ମୋହନାରେ ନୂତନ ଥାନା ