ମେରୁ ଯାତ୍ରା ଦେଖି ଫେରୁଥିବାବେଳେ ଦୁର୍ଘଟଣା: ୭ ଗୁରୁତର
ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କିରିକୁଟି ପଞ୍ଚାୟତ ମୁଣ୍ଡାନାଜୁ ଗ୍ରାମର ଜାତୀୟ ରାଜପଥ ଉପରେ ଏକ ଯାତ୍ରୀବାହୀ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାୟ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରାୟ ୭ ଜଣ ଗୁରୁତର…
ଏନଏସି ହେବ ଜଗନ୍ନାଥପ୍ରସାଦ ପଞ୍ଚାୟତ: ଘୋଷଣା କଲେ ବିଧାୟକ
ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ପଂଚାୟତ (ବ୍ଲକ ମୁଖ୍ୟ କାର୍ଯ୍ୟାଳୟ)କୁ ଏନଏସିରେ ପରିଣତ କରାଯିବ। ଏନେଇ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଖୁବଶୀଘ୍ର ରାଜ୍ୟ ସରକାର ତାହା ଘୋଷଣା କରିବାକୁ ଯାଉଛନ୍ତି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ସ୍ଥାନୀୟ ଟାଉନ…
ଅଙ୍ଗ ତସ୍କରୀ ପାଇଁ ପିଲା ଚୋରି: ମହିଳାଙ୍କ ସହ ଅପହରଣ କରିଥିବା ଯୁବକ ଗିରଫ
ଭୁବନେଶ୍ୱର,୧୫।୪: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ୍ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି। ଅନ୍ୟପକ୍ଷେ ଏହି ଘଟଣାରେ ଏକ ବଡ଼ ରାକେଟ୍ କାମ କରୁଥିବା ସନ୍ଦେହ କରାଯାଉଛି। ଏପରି…
ଯୁବକଙ୍କ ଉନ୍ମତ୍ତକାଣ୍ଡ: ଧରି ନିର୍ଧୁମ ଛେଚିଲେ ଲୋକେ
ବଲାଙ୍ଗୀର,୧୫ା୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରୁ ପୁଣି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସହରରେ ଜଣେ ନିଶାସକ୍ତ ଯୁବକ ଉନ୍ମତ୍ତକାଣ୍ଡ ଭିଆଇଛନ୍ତି। ଯୁବକ ଜଣକ ନିଶାସକ୍ତ ଅବସ୍ଥାରେ ନିଜ ହିତାହିତ ଜ୍ଞାନ ହରାଇ ବାଛୁରୀ ଆଖିକୁ ଫୋଡ଼ିଦେଇଥିବା ଅଭିଯୋଗ ହୋଇଛି।…
ଆମ୍ବେଡକରଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ଜରୁରୀ
ଥୁଆମୂଳ ରାମପୁର,୧୫।୪-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଥୁଆମୂଳ ରାମପୁର ସଦର ମହକୁମା ଠାରେ ଦଳିତ ସଚେତନ ସଂଗଠନ ଥୁଆ ମୂଳ ରାମପୁର ଆନୁକୂଲ୍ୟରେ ସମ୍ବିଧାନ ପ୍ରଣେତା ବିଶ୍ବରତ୍ନ ଡଃ ବାବା ସାହେବ ଭୀମ ରାଓ ଆମ୍ବେଡକରଙ୍କ ୧୩୪ତମ ଜନ୍ମଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି।…
ଜୟଶ୍ରୀରାମ, ଜୟ ହନୁମାନ ଧ୍ୱନିରେ କମ୍ପିଲା ସମ୍ବଲପୁର ସହର: ସାମିଲେ ହେଲେ ଧର୍ମେନ୍ଦ୍ର, ଜୟନାରାୟଣ
ସମ୍ବଲପୁର,୧୪ା୪(ବି.ଶଙ୍କର/ଭବାନୀଶଙ୍କର ଭୋଇ): ମହାବିଷୁବ ସଂକ୍ରାନ୍ତି ତିଥିରେ ସମ୍ବଲପୁରର ସହରର ବିଭିନ୍ନ ହନୁମାନ ମନ୍ଦିରଗୁଡିକରେ ସୋମବାର ଦିନବେଳ ପୂଜାର୍ଚ୍ଚନା କରାଯାଇଥିଲା। ହନୁମାନ ଜୟନ୍ତୀ ସମନ୍ବୟ ସମିତି ପକ୍ଷରୁ ରାତିରେ ବିଭିନ୍ନ ପଡାରୁ ଦିବ୍ୟ ଏବଂ ଭବ୍ୟ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା।…
