ଆମ ଜିଲା ଖବର

ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର, ଅପହରଣକାରୀ ଗିରଫ

ଭୁବନେଶ୍ୱର,୧୫।୪: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି। ଅନ୍ୟପକ୍ଷେ ପୋଲିସ ଅପହରଣକାରୀଙ୍କୁ ଗିରଫ କରି ଅଧିକ ପଚରାଉଚରା କରୁଛି। ସୂଚନା ଯୋଗ୍ୟ, ଶନିବାର…

କଂଗ୍ରେସ ଏବେ ଲୋକଙ୍କ ଆସ୍ଥାଭାଜନ ହେଉଛି: ଭକ୍ତ

ଭୁବନେଶ୍ୱର/ଗୁଡ଼ାରି, ୧୫।୪ (ରବିନାରାୟଣ ଜେନା/ପ୍ରମୋଦ କୁମାର ପତି): ରାଜ୍ୟରେ ଦୁର୍ନୀତି, ନାରୀ ନିର୍ଯାତନା ଓ ଆଇନଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି। ରାଜ୍ୟର ପ୍ରମୁଖ ବିରୋଧୀଦଳ ବିଜେଡିର ସାଲିସ୍‌ ନୀତି ଯୋଗୁ ଏବେ କଂଗ୍ରେସ…

ହ୍ବାଟ୍ସଆପ୍‌ ଷ୍ଟାଟସ୍‌ ଦେଇ ଜୀବନ ହାରିଲେ କଲେଜ ଛାତ୍ରୀ

ଆନନ୍ଦପୁର,୧୫ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରାଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆନନ୍ଦପୁର ଥାନା ଅଧୀନ ଫକିରପୁର ଅଞ୍ଚଳର ଏକ ଘରୋଇ ମହିଳା ମେସ୍‌ରେ ଜଣେ ଛାତ୍ରୀ ହ୍ବାଟ୍ସଆପ୍‌ରେ ଷ୍ଟାଟ୍‌ସ ଦେଇ ଓଢ଼ଣି ସହାୟତାରେ ଝୁଲିପଡ଼ିଥିବା ଜଣାପଡ଼ିଛି। ମୃତ…

୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଲା ଡିଜେ: ଚାଲିଗଲା ୨ ଜୀବନ, ୭ ଆହତ

ଭଦ୍ରକ/ତିହିଡ଼ି,୧୫ା୪(ସନାତନ ରାଉତ/ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ୍‌ ନୂଆନନ୍ଦ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ପାଟୁଆ ଶୋଭାଯାତ୍ରା ବେଳେ ଅଘଟଣ ଘଟିଛି। ଶୋଭାଯାତ୍ରାରେ ଆସୁଥିବା ଡିଜେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ୨ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାରେ ୭…

ବାଇକ୍‌କୁ ଚାପିଦେଲା ଟ୍ରକ୍‌: ୩ ମୃତ

ବଡ଼ଗାଁ,୧୫।୪: ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ମରିଚିମୁଣ୍ଡା ନିକଟରେ ମଙ୍ଗଳବାର ସକାଳୁ ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ୩ଜଣ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ବିରତୁଲା ଗ୍ରାମର ବୋଲି ସୂଚନା ମିଳିଛି। ମିଳିଥିବା…

ସରକାରୀ ନୋଟିସ ମୂଲ୍ୟହୀନ: କେନ୍ଦ୍ରାପଡ଼ାରେ ସର୍ବାଧିକ ବାଂଲାଦେଶୀ ଅନୁପ୍ରବେଶକାରୀ

କେନ୍ଦ୍ରାପଡ଼ା,୧୫ା୪ (ଜଗନ୍ନାଥ ଧଳ): ବାଂଲାଦେଶ ଓ କେନ୍ଦ୍ରାପଡ଼ା ଜିଲା ମଧ୍ୟରେ ଖୋଲାମେଲା ସମୁଦ୍ର। ଏହି ଦୂରତା ଅତିକ୍ରମ କରିବା ପାଇଁ ସି ସଟ୍‌ଲକୁ ମାତ୍ର ୮ ଘଣ୍ଟା ଆବଶ୍ୟକ। ତଟରକ୍ଷା ବାହିନୀ, ୩ ସାମୁଦ୍ରିକ ଥାନା ସତ୍ତ୍ୱେ ଅନୁପ୍ରବେଶ ରୋକି ହେଉନାହିଁ।…

ସ୍କୁଟି ବାଇକ୍‌ ଧକ୍କାରେ ଜଣେ ମୃତ, ୩ ଗୁରୁତର

ଆସିକା, ୧୪ା୪ (ସୁରେନ୍ଦ୍ର ନାଥ ସାହୁ): ଆସିକା-ଭଞ୍ଜନଗର ମୁଖ୍ୟ ରାସ୍ତାର ଆସିକା ଥାନା ଅନ୍ତର୍ଗତ ବାଲିସିରା ଛକ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ ବାଇକର ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିଲା ବେଳେ ଅନ୍ୟ…

ଭାଜପା ପକ୍ଷରୁ ସମ୍ବିଧାନ ପ୍ରଣେତାଙ୍କ ଜୟନ୍ତୀ

ପାଟଣା,୧୪ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଭାଜପା ତରଫରୁ ବ୍ଲକ୍‌ସ୍ତରୀୟ ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକର ଜୟନ୍ତୀ ଡୁମୁରିଆ ପଞ୍ଚାୟତ ନୂଆଗାଁରେ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗଦେଇ…

ବିଭିନ୍ନ ସ୍ଥାନରେ ହନୁମାନ ଜୟନ୍ତୀ

ପାଟଣା,୧୪ା୪(ବୀର କିଶୋର ଦାଶ): ମହା ବିଷୁବ ସଂକ୍ରାନ୍ତି, ଶ୍ରୀ ହନୁମାନ ଜୟନ୍ତୀ ଓ ଓଡ଼ିଆ ନବବର୍ଷ ସକାଶେ ସୋମବାର କେନ୍ଦୁଝର ଜିଲା ପାଟଣା ଅଞ୍ଚଳର ହନୁମାନ ମନ୍ଦିରଗୁଡ଼ିକରେ ଭକ୍ତଙ୍କ ସମାଗମ ହୋଇଛି। ପାଟଣା ବ୍ଲକ୍‌ ସ୍ବାମଛକ ହନୁମାନ ମନ୍ଦିରରେ ନୀତିକାନ୍ତିରେ ହନୁମାନ…

ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ

ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ ହୋଇଯାଇଛି। ଜିଲା ପ୍ରଶାସନ ଓ ନୂଆପଡା ପଞ୍ଚାୟତ ସମିତି ମିଳିତ ଆନୁକୂଲ୍ୟରେ ଏହା ଅନୁଷ୍ଠିତ…

ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଓଡିଶା ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ଶିକ୍ଷକ କଲ୍ୟାଣ ମହାସଂଘ ଭଞ୍ଜନଗର ଶାଖା,…

ଘରକୁ ଫେରୁଥିଲେ ଧକ୍କାଦେଲା ସ୍କୁଟି: ୩ ଗୁରୁତର

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ଖାରିଗୁଡା ନିକଟରେ ସୋମବାର ସାରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସ୍କୁଟିରେ ବସିଥିବା ଦୁଇଜଣ ଏବଂ ଜଣେ ପଥଚାରୀ ଗୁରୁତର ହୋଇଛନ୍ତି। ଆହତ ମାନେ ହେଲେ ବଞ୍ଜରଗାଁର ବିଶ୍ବମ୍ବର ପ୍ରଧାନ, ମୃତ୍ୟୁଞ୍ଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?