଡ଼, ୧୫।୪(ପ୍ରେମାନନ୍ଦ ଖମାରୀ): ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ବରଗଡ଼ର ଯୁବ ସଂଗଠକ ତଥା ବର୍ତ୍ତମାନର ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ସୁଶାନ୍ତ ମହାପାତ୍ର (ଜାପାନ )ଙ୍କ ନାମ ବରଗଡ଼ ଜିଲା ବିଜେଡି ସଭାପତିଭାବେ ଘୋଷଣା କରିଛନ୍ତି। ମହାପାତ୍ରଙ୍କ ନାମ…
ଦିଗପହଣ୍ଡିରେ ରାଷ୍ଟ୍ରୀୟ ପୋଷଣ ପକ୍ଷ ପାଳିତ
ଦିଗପହଣ୍ଡି,୧୫ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ଆନୁକୂଲ୍ୟରେ ମଙ୍ଗଳବାର ବ୍ଲକ୍ ସଦର ମହକୁମାସ୍ତରୀୟ ରାଷ୍ଟ୍ରୀୟ ପୋଷଣ ପକ୍ଷ କାର୍ଯ୍ୟକ୍ରମ ସ୍ଥାନୀୟ ମିଶନଶକ୍ତି ଭବନଠାରେ ଅନୁଷ୍ଠିତ ହୋଇଛି। ଅଙ୍ଗନୱାଡ଼ି ସୁପ୍ରଭାଇଜର ବିଳାସିନୀ ପାଣିଗ୍ରାହୀଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…
ଧାନକେଣ୍ଡାରେ ଅଗାଡ଼ି: ଜିଲାପାଳଙ୍କୁ ଫେରାଦ ହେଲେ ବରଗଡ଼ ଚାଷୀ
ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀଙ୍କୁ ସମସ୍ୟା ପିଛା ଛାଡୁ ନାହିଁ। କେତେବେଳେ ଫସଲରେ ରୋଗପୋକ ତ ଆଉକେବେ ଝଡବର୍ଷା ଯୋଗୁ ଚାଷୀଙ୍କ ଫସଲ ଉଜୁଡି ଯାଉଛି। ବର୍ତ୍ତମାନ ଫସଲର ଧାନକେଣ୍ଡା ଅଗାଡି ହୋଇ ଯାଉଥିବା ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି।…
ସ୍ବାସ୍ଥ୍ୟକେନ୍ଦ୍ର କୋଠା ନିର୍ମାଣକୁ କେନ୍ଦ୍ର କରି ଉତ୍ତେଜନା; ତହସିଲଦାରଙ୍କୁ ସ୍ମାରକପତ୍ର ଦେବା ପରେ ବିଧାୟକଙ୍କୁ ଭେଟିଲେ ଗ୍ରାମବାସୀ
ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତରେ ଉପ ସ୍ବାସ୍ଥ୍ୟକେନ୍ଦ୍ର କୋଠା ନିର୍ମାଣକୁ କେନ୍ଦ୍ରକରି ଗତ କିଛିଦିନ ଧରି ଉତ୍ତେଜନା ଲାଗି ରହିଛି। ମଙ୍ଗଳବାର ସରପଞ୍ଚ ଜ୍ୟୋତି ସେଠୀ,ପୂର୍ବତନ ସମିତିସଭ୍ୟ ସୂର୍ଯ୍ୟନାରାୟଣ ସାହୁ,ନାଏବ ସରପଞ୍ଚ ରାମଚନ୍ଦ୍ର…
ଭାରସାମ୍ୟ ହରାଇ ଓଲଟି ପଡ଼ିଲା ପିକ୍ଅପ୍ ଭ୍ୟାନ୍, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ
ଥୁଆମୂଳ ରାମପୁର,୧୫।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ଭବାନୀପାଟଣା- ଥୁଆମୂଳ ରାମପୁର ମୁଖ୍ୟ ରାସ୍ତା ଉପରେ ଏକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ (ଓଡି୦୮ଏସ୍୭୪୩୦) ନମ୍ବର ବିଶିଷ୍ଟ ୨୦୭ ପିକଅପ୍ ଗାଡ଼ି ଓଲଟି ପଡ଼ିବା ଫଳରେ ଘଟଣାସ୍ଥଳରେ ଡ୍ରାଇଭରଙ୍କ…
ତୁମୁଡ଼ିବନ୍ଧରେ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ତୁମୁଡ଼ିବନ୍ଧ,୧୫।୪(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ସଭାଗୃହରେ ମଙ୍ଗଳବାର ପୂର୍ବାହ୍ନରେ କନ୍ଧମାଳ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ତୁମୁଡିବନ୍ଧ ବ୍ଳକର ୧୧ ଗୋଟି ପଞ୍ଚାୟତରୁ ଲୋକମାନେ ଆସି ଜିଲାପାଳ ଅମୃତ…
ଜନସଂଖ୍ୟା ବିସ୍ଫୋରଣ ଏକ ସମସ୍ୟା ଓ ଆହ୍ବାନ ଶୀର୍ଷକ ଆଲୋଚନାଚକ୍ର
ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜ ଅର୍ଥନୀତି ବିଭାଗ ପକ୍ଷରୁ ମଙ୍ଗଳବାର ଭାରତର ଜନସଂଖ୍ୟା ବିସ୍ଫୋରଣ ଏକ ସମସ୍ୟା ଓ ଆହ୍ବାନ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ନିହାର…
ଚାଷୀଙ୍କ ଚେତାବନୀ ସମାବେଶ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରଣହୁଙ୍କାର
ବରଗଡ଼, ୧୫।୪(ପ୍ରେମାନନ୍ଦ ଖମାରୀ): ଜୟ କିସାନ ଆନ୍ଦୋଳନ ଏବଂ ପଶ୍ଚିମ ଓଡିଶା କୃଷକ ସଂଗଠନ ସମନ୍ବୟ ସମିତିର ମିଳିତ ଆହ୍ୱାନରେ ଆଜି ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚେତାବନୀ ବିକ୍ଷୋଭ ସମାବେଶ ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ୪ଦଫା ଦାବୀ ସମ୍ମଳିତ…
ଫାଟିଲା ଗ୍ୟାସ ଟାଙ୍କି: ଜଳିଗଲା…
ପୁରୀ,୧୫।୪: ପୁରୀ ଜିଲା କୃଷ୍ଣପ୍ରସାଦ ପଣାଯାତ୍ରା ବେଳେ ଅଘଟଣ ଘଟିଛି। ପଣାଯାତ୍ରା ପଡିଆରେ ୫ ଦୋକାନ ଜଳି ଯାଇଛି। ହଠାତ୍ ଗ୍ୟାସ ଟାଙ୍କି ଅଗ୍ନିକାଣ୍ଡ ଘଟିଛି। ଲକ୍ଷାଧିକ ଟଙ୍କା ମୂଲ୍ୟର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଥିବା ବେଳେ ଖବର ପାଇ ଅଗ୍ନିଶମ…