ଡହଡହ ଖରାକୁ ଖାତିର କଲେନି ଭକ୍ତ
ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ ): ପ୍ରବଳ ଗ୍ରୀଷ୍ମ ପ୍ରବାହ ସତେ ଡହ ଡହ ଖରାରେ ଦାମୋଦର ପୁରସ୍ଥିତ ମା’ ଦକ୍ଷିଣ କାଳୀ ମନ୍ଦିରରେ ମେରୁସଂକ୍ରାନ୍ତି ଦେଖିବାକୁ ଭକ୍ତ ମାନଙ୍କ ଭିଡ଼ ଜମି ଥିଲା। ପ୍ରବଳ ଖରା ଓ ଭକ୍ତଙ୍କ ଭିଡ଼କୁ ଆଖି ଆଗରେ…
ନିଆଁରେ ଜଳିଗଲା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି: ଜାଣିଶୁଣି ପୋଡି ଦେଇଥିବା ଅଭିଯୋଗ
ପାଟଣାଗଡ ୧୫।୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ ଏନଏସିସ୍ଥିତ ବ୍ଳକ ଛକଠାରେ ଦୀର୍ଘଦିନ ହେଲା ପଲିଥିନ ଘୋଡାହୋଇ ରହିଥିବା ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୁର୍ତ୍ତିରେ ମଙ୍ଗଳବାର ସକାଳୁ ଦୁର୍ବୃତ୍ତମାନେ ଜାଣିଶୁଣି ନିଆଁ ଲଗାଇ ପୋଡ଼ି ଦେଇଥିବାର ଅଭିଯୋଗ ହେଉଛି।…
ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର, ଅପହରଣକାରୀ ଗିରଫ
ଭୁବନେଶ୍ୱର,୧୫।୪: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ୍ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି। ଅନ୍ୟପକ୍ଷେ ପୋଲିସ ଅପହରଣକାରୀଙ୍କୁ ଗିରଫ କରି ଅଧିକ ପଚରାଉଚରା କରୁଛି। ସୂଚନା ଯୋଗ୍ୟ, ଶନିବାର…
କଂଗ୍ରେସ ଏବେ ଲୋକଙ୍କ ଆସ୍ଥାଭାଜନ ହେଉଛି: ଭକ୍ତ
ଭୁବନେଶ୍ୱର/ଗୁଡ଼ାରି, ୧୫।୪ (ରବିନାରାୟଣ ଜେନା/ପ୍ରମୋଦ କୁମାର ପତି): ରାଜ୍ୟରେ ଦୁର୍ନୀତି, ନାରୀ ନିର୍ଯାତନା ଓ ଆଇନଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି। ରାଜ୍ୟର ପ୍ରମୁଖ ବିରୋଧୀଦଳ ବିଜେଡିର ସାଲିସ୍ ନୀତି ଯୋଗୁ ଏବେ କଂଗ୍ରେସ…
ହ୍ବାଟ୍ସଆପ୍ ଷ୍ଟାଟସ୍ ଦେଇ ଜୀବନ ହାରିଲେ କଲେଜ ଛାତ୍ରୀ
ଆନନ୍ଦପୁର,୧୫ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରାଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆନନ୍ଦପୁର ଥାନା ଅଧୀନ ଫକିରପୁର ଅଞ୍ଚଳର ଏକ ଘରୋଇ ମହିଳା ମେସ୍ରେ ଜଣେ ଛାତ୍ରୀ ହ୍ବାଟ୍ସଆପ୍ରେ ଷ୍ଟାଟ୍ସ ଦେଇ ଓଢ଼ଣି ସହାୟତାରେ ଝୁଲିପଡ଼ିଥିବା ଜଣାପଡ଼ିଛି। ମୃତ…
୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଲା ଡିଜେ: ଚାଲିଗଲା ୨ ଜୀବନ, ୭ ଆହତ
ଭଦ୍ରକ/ତିହିଡ଼ି,୧୫ା୪(ସନାତନ ରାଉତ/ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ୍ ନୂଆନନ୍ଦ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ପାଟୁଆ ଶୋଭାଯାତ୍ରା ବେଳେ ଅଘଟଣ ଘଟିଛି। ଶୋଭାଯାତ୍ରାରେ ଆସୁଥିବା ଡିଜେ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବାରୁ ୨ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାରେ ୭…

