ଆମ ଜିଲା ଖବର

ଚିକିତ୍ସା ସମୟରେ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ, ଚିହ୍ନଟ ପାଇଁ ସୁଙ୍କି ପୋଲିସ ପଠାଇଲା ଜିଲା ମେଡ଼ିକାଲ କଲେଜ

ପଟ୍ଟାଙ୍ଗି,୧୨।୪,(ଶରତ କୁମାର ଧଳ): କୋରାପୁଟ ଜିଲା ସୁଙ୍କି ଥାନା ଅନ୍ତର୍ଗତ ସ୍ବାସ୍ଥ୍ୟ କେନ୍ଦ୍ର ନିକଟରେ ରହିଥିବା ବରଗଛ ମୂଳେ ଅଚେତ ଅବସ୍ଥାରେ ପଡି ରହିଥିବା ଜଣେ ଅଜଣା ବ୍ୟକ୍ତିଙ୍କ ଚିକିତ୍ସା ସମୟରେ ମୃତ୍ୟୁ ଘଟିଛି । ଏହାପରେ ମୃତକଙ୍କୁ ଚିହ୍ନଟ କରିବା…

ଅଚାନକ ଦେଓମାଳି ଗସ୍ତ କରି ପରିବେଶ ସ୍ବଚ୍ଛତା ନେଇ ତଦାରଖ କଲେ ଜିଲାପାଳ-ଆରକ୍ଷୀ ଅଧିକ୍ଷକ

ପଟ୍ଟାଙ୍ଗି,୧୨।୪,(ଶରତ କୁମାର ଧଳ): କୋରାପୁଟ ଜିଲା ତଥା ରାଜ୍ୟର ପରିଚୟ ଭାବେ ପରିଚିତ ସର୍ବବୃହତ ପର୍ବତ ତଥା ପର୍ଯ୍ୟଟନ ସ୍ଥଳୀ ଦେଓମାଳି କିପରି ସୁରକ୍ଷିତ ରହିବା ସହ ସ୍ବଚ୍ଛତା ବଜାୟ ରହିବ, ସେନେଇ କୋରାପୁଟ ଜିଲ୍ଲା ପ୍ରଶାସନ ତଥା ଜିଲାପାଳ ଭି…

ଯନ୍ତ୍ରୀଙ୍କ ପୈତୃକ ବାସଭବନରେ ଭିଜିଲାନ୍ସ ଚଢାଉ

ଆସିକା, ୧୨ା୪ (ସୁରେନ୍ଦ୍ର ନାଥ ସାହୁ) : ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର କାର୍ଯ୍ୟନିର୍ବାହୀ ସହକାରୀ ଯନ୍ତ୍ରୀ ପବିତ୍ର ମୋହନ ପାଣିଗ୍ରାହୀଙ୍କ ଆସିକା ତାଲୁକାରୋଡ଼ସ୍ଥିତ ପୈତୃକ ବାସଭବନ ଉପରେ ଶନିବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ବ୍ରହ୍ମପୁର ଭିଜିଲାନ୍ସ ବିଭାଗ…

ବେଆଇନ ନିଶା କାରବାର ନେଇ କାଉନ୍‌ସିଲରଙ୍କ ଅଭିଯୋଗ, ଅବକାରୀ ବିଭାଗ- ଗଞ୍ଜାମ ପୋଲିସର ଚଢ଼ାଉ

ଗଞ୍ଜାମ,୧୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ନିଶା କାରବାର ବୃଦ୍ଧି ପାଇଥିବା ନେଇ ସ୍ଥାନୀୟ କିଛି କାଉନ୍‌ସିଲର ଶୁକ୍ରବାର ସାରେ ଗଞ୍ଜାମ ଥାନାରେ ଅଭିଯୋଗ କରିଥିଲେ l ଅଭିଯୋଗ ଆଧାରରେ ଶନିବାର ଗଞ୍ଜାମ ଥାନା ପୋଲିସ ଓ ଅବକାରୀ…

ସ୍ବୀକୃତି ନୁହେଁ, କୃତି ପଛରେ ଦୌଡ଼ିଲେ ସଫଳତା ମିଳେ ଯୁବ ଲେଖକ ସମ୍ମିଳନୀ

ନୂଆପଡ଼ା,୧୨ା୪ (ମକାରୁ ବେମାଲ)-ସ୍ଥାନୀୟ ନ୍ୟାଶନାଲ କଲେଜଠାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଜିଲାସ୍ତରୀୟ ଯୁବ ଲେଖକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିଲେ। ସେ ତାଙ୍କ ବକ୍ତବ୍ୟରେ ସ୍ବୀକୃତି…

ପାଟଣାରେ କାଳବୈଶାଖୀର ତାଣ୍ଡବ: ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼ରେ ଉପୁଡ଼ିଲା ଗଛ, ଯାତାୟତ-ବିଦ୍ୟୁତ ସେବା ବାଧାପ୍ରାପ୍ତ

ପାଟଣା ,୧୨।୪(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାରେ ତୁହାକୁ ତୁହା ଘଡ଼ଘଡି, ପବନ ସାଙ୍ଗକୁ କୁଆ ପଥର ବର୍ଷା ପବନ ଲାଗି ରହିଛି। ପବନ ଯୋଗୁ ବିଭିନ୍ନ ସ୍ଥାନରେ…

ଆନ୍ତର୍ଜାତୀୟ ଶିଶୁ ଚଳଚ୍ଚିତ୍ର ମହୋତ୍ସବ: ପ୍ରଦର୍ଶିତ ହେବ ୧୫ ଦେଶର ଚଳଚ୍ଚିତ୍ର

ଭବାନୀପାଟଣା,୧୨।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁଶନ କନ୍‌ଫରେନ୍ସ ହଲରେ ରବିବାର ଏପ୍ରିଲ ୧୩ ତାରିଖରୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ୧୧ତମ ଆନ୍ତର୍ଜାତୀୟ ଶିଶୁ/ଯୁବ ଚଳଚ୍ଚିତ୍ର ମହୋତ୍ସବ(ସିଫସି)…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ୧୪ ଲକ୍ଷ ଠକେଇ ଘଟଣା ଗୁଜରାଟରୁ ଦୁଇ ସାଇବର ଠକ ଗିରଫ

ବ୍ରହ୍ମପୁର,୧୨ା୪: (ସୁବାସ ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କୁ ଗତ ଫେବୃଆରୀ ମାସରେ ଡିଜିଟାଲ ଆରେଷ୍ଟ ଭୟ ଦେଖାଇ ସାଇବର ଗ୍ୟାଙ୍ଗ ୧୪ ଲକ୍ଷ ଟଙ୍କା ନେଇଯାଇଥିଲେ। ଏନେଇ କୁଳପତିଙ୍କ ଅଭିଯୋଗକ୍ରମେ ବ୍ରହ୍ମପୁର ଏସ୍‌ପିଙ୍କ ତତ୍ତ୍ୱାବଧାନରେ ଏକ ଟିମ୍‌…

ଶିକୁଳାରେ ଟିକିନା ମହାପାତ୍ର ହତ୍ୟା ମାମଲା: ୨ଜଣଙ୍କୁ ବାନ୍ଧିଲା ପୋଲିସ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର

ପୁରୁଷୋତ୍ତମପୁର,୧୨।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଗତମାସ ୨୮ତାରିଖ ରାତିରେ ଟିକିନା ଓରଫ ଦୁଷ୍ମନ୍ତ ମହାପାତ୍ରଙ୍କୁ ବୀଭତ୍ସ ଭାବେ ହାଣି ହତ୍ୟା କରାଯାଇଥିଲା। ଏହାକୁ ନେଇ ପୋଲିସ ମାମଲା ନଂ ୨୪୦/୨୫ ପ୍ରକାରେ ଦୁଇ ଅଭିଯୁକ୍ତଙ୍କୁ…

ବିଜୁଳି, ଘଡଘଡି ସହ ଛେଚୁଛି ବର୍ଷା

ଦାରିଙ୍ଗବାଡ଼ି,୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନଠାରୁ ବର୍ଷା ଲାଗିରହିଛି। ଅଦିନିଆ ବର୍ଷା ଯୋଗୁଁ ଅସହ୍ୟ ତାତିରୁ ସାମାନ୍ୟ ଆସ୍ବସ୍ତି ମିଳିଛି। ପ୍ରକାଶ ଯେ, ଅପରାହ୍ନଠାରୁ ପାଗ ମେଘୁଆ ରହିବା ସହ ଧୀରେଧୀରେ ପାଗରେ ସମ୍ପୂର୍ଣ୍ଣ…

ଭିଷ୍ମଗିରୀ କଲେଜରେ ଓଡ଼ିଆ ପକ୍ଷ ପାଳନ: ପାରମ୍ପରିକ ଓଡ଼ିଆ ଖାଦ୍ୟ ପ୍ରଦର୍ଶିତ

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭିଷ୍ମଗିରୀ ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଶନିବାର ଓଡ଼ିଆ ପକ୍ଷ ପାଳନ ଅବସରରେ ପାରମ୍ପରିକ ଖାଦ୍ୟ ପ୍ରଦର୍ଶନ ସହ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଓଡ଼ିଶାର ବରପୁତ୍ର ମାନଙ୍କ ସ୍ମୃତିଚାରଣ…

ଜୟନାରାୟଣଙ୍କ ପୁଣି ବିସ୍ଫୋରକ ବୟାନ: ଗୋଟିଏ ହୁଇସିଲରେ ଭାଙ୍ଗିଯିବ ବିଜେଡି

ଭୁବନେଶ୍ୱର,୧୨।୪: ରାଜ୍ୟରେ ୱକ୍‌ଫ ଝଡ଼ ଥମିବାର ନାଁ ନେଉନାହିଁ। ବିଜେଡିର ଗୋଟିଏ ପରେ ଗୋଟିଏ ନେତା ମୁହଁ ଖୋଲିବା ଆରମ୍ଭ କରି ଦେଇଛନ୍ତି। ଏଭଳି ସ୍ଥିତିରେ ବିଜେଡି ଚର୍ଚ୍ଚାରେ ଏଣ୍ଟ୍ରି ମାରିଛନ୍ତି ଭାଜପାର ବରିଷ୍ଠ ନେତା ଜୟ ନାରାୟଣ ମିଶ୍ର। ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?