ଚିଚର୍ଲା ଉଦ୍ୟାନ ବିଭାଗରେ ନାହିଁ ପାଣି ସୁବିଧା: ଶ୍ରୀହୀନ ପଡ଼ିଛି ନର୍ସରି
କେସିଙ୍ଗା,୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁ ନିକଟରେ ଥିବା ଜାତୀୟ ରାଜପଥ ୨୬ ନିକଟରେ ଥିବା ଉଦ୍ୟାନ ବିଭାଗର ନର୍ସରି ଏବେ ଶ୍ରୀହୀନ ଅବସ୍ଥାରେ ରହିଥିବା ଦେଖିବାକୁ ମିଳିଛି। ଦୀର୍ଘ ବର୍ଷ ହେଲା…
ନାବାଳକ ଛାତ୍ରଙ୍କୁ ରାଗିଂ ଘଟଣା, ୨୦ ଦିନ ବିତିଯାଇଥିଲେ ସୁଦ୍ଧା ହୋଇନି କାର୍ଯ୍ୟାନୁଷ୍ଠାନ
ଦେବଗଡ,୪।୮(ଶଶାଙ୍କ ଶେଖର ଝାଙ୍କର): ଯୁକ୍ତଦୁଇ ଛାତ୍ରଙ୍କ ଦ୍ୱାରା ନବମ ଓ ଦଶମ ଶ୍ରେଣୀର ଛାତ୍ର ରାଗିଂର ଶିକାର ହୋଇଛନ୍ତି । ଛାତ୍ର ଆହତ ହୋଇଥିବା ଘଟଣାରେ ୨୦ ଦିନ ବିତିଥିଲେ ସୁଦ୍ଧା ସମସ୍ତେ ଚୁପ୍ ରହିଛନ୍ତି । ପୋଲିସ ମାମଲା ରୁଜୁ…
କଦଳୀ ଚାଷୀଙ୍କୁ ମିଳୁନି ସରକାରୀ ପ୍ରୋତ୍ସାହନ: ଶୀତଳ ଭଣ୍ଡାର ନିର୍ମାଣ ଦାବି
କେସିଙ୍ଗା,୪।୮(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗାଁରେ ପ୍ରାୟତଃ ଅଧିକାଂଶ ଲୋକ ଚାଷ ଉପରେ ସବୁବେଳେ ନିର୍ଭର କରନ୍ତି l ଏହି ଅଞ୍ଚଳ ରେତ ନଦୀ ପାର୍ଶବର୍ତ୍ତୀ ହୋଇଥିବାରୁ ପ୍ରାୟ ଚାଷୀମାନେ ପୂର୍ବରୁ ଧାନ ଚାଷ ଛଡା ବିଭିନ୍ନ ପ୍ରକାର…
ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍, ଜଣେ ଆହତ ବାଳକଙ୍କୁ…
ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ନିରାମୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଏକ୍ସପାୟାରୀ ମେଡିସିନ୍ ଦିଆଯାଇଥିବା ଅଭିଯୋଗ ହୋଇଛି । ଏଠାକୁ ଆସିଥିବା ଜଣେ ଆହତ ବାଳକଙ୍କୁ ସେଭଳି ମେଡିସିନ୍ ଦିଆଯିବା…
ଉପାନ୍ତ ଅଞ୍ଚଳରେ ନେଟ୍ଓ୍ବର୍କ ସମସ୍ୟା: ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଲୋକେ
ନୂଆପଡ଼ା,୪ା୮ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକର ଉପାନ୍ତ ଅଞ୍ଚଳ ଦେଓଦରା ପଞ୍ଚାୟତ ଓ ବୋଡେନ ବ୍ଲକ ନାଗପଡ଼ା ପଞ୍ଚାୟତର ଅଧିକାଂଶ ଗାଁର ଲୋକେ ମୌଳିକ ସୁବିଧାରୁ ବଞ୍ଚିତ ଅଛନ୍ତି। ନେଟ୍ଓ୍ବର୍କ ଏଠାରେ ପ୍ରମୁଖ ସମସ୍ୟା ହୋଇଛି। ସରକାରୀ ଯୋଜନା, ଡିଜିଟାଲ…
୬ଷ୍ଠ ନ୍ୟାସନାଲ ଆମେଚର କ୍ରୀଡା , ଓଡ଼ିଶାରୁ ମନୋନୀତ ହେଲେ ଦିଲ୍ଲୀପ
କଲ୍ୟାଣସିଂହପୁର,୪।୮(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସଲୀ ପଞ୍ଚାୟତର ନିୟମଗିରିର ଚାଟିକଣା ଗ୍ରାମରେ ଜନ୍ମ ହୋଇଥିବା ପ୍ରତିଭାବାନ୍ କବାଡି ଖେଳାଳି ଦିଲ୍ଲୀପ କୁମାର ପରିଡ଼ା ପୁଣି ଏକ ବଡ଼ ସଫଳତା ହାସଲ କରିଛନ୍ତି। ସ୍ୱର୍ଗତ କୁଳମଣି ପରିଡ଼ାଙ୍କ…
ଖର୍ଚ୍ଚ ବଢୁଛି, ଲାଭ ପାଉନାହାନ୍ତି ଚାଷୀ: ଆର୍ଥିକ ସ୍ଥିତି ଦିନକୁ ଦିନ ସଙ୍କଟାପନ୍ନ
ପଦ୍ମପୁର, ୪ା୮(ପ୍ରଦୀପ୍ତ ଦାଶ):କୃଷି କାର୍ଯ୍ୟରେ ବ୍ୟବହୃତ ବିଭିନ୍ନ ସାମଗ୍ରୀର ଅହେତୁକ ଦରବୃଦ୍ଧି ଏବଂ ସରକାରୀ ପ୍ରକ୍ରିୟାର ଜଟିଳତା ଯୋଗୁ ଅଞ୍ଚଳର ଚାଷୀମାନେ ଗୁରୁତର ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଚାଷ ପାଇଁ ଆବଶ୍ୟକ ମଜୁରି, ସାର, କୀଟନାଶକ, ଡିଜେଲ ଓ ଟ୍ରାକ୍ଟର ଭଡ଼ାରେ…
ସମସ୍ୟା ଅସମାହିତ, ତେଜୁଛି ଚାଷୀ ଅସନ୍ତୋଷ
ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ଅନ୍ୟପକ୍ଷରେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅନ୍ୟ ଜିଲାଠାରୁ ଅଧିକ। ଧାନ ବିକ୍ରି, ସାର ଓ କୀଟନାଶକ…
ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା
ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ ସୋମବାର ରାତିରେ ଚାରି ଜଣ ଦୁଇଟି ମଟର ସାଇକେଲରେ ଆସି ଡକାୟତି କରି…
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ: ରାଷ୍ଟ୍ରପତି
କଟକ,୪।୮(କାର୍ତ୍ତିକ ସାହୁ): ଶିକ୍ଷା କେବଳ ଜ୍ଞାନ ଅର୍ଜନର ମାଧ୍ୟମ ନୁହେଁ ବରଂ ବ୍ୟକ୍ତିତ୍ୱ ଗଠନ, ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ରର ସମୃଦ୍ଧ ଭବିଷ୍ୟତ ନିର୍ମାଣର ଭିତ୍ତିପ୍ରସ୍ତର ବା ମୂଳଦୁଆ ଅଟେ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମତବ୍ୟକ୍ତ କରିଛନ୍ତି । କଟକ…
ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍ ମାମଲାର ହେଲା ପର୍ଦ୍ଦାଫାଶ
ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ ଘଟିଥିବା ଦୁଇଟି ପୃଥକ ଲୁଟ୍ ମାମଲାରେ ପୋଲିସ ଦ୍ରୁତ ତଦନ୍ତ କରି ଅଭିଯୁକ୍ତଙ୍କୁ…
ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ
ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ ସେମାନଙ୍କୁ ମିଳୁଥିବା ଭତ୍ତା ରାଶି ଜମା ହୋଇ ନଥିବା କୁହାଯାଉ ଥିବାବେଳେ ଆଉ…

