ଆମ ଜିଲା ଖବର

ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ

ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ ହୋଇଯାଇଛି। ଜିଲା ପ୍ରଶାସନ ଓ ନୂଆପଡା ପଞ୍ଚାୟତ ସମିତି ମିଳିତ ଆନୁକୂଲ୍ୟରେ ଏହା ଅନୁଷ୍ଠିତ…

ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଓଡିଶା ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ଶିକ୍ଷକ କଲ୍ୟାଣ ମହାସଂଘ ଭଞ୍ଜନଗର ଶାଖା,…

ଘରକୁ ଫେରୁଥିଲେ ଧକ୍କାଦେଲା ସ୍କୁଟି: ୩ ଗୁରୁତର

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ଖାରିଗୁଡା ନିକଟରେ ସୋମବାର ସାରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସ୍କୁଟିରେ ବସିଥିବା ଦୁଇଜଣ ଏବଂ ଜଣେ ପଥଚାରୀ ଗୁରୁତର ହୋଇଛନ୍ତି। ଆହତ ମାନେ ହେଲେ ବଞ୍ଜରଗାଁର ବିଶ୍ବମ୍ବର ପ୍ରଧାନ, ମୃତ୍ୟୁଞ୍ଜୟ…

ହନୁମାନ ଓ କରମସାନି ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ସୁକୁଡା ଗ୍ରାମରେ ନବର୍ନିମିତ ହନୁମାନ ମନ୍ଦିର ଓ କରମସାନି ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଆରମ୍ଭ ହୋଇଛି। ଏଥିରେ ପ୍ରଥମେ ପୂଜା ମଣ୍ଡପରେ ଶାଳା ସଂସ୍କାର, ଅଙ୍କୁରାରୋପଣ, ମଣ୍ଡଳ କରଣ, କଳସ ସ୍ଥାପନ…

ଶିଶୁ ସାହିତ୍ୟ ସଂସଦର କବିତା ପାଠୋତ୍ସବ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଭାରତୀ ଶିଶୁ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଓଡ଼ିଶାର ବରପୁତ୍ରମାନଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଏକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଶିଶୁ ସାହିତ୍ୟ ସଂସଦର ସଭାପତି ଛାତ୍ରୀ ଧରିତ୍ରୀ ରାଉତଙ୍କ ଅଧ୍ୟକ୍ଷତା…

ଏଣିକି ନିଜ ଲଢ଼େଇ ଲଢ଼ିବେ ଛାତ୍ରୀ

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଛାତ୍ରୀମାନଙ୍କ ନିମିତ୍ତ ଉଦ୍ଦିଷ୍ଟ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି। ପ୍ରଶିକ୍ଷିକା ଜ୍ୟୋତ୍ସ୍ନା ସାହୁ ଏହି ଶିବିରରେ ଭାଗନେଇ ଥିବା ମୋଟ ୧୦୦ ଜଣ ଛାତ୍ରୀଙ୍କୁ ତାଲିମ ପ୍ରଦାନ…

ଝିପିଝିପି ବର୍ଷାରେ ବିଦ୍ୟୁତ କାଟ: ଘଣ୍ଟାଘଣ୍ଟା ଧରି ଅନ୍ଧାରରେ ଅଞ୍ଚଳବାସୀ 

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ ): ସାମାନ୍ୟ ଝିପିଝିପି ବର୍ଷାରେ ଘଣ୍ଟାଘଣ୍ଟା ଧରି ବିଦ୍ୟୁତ୍‌ କାଟ। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଫିଡ଼ରରେ ଯୋଗାଣ ହେଉଥିବା ବିଦ୍ୟୁତ ସେବାରେ। ଉକ୍ତ ଫିଡର ଉପରେ ଶ୍ରାନିକେତା ପଞ୍ଚାୟତ ସମେତ…

‘ଆମ ରୁଚି ଆମ ଖାଦ୍ୟ’ ସମାରୋହ ପିଠାପଣା ଆମ ସଂସ୍କୃତିର ଏକ ଅଙ୍ଗ

ନୂଆପଡ଼ା,୧୪ା୪ (ମକାରୁ ବେମାଲ): ଖାଦ୍ୟ ପରମ୍ପରା ହେଉଛି ଆମ ଓଡ଼ିଆ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ। ଏହି ପରମ୍ପରାକୁ ବଜାୟ ରଖିବା ପାଇଁ ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ୍ରମେ ରବିବାର ନୂଆପଡା ଏନ୍‌ଏସି କାର୍ଯ୍ୟାଳୟଠାରେ ‘ଆମ ରୁଚି ଆମ ଖାଦ୍ୟ’…

ମହୋତ୍ସବର ଦ୍ୱିତୀୟ ଦିନ: ଚଳଚ୍ଚିତ୍ର ଦେଖିଲେ ୧୫ ଶହ ଛାତ୍ରୀଛାତ୍ର

ଭବାନୀପାଟଣା,୧୪ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନରେ ଚାଲିଥିବା ଅନ୍ତର୍ଜାତୀୟ ଶିଶୁ ଓ ଯୁବ ଚଳଚ୍ଚିତ୍ର ମହୋତ୍ସବ ସୋମବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଏହି ଅବସରରେ ସ୍ଥାନୀୟ ୱିଜ୍‌ଡମ ପାର୍କ ପରିସରରେ ଏକ କର୍ମଶାଳା…

ନୂଆପଡ଼ାରେ ଆମ୍ବେଡ଼କର ଜୟନ୍ତୀ

ନୂଆପଡ଼ା,୧୪ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସାପ୍ତାହିକ ବଜାର ପଡିଆଠାରେ ବାବା ସାହେବ ଆମ୍ବେଡ଼କର ଜୟନ୍ତୀ ପାଳିତ ହୋଇଯାଇଛି l ପର୍ଶୁରାମ ଅହିରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଓକିଲ ସଂଘ ପୂର୍ବତନ ଜିଲା ସଭାପତି ପ୍ରସନ୍ନ କୁମାର…

ଅଷ୍ଟଚଣ୍ଡୀ ପୀଠରେ ଝାମୁଯାତ୍ରା: ନିଆଁରେ ଚାଲିଲେ ବରୁଆ

ରିଷିଡ଼ା,୧୪ା୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟଚଣ୍ଡୀ ଶୈବଶକ୍ତି ପୀଠରେ ଝାମୁଯାତ୍ରା ଅବସରରେ ୯ଫୁଟର ଦୁଇଟି ନିଆଁ ଖନ୍ଦାରେ ବରୁଆ ଭକ୍ତ ଚାଲିବା ଦୃଶ୍ୟ ନିଆରା ଥିଲା। ମା’ଙ୍କୁ ପୂଜାର୍ଚ୍ଚନା ପରେ ମାନସିକଧାରୀ ଭକ୍ତ ଓ…

ଅନନ୍ୟ ଭାଇଚାରା: ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଲେ ଇମତିଆଜ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ଆଜି ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ । ବରଗଡ଼ ସମେତ ସବୁଠି ଉତ୍ସାହ, ଉଦ୍ଦୀପନା ସହକାରେ ଏହି ପର୍ବ ପାଳିତ ହେଉଛି । ହନୁମାନ ମନ୍ଦିର ତଥା ଶକ୍ତି ପୀଠରେ ପୂଜାର୍ଚ୍ଚନା ଚାଲିଛି। ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?