ଆମ ଜିଲା ଖବର

ସାଧାରଣ ଚଳଣି ସହ ସ୍ବାସ୍ଥ୍ୟ ଗଠନ ନେଇ ପାଠ ପଢାଇଲେ ଶିକ୍ଷକ, ଦିବ୍ୟାଙ୍ଗ ଓ ସାଧାରଣ ଛାତ୍ରୀଛାତ୍ରଙ୍କୁ ସମାନ ଶିକ୍ଷା ପ୍ରଦାନ ପାଇଁ ତାଲିମ

ଦାରିଙ୍ଗବାଡ଼ି, ୧୨।୪ (ଅରୁଣ ସାହୁ): ସାଧାରଣ ଚଳଣି ଓ ସ୍ବାସ୍ଥ୍ୟ ଗଠନ ରହିଥିବା ଛାତ୍ରୀଛାତ୍ରଙ୍କ ଭଳି ସହ ସମାନ ଦିବ୍ୟାଙ୍ଗ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟ ଶିକ୍ଷା ପ୍ରଦାନ କରାଯିବା। ଦିବ୍ୟାଙ୍ଗଙ୍କୁ ସେହି ସମାନ ଯୋଗଶିକ୍ଷା, ଖେଳକୁଦ, ପାଠ୍ୟରେ ସାହିତ୍ୟ, ବିଜ୍ଞାନ, ପରିବେଶ ବିଜ୍ଞାନ,…

କେଏସୟୁବି କଲେଜ, କୋର୍ସେରା ମଧ୍ୟରେ ଚୁକ୍ତି ଅନ୍‌ଲାଇନ ତାଲିମ ନେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ): ଅନ୍‌ଲାଇନରେ ପାଠ ପଢିବା ଏବଂ ଅନ୍‌ଲାଇନରେ ସାର୍ଟିଫିକେଟ ପାଇବା ପାଠ୍ୟକ୍ରମ ପ୍ରତି ଦିନକୁ ଦିନ ଆଗ୍ରହ ବଢୁଛି। ତେଣୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଉକ୍ତ ପାଠ୍ୟକ୍ରମ ପ୍ରତି ପ୍ରୋତ୍ସାହନ ମଧ୍ୟ ଯୋଗାଇ ଦେଉଛନ୍ତି। ଚଳିତ ବର୍ଷ…

ଚୈତ୍ର ମହୋତ୍ସବରେ ଦେବୀଙ୍କ ନଗର ପରିକ୍ରମା

ରିଷିଡ଼ା,୧୨ା୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟଚଣ୍ଡୀ ଶୈବଶକ୍ତି ପୀଠରେ ଚୈତ୍ର ମହୋତ୍ସବ ଆରମ୍ଭ ହୋଇଛି। ଶନିବାର ଦେବଦେବୀଙ୍କ ନିଶାଣ ବିରବାଦ୍ୟ ସହିତ ନଗର ପରିକ୍ରମା ଛତରଯାତ୍ରା ଆୟୋଜିତ ହୋଇଯାଇଛି। ଏହି ଅବସରରେ ଦେବୀ ବରୁଆମାନଙ୍କ…

ସାଇଡ୍‌ ଦେବାକୁ ଯାଇ ନିୟନ୍ତ୍ରଣ ହରାଇଲେ ଡ୍ରାଇଭର, ତପ୍ତପାଣି ଘାଟିରେ ବଡ଼ ଦୁର୍ଘଟଣାରୁ ବର୍ତ୍ତିଲେ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟି ରାସ୍ତାର ଏସ୍‌ ବୁଲାଣୀରେ ନାୟକ ଆଣ୍ଡ ନାୟକ ନାମକ ଏକ ଯାତ୍ରୀବାହୀ ବସ( ନଂ.ଓଆର ୦୫ ଏ ୟୁ -୪୯୬୯) ଶନିବାର ଅପରାହ୍ନ ପ୍ରାୟ…

ଗଞ୍ଜେଇ ଚାଲାଣ କରୁଥିଲେ, ୩ ଆଇଆର୍‌ବି ଯବାନଙ୍କୁ ବହିଷ୍କୃତ କଲେ ବୌଦ୍ଧ ଏସ୍‌ପି, ଗିରଫ ପରେ କୋର୍ଟଚାଲାଣ

ବୌଦ୍ଧ,୧୨।୪(ଅଜିତ କୁମାର ବାରିକ): ବୌଦ୍ଧ ଜିଲାର ମନମୁଣ୍ଡା ଥାନାରେ ମାଓବାଦୀ ଅପରେଶନ ପାଇଁ ବାରାକ୍‌ରେ ଆଇଆର୍‌ବି ଯବାନମାନେ ନିୟୋଜିତ ଥିଲେ। କିନ୍ତୁ ବାରାକରେ ଗଞ୍ଜେଇ ରଖି ଯବାନମାନେ ଚାଲାଣ କରୁଥିବା ଖବର ଏସ୍‌ପି ଜାଣିପାରିଥିଲେ। ଜିଲା ଆରକ୍ଷୀ ଅଧିକ୍ଷକ ଏହା ଜାଣିବା…

ମା’କୁ ବଳାତ୍କାର ଅଭିଯୋଗରେ ଜେଲ ଯାଇଥିଲେ ସାନ ଭାଇ: ନିର୍ଦୋଷରେ ଖଲାସର ୬ ମାସପରେ ପିଟିପିଟି ମାରିଦେଲେ ବଡ଼ ଭାଇ

ବେଗୁନିଆପଡ଼ା,୪।୧୨(ସୁଶାନ୍ତ କୁମାର ପଟ୍ଟନାୟକ): ଜେଲ ଫେରନ୍ତା ସାନ ଭାଇକୁ ପିଟିପିଟି ହତ୍ୟା କଲେ ବଡ଼ ଭାଇ। ପୂର୍ବରୁ ଜନ୍ମ କଲା ମା’କୁ ବଳାତ୍କାର ଅଭିଯୋଗରେ ଜେଲ ଯାଇଥିବା ସାନ ଭାଇକୁ ହତ୍ୟାକଲେ ବଡ଼ ଭାଇ। ତେବେ ବଳାତ୍କାର ଅଭିଯୋଗରେ ପ୍ରମାଣ ଅଭାବରୁ…

ଦୁଇଦିନ ପରେ ଶେଷ ହେବ ମା’ ଦଣ୍ଡକାଳୀଙ୍କ ପର୍ବ: ପୂଜା ପାଇଲେ ସୀତାରାମ ପୁରପୁଞ୍ଜା ….

ଗଞ୍ଜାମ,୧୨।୪(ବିଦ୍ୟାଧର ସାହୁ ): ଚୈତ୍ର ମାସରେ ମା’ ଦଣ୍ଡକାଳୀଙ୍କ ପର୍ବ ନିମନ୍ତେ ଉତ୍ସବ ମୁଖର ଗାଁରୁ ସହର। ଆଉ ଦୁଇଦିନ ପରେ ଶେଷ ହେବ ଜିଲା ପ୍ରସିଦ୍ଧ ମା’ ଦଣ୍ଡକାଳୀଙ୍କ ପର୍ବ। ଆସନ୍ତା ୧୪ ମେରୁ ସଂକ୍ରାନ୍ତିରେ ନିଜ ନିଜ ମନ୍ଦିରକୁ…

ବଜାର ଯାଉଥିଲେ ଦମ୍ପତି: ରାସ୍ତାରେ ଜଳିଗଲା ବାଇକ

ବାସୁଦେବପୁର,୧୨।୪: ଭଦ୍ରକ ଜିଲା ଧାମରା ବସ୍‌ ଷ୍ଟାଣ୍ଡ ନିକଟରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସ୍ତ୍ରୀ-ସ୍ବାମୀ ଏକ ବାଇକ୍‌ ଯୋଗେ କୌଣସି କାମରେ ବାସୁଦେବପୁର ବଜାର ଆସୁଥିଲେ। ହେଲେ ଧାମରା ବସ୍‌ ଷ୍ଟାଣ୍ଡ ନିକଟରେ ବାଇକ୍‌ଟି ହଠାତ୍‌ ହୁତୁହୁତୁ…

ଅଭାବନୀୟ: ବାପାଙ୍କୁ ହାଣିଲା ନାବାଳକ ପୁଅ, କଟକ ସ୍ଥାନାନ୍ତର ହେଲେ…

ବାଲେଶ୍ୱର, ୧୨।୪(ବାଞ୍ଛାନିଧି ଦେ): ପାରିବାରିକ କଳହରୁ ପରିବାର ମଧ୍ୟରେ ବୁଲିଲା ତେଲେଙ୍ଗା କଟୁରି । ବାପାଙ୍କୁ ହାଣିଲା ନାବାଳକ ପୁଅ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ବେଲବାରିଆ ଗ୍ରାମରେ। କୌଣସି କଥାକୁ କେନ୍ଦ୍ର କରି…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ହାଣିଲେ, ରାସ୍ତାରେ ପଡ଼ିଛି ରକ୍ତାକ୍ତ ମୃତଦେହ

ବଲାଙ୍ଗିର,୧୨।୪(ସୁନୀଲ କୁମାର ମହାନ୍ତି): ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଟାଙ୍ଗିଆରେ ହାଣି ବିଭତ୍ସ ହତ୍ୟା। ବଲାଙ୍ଗୀର ଜିଲା ଚିମିନିଭାଟି ପଡ଼ା ପ୍ରାଥମିକ ସ୍କୁଲ ନିକଟ ଜନଗହଳି ରାସ୍ତାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି l ହତ୍ୟାକାରୀ ଫେରାର ହୋଇଯାଇଥିବା ବେଳେ ପୋଲିସ ଟିମ୍‌…

ଗୋଟିଏ ଗାଡ଼ିକୁ ପିଛା କରୁଥିଲା ପାଟ୍ରୋଲିଂ ଗାଡ଼ି: ଆଗ ଗାଡ଼ିରୁ ଅବକାରୀ ଗାଡ଼ିକୁ ହେଲା ଗୁଳିମାଡ଼ , ପରେ ଫିଲ୍ମ ଷ୍ଟାଇଲରେ…

ସୁନ୍ଦରଗଡ,୧୨।୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଲେଫ୍ରିପଡା ଥାନା ଅନ୍ତର୍ଗତ ମଶାବିରା ରାସ୍ତାରେ ଶନିବାର ସକାଳେ ଅବକାରୀ ବିଭାଗର ଗାଡି ଉପରକୁ ଗୁଳି ମାଡ ହୋଇଛି। ଚୋରାମଦ ଚାଲାଣ କରୁଥିବା ସନ୍ଦେହରେ ଅବକାରୀ ବିଭାଗର ପାଟ୍ରୋଲିଂ ଗାଡି ଏକ ଗାଡିକୁ ପିଛା…

ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଉଛନ୍ତି ତାରାତାରିଣୀ: ଅଧରପଣା ପରେ  ସନ୍ତୁଷ୍ଟ ହୋଇ  ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୧୨।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବରରେ ଅନୁଷ୍ଠିତ ହୋଇଆସୁଥିବା ଚୈତ୍ରପର୍ବ ଶନିବାର ପବିତ୍ର ପୂର୍ଣ୍ଣମୀ ଅବସରରେ ଉଦ୍‌ଯାପିତ ହୋଇଛି। ମାସର ଏହି ଶେଷ ଦିନରେ ମା’ଙ୍କ ନିକଟରେ ଅଧରପଣା ଲାଗିହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?