ଆମ ଜିଲା ଖବର

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ ହୋଇଉଠିଛି। ବଣଭୋଜି ପାଇଁ କେବଳ ଆଖପାଖରୁ ନୁହେଁ ଦୂରଦୂରାନ୍ତରୁ ମଧ୍ୟ ଦଳଦଳ ହୋଇ ବିଭିନ୍ନ…

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ପଶ୍ଚିମବଙ୍ଗ ପୋଲିସ ଅଇଁଠାପାଲି ଥାନା ପୋଲିସ ସହାୟତାରେ ତଦନ୍ତ କରି ଘଟଣାରେ…

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ-ସ୍ତ୍ରୀ ମୃତ, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଥିଲେ। ବର୍ତ୍ତମାନ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ସାରା…

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ ହୋଇଯାଇଛି । ବିଭିନ୍ନ ଦିବସର ୬ଟି ଅଧିବେଶନରେ ପ୍ରାୟ ୫୦ ହଜାରରୁ ଉର୍ଦ୍ଧ କର୍ମକର୍ତ୍ତା…

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର ପେଣ୍ଠସ୍ଥଳୀ । ରାତି ପାହିଲେ ହଜାର ହଜାର ଲୋକ ଏଠାକୁ ବିଭିନ୍ନ ସରକାରୀ ଓ…

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା ନୂଆବର୍ଷ ପୂର୍ବଦିନ ଏବଂ ଏବଂ ନୂଆ ବର୍ଷରେ ପୁରୀକୁ ଭକ୍ତଙ୍କ ସୁଅ ଛୁଟିଥାଏ ।…

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ ବନ୍ୟପ୍ରାଣୀ ଜଙ୍ଗଲ ଖାଦ୍ୟ ଅପେକ୍ଷା ଜଙ୍ଗଲ ବାହାର ଖାଦ୍ୟ ଅନେକ ସମୟରେ ପସନ୍ଦ କରୁଛନ୍ତି।…

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି କ୍ରମରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବହୁ ବରିଷ୍ଠ ନେତାଙ୍କୁ ଜିଲା ବିଜେଡି…

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌ ୪୦୪୦ ଜଣ ପରୀକ୍ଷାର୍ଥୀ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି। ଓଏସ୍‌ଏପି ବାଟାଲିୟନ ପଡ଼ିଆରେ ଏହି…

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ଘୋଷଣା ହୋଇଛିି। ଏହି ଉପଲକ୍ଷେ ବିଜେଡି ସୁପ୍ରିମୋ କଳାହାଣ୍ଡି ଜିଲା କେସିଙ୍ଗା ସହରର…

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ ନଥିବା ଦର୍ଶକଙ୍କ ଭିଡ଼ ଜମିଥିଲା। ନନ୍ଦରାଣୀ, ନନ୍ଦରାଜା ମେଲାଣୀ ଦେବା ପରେ ଶ୍ରୀକୃଷ୍ଣ, ବଲରାମ…

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ ଗାଁରେ ଦେଖାଯାଇଛି ଉତ୍କଣ୍ଠା ଓ ଉତ୍ସାହ। ରବିବାର ପୂର୍ବାହ୍ନରେ ବ୍ଲକ କାର୍ଯ୍ୟାଳୟ ପରିସର ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri