ଆମ ଜିଲା ଖବର

ମିଳିଲା ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ

ଉଦଳା,୧୩।୪: ମୟୂରଭଞ୍ଜ ଜିଲା ଶାଳଖୁଣ୍ଟା ସ୍ଥିତ ଆଶ୍ରମ ବିଦ୍ୟାଳୟରୁ ରବିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ବିଦ୍ୟାଳୟରୁ ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଥିବା ସୂଚନା ମିଳିଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

୮ଟି ଶ୍ରେଣୀକୁ ୫ କୋଠରି, ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

କେସିଙ୍ଗା,୧୩ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଶିକ୍ଷାଦାନ କ୍ଷେତ୍ରରେ ବହୁ ଅବହେଳା ହେଉଛି। ଇତିମଧ୍ୟରେ ଗଣଶିକ୍ଷା ଓ ବିଦ୍ୟାଳୟ ମନ୍ତ୍ରୀ କେସିଙ୍ଗା ପରିଦର୍ଶନ ଆସି ଫେଇଯାଇଛନ୍ତି। ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷାଦେବା ଦିଗରେ ସରକାରୀ ସ୍କୁଲମାନଙ୍କରେ ଅନେକ ସୁବିଧା…

ହନୁମାନ ଜୟନ୍ତୀ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼କଡ଼ି: ନଜର ରଖିବ ୪୦ ଡ୍ରୋନ, ୬୦୦ ସିସିଟିଭି

ଭୁବନେଶ୍ୱର,୧୩।୪: ସୋମବାର ପବିତ୍ର ପଣା ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ। ଏନେଇ ସବୁଠି ଉତ୍ସବ ମୁଖର। ଶାନ୍ତି ଶୃଙ୍ଖଳାର ସହ କିପରି ହନୁମାନ ଜୟନ୍ତୀ ପାଳନ କରାଯିବ ସେନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏପରି କି ହନୁମାନ…

ମେରୁଯାତ୍ରାରେ ଭକ୍ତଙ୍କ ଅସମ୍ଭାଳ ଭିଡ଼

ଭଞ୍ଜନଗର,୧୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ରବିବାର ମାସନ୍ତ ମେରୁ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହିଭଳି ଭଞ୍ଜନଗର ଅଞ୍ଚଳର ପ୍ରସିଦ୍ଧ ଗାଲେରୀ ଦଣ୍ଡନାଚ ଆଜି ସରିଛି। ପୁଣି ଏକ ବର୍ଷ ପରେ ଦଣ୍ଡ ନାଚ ହେବ। ଗାଲେରୀ ମାସନ୍ତ ମେରୁଯାତ୍ରାର…

ବିଶ୍ୱ ପ୍ରସିଦ୍ଧ ଚନ୍ଦନେଶ୍ୱରଜୀଉଙ୍କ ପାଟ ଉତ୍ସବ: ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ

ଭୋଗରାଇ,୧୩ା୪(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱ ପ୍ରସିଦ୍ଧ ଚୈତ୍ର ଚଡ଼କ ମେଳା ରବିବାର ପ୍ରତିକୂଳ ପାଗ ସତ୍ତ୍ୱେ ଧର୍ମୀୟ ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ସମାପନ ହୋଇଛି। ଚଳିତ ବର୍ଷ ଦୀର୍ଘ ୧୪ ଦିନ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଆକ୍ରମଣ, ଗାଁରେ ପୂରାଇ ଦେଲେନି ସ୍ଥାନୀୟ ବିଧାୟକ!

ଧର୍ମଶାଳା,୧୩।୪: ଯାଜପୁର ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରକୁ ଦୁର୍ବୁତ୍ତ ଆକ୍ରମଣ କରିଛନ୍ତି। ଆରୁହା ଗାଁରେ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଏହି ଆକ୍ରମଣ ହୋଇଥିବା ସୂଚନା ମିଳିଛି। ପ୍ରାରମ୍ଭିକ ରିପୋର୍ଟ ଅନୁଯାୟୀ, ସ୍ୱାଧୀନ ବିଧାୟକ ହିମାଂଶୁ ସାହୁଙ୍କ…

ହାତଗୋଡ଼ ବାନ୍ଧି ପୋଷ୍ଟମାଷ୍ଟରଙ୍କୁ ଘରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ ୫ ଲକ୍ଷ ଟଙ୍କା

ସୋର,୧୩ା୪(ଜନ୍ମେଜୟ ମିଶ୍ର): ସୋର ଥାନା ଅନ୍ତର୍ଗତ ଟେଣ୍ଟେଇ ଗ୍ରାମର ପୋଷ୍ଟମାଷ୍ଟର ବଟକୃଷ୍ଣ ମଲିକଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା, ୫ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା ନେଇ ସୋର ଥାନାରେ ଅଭିଯୋଗ ହୋଇଛି। ବିଳମ୍ବିତ ରାତିରେ ପରିବାର ଲୋକେ ଶୋଇଥିବବେଳେ…

ଗୋଦାମରେ ଲାଗିଲା ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୧୩ା୪(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁରର ବଡ଼ବଜାର ଥାନା ବାଛୁବାରୀ ସାହିରେ ରବିବାର ଭୋର୍‌ରୁ ଏକ ପନିପରିବା ଟ୍ରେ’ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ଖବର ମିଳିବା ପରେ ବ୍ରହ୍ମପୁର ଅଗ୍ନିଶମ ବିଭାଗ ପକ୍ଷରୁ ଯାଇ ନିଆଁକୁ ଆୟତ୍ତ କରାଯାଇଛି। ଏ…

ମାଡ଼ି ଆସୁଛି କି ମହାବିପତ୍ତି! ଚିଲ ନେଇଗଲା ଶ୍ରୀମନ୍ଦିର ନେତ, ଭାଇରାଲ ହେଉଛି ଭିଡିଓ…

ପୁରୀ,୧୩ା୪: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଏକ ଚିଲ ଥଣ୍ଟରେ ବାନା ପରି ଦିଶୁଥିବା କପଡ଼ା ଧରି ଉଡ଼ୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓ ଦେଖିବା ପରେ ଭକ୍ତମାନେ ଭୟଭୀତ ହୋଇଯାଇଛନ୍ତି। ଶନିବାର ସନ୍ଧ୍ୟାରେ ଶ୍ରୀମନ୍ଦିର ଉପରେ ଚୂନରା ସେବକମାନେ…

ଲଚ୍ଛମନ ବାଲାଜୀ ହନୁମାନ ମନ୍ଦିରରେ ନବାହ୍ନ ପାରାୟଣ

ଗଞ୍ଜାମ,୧୩।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ପ୍ରମୁଖ ସହର ହେଉଛି ଗଞ୍ଜାମ ସହର। ଏଠାରେ ବାର ମାସରେ ତେର ପର୍ବ । ଏଥିପାଇଁ ଗଞ୍ଜାମ ସହରକୁ ଧାର୍ମିକ ସହର ବୋଲି ବିବେଚନା କରାଯାଏ। ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ…

ଗେମିଂ ଆପ୍‌ରେ ଲୋକଙ୍କୁ ଖେଳାଇ ଟଙ୍କା ହଡ଼ପ: ଜଣଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର,୧୩ା୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀରରେ ଗେମିଂ ଆପ୍‌ରେ ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଗେମିଂ ଆପ୍ଲିକେଶନରେ ଲୋକଙ୍କୁ ଖେଳାଇ ଟଙ୍କା ହଡ଼ପ କରାଯିବା ଅଭିଯୋଗରେ ଜିଲାର ସଇଁତଳା ଅଞ୍ଚଳର ଜଣେ ଯୁବକଙ୍କୁ ସାଇବର ସେଲ୍‌ ପକ୍ଷରୁ ଗିରଫ କରାଯାଇଛି।…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା କପଡା ଦୋକାନ

କୁଚିଣ୍ଡା,୧୩୪(ବିରଞ୍ଚି ଦର୍କା): ସମ୍ବଲପୁର ଜିଲ୍ଲା କୁଚିଣ୍ଡା ସହରର ପୁରୁଣା ବସଷ୍ଟାଣ୍ଡ ନିକଟରେ ଥିବା ହରିନାରାୟଣ ମାର୍କେଟ କମ୍ପ୍ଲେକ୍ସର ତୃତୀୟ ମହଲାରେ ନିଆଁ ଲାଗି କ୍ୱାଲିଟି କଲେକ୍ସନ ନାମକ କପଡା ଦୋକାନଟି ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି। ୩ଟି ଦମକଳ ଗାଡି ସହାୟତାରେ ଅଗ୍ନିଶମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?