ଆମ ଜିଲା ଖବର

ଭଞ୍ଜନଗର ବିଭିନ୍ନ ସ୍ଥାନରେ ଆୟୁଷ୍ମାନ ଭାରତ ଶୁଭାରମ୍ଭ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଭାରତ ସରକାରଙ୍କ ନେତୃତ୍ୱରେ ଚାଲିଥିବା ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀଙ୍କ ଜନ ଆରୋଗ୍ୟ ଯୋଜନା (ଏବିପିଏମଜେଏୱାଇ) ଏବଂ ଆମ ରାଜ୍ୟର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା (ଜିଜେଏୱାଇ) ଭାରତ ସରକାରଙ୍କ ଯୋଜନା ସହ ସଂଯୁକ୍ତ ହୋଇ ଶୁକ୍ରବାର ତାହା…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌.ଆଇ ଜଗବନ୍ଧୁ ବାର୍ଲା ଶୁକ୍ରବାର ଜରଡା ଗ୍ରାମର ପୀତବାସ ସେଠୀଙ୍କୁ ଗିରଫ କରି ବ୍ରହ୍ମପୁର ସ୍ଥିତ ଅତିରିକ୍ତ ଜିଲା ଦୌରା ଜଜ ତଥା ପୋକ୍ସ କୋର୍ଟକୁ ଚାଲାଣ…

ଦିଗପହଣ୍ଡିରେ ଶ୍ରୀରାମ ନବମୀ ଯାତ୍ରା ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି କମାସାହିଠାରେ ବିଜେ ଶ୍ରୀବାଲାଜୀ ଏବଂ ଠାକୁରାଣୀ ଛକରେ ବିଜେ ଶ୍ରୀ ରଘୁନାଥଙ୍କ ପବିତ୍ର ରାମନବମୀ ଯାତ୍ରା ମହୋତ୍ସବ ଶୁକ୍ରବାର ଉଦଯାପିତ ହୋଇଯାଇଛି। ଗତ ୬ ତାରିଖ ଠାରୁ ପ୍ରତ୍ୟହ ଉଭୟ ମନ୍ଦିରରେ ଶ୍ରୀରାମଙ୍କ ଜନ୍ମୋତ୍ସବ ବିହିତ…

କୃଷିପାରା କର୍ମଚାରୀଙ୍କ ପ୍ରଶିକ୍ଷଣ: ସଘନ ଚାଷ ସମ୍ପ୍ରସାରଣ ଅଭିଯାନ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୃଷି ଜିଲା କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସଭାଗୃହଠାରେ ଦିଗପହଣ୍ଡି, ସାନଖେମୁଣ୍ଡି ଓ କୁକୁଡ଼ାଖଣ୍ଡି ବ୍ଲକର କୃଷକ ସାଥୀ, ଗ୍ରାମ୍ୟ କୃଷି କର୍ମଚାରୀ ଓ ଉଦ୍ୟାନ କୃଷି ପାରା…

ଗଛ ପଡ଼ି ଚାଷୀ ଗୁରୁତର

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଝାଟିପିଟିଆ ଗ୍ରାମ ନିକଟ ଚାଷ ଜମିରେ ଥିବା ଗୁହାରିଆ ଗଛ କାଟୁଥିବା ବେଳେ ଗଛ ଗଣ୍ଡି ପଡିଯିବାରୁ ଜଣେ ଚାଷୀ ଶୁକ୍ରବାର ସରେ ଗୁରୁତର ଆହତ ହୋଇଛନ୍ତି। ଆହାତ ଚାଷୀ ଜଣକ…

ଆୟୁଷ୍ମାନ୍‌ ଭାରତ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ

ଥୁଆମୂଳ ରାମପୁର,୧୧ା୪ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ତରଫରୁ ଅଡ୍ରି ଗ୍ରାମସ୍ଥିତ ଆୟୁଷ୍ମାନ୍‌ ଆରୋଗ୍ୟ ମନ୍ଦିର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ଆୟୁଷ୍ମାନ୍‌ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହୋଇଛି। ଡାକ୍ତର…

ଆୟୁଷ୍ମାନ୍‌ ଭାରତ ଯୋଜନା ଶୁଭାରମ୍ଭ

କର୍ଲାମୁଣ୍ଡା,୧୧ା୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଆୟୁଷ୍ମାନ୍‌ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଶୁଭାରମ୍ଭ ହୋଇଛି। ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଉପାଧ୍ୟକ୍ଷ…

ରକ୍ତ ଭଣ୍ଡାରରେ ରକ୍ତର ଅଭାବ: ଜନ୍ମ ଦିନରେ ମହାନତା ଦେଖାଇଲେ ସରପଞ୍ଚ ପ୍ରତିନିଧି

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁଁ ପଞ୍ଚାୟତ ସରପଞ୍ଚ ପ୍ରତିନିଧି ତଥା ବିଶିଷ୍ଟ ସାମାଜିକକର୍ମୀ ଚିତ୍ରସେନ ଗୌଡ଼ଙ୍କ ୩୯ ତମ ଜନ୍ମଦିନ ପାଳନ ଅବସରରେ ଶୁକ୍ରବାର ତାଙ୍କ ପୈତୃକ ଗ୍ରାମ ଗୋଲଣ୍ଡା ବହୁମୂଖୀ ବାତ୍ୟାଆଶ୍ରୟସ୍ଥଳୀରେ ଏକ…

ଯୁବ ଲେଖକ ସମ୍ମିଳନୀରେ ମତପ୍ରକାଶ: ଯୁବପିଢିଙ୍କ ଲେଖନୀ ମୁନରେ ସମୃଦ୍ଧ ହେବ ଓଡ଼ିଆ ଭାଷା ସାହିତ୍ୟ

ବରଗଡ,୧୧।୪(ପ୍ରେମାନନ୍ଦ ଖମାରୀ): ଭଲ କାହାଣୀ, ଭଲ ନାଟକ ଏବଂ ଭଲ କବିତା ଦ୍ଵାରା ଓଡ଼ିଆ ଭାଷା ତିଷ୍ଠି ରହିପାରିବ । ଯୁବପିଢ଼ିଙ୍କ ମଧ୍ୟରେ ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଧିମନ୍ତ କରିବାର ଗୁରୁ ଦାୟିତ୍ଵ ରହିଛି । ସେମାନଙ୍କ ଲେଖନୀ ମୁନରେ ହିଁ…

କାଳବୈଶାଖୀ ପ୍ରଭାବରେ ବର୍ଷା: ଲିଭିଲା ଜଙ୍ଗଲ ନିଆଁ

ମାଲକାନଗିରି,୧୧।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କକାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ବନାଞ୍ଚଳରେ ଜଙ୍ଗଲରେ ଲାଗିଥିବା ନିଆଁ ଲିଭିଯାଇଛି । ଫଳରେ ବନ କର୍ମଚାରୀ ଏବଂ କ୍ଷେତ୍ର କର୍ମଚାରୀ ମାନେ ଆଶ୍ୱସ୍ତ ଲାଭ କରିଛନ୍ତି।…

ଦଣ୍ଡଯାତ୍ରାରେ ଜଙ୍ଗଲ ସୁରକ୍ଷା ବର୍ତ୍ତା

ବାଲିଗୁଡ଼ା,୧୧ା୪ (ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ମା’ ଦକ୍ଷିଣକାଳୀ ଦଣ୍ଡନୃତ୍ୟ କମିଟି ପକ୍ଷରୁ ବିଭିନ୍ନ ୱାର୍ଡର କାମନାକାରୀଙ୍କ ଘରକୁ ମା’ ବିରାଜମାନ କରି ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଛି। ଏହି ପୁରାତନ ଦଣ୍ଡନାଚ ଦେଖିବାକୁ ଦର୍ଶକଙ୍କ ଭିଡ଼ ଜମୁଛି। ଦିନ ଦ୍ୱିପ୍ରହରରେ ଧୂଳିଦଣ୍ଡ…

ସ୍ବାସ୍ଥ୍ୟ କାର୍ଡ ଦାବି କଲେ ହସ୍ପିଟାଲ କର୍ମଚାରୀ

ଛତ୍ରପୁର,୧୧ା୪(ସନ୍ତୋଷ ପାଢ଼ୀ): ସରକାରୀ କର୍ମଚାରୀଙ୍କୁ କ୍ୟାଶଲେସ୍‌ ସ୍ବାସ୍ଥ୍ୟ ବୀମାରେ ସାମିଲ ସହ ପୁରୁଣା ହାରରେ ପେନସନ ପ୍ରଦାନ କରିବାକୁ ଛତ୍ରପୁର ହସ୍ପିଟାଲର କର୍ମଚାରୀମାନେ ଦାବି କରିଛନ୍ତି। ଶୁକ୍ରବାର ହସ୍ପିଟାଲର ସରକାରୀ କର୍ମଚାରୀମାନେ ପ୍ଲାକାର୍ଡ ଧରି ଦାବି ଉପସ୍ଥାପନ କରିଥିଲେ। ସରକାର ଓଡ଼ିଶାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?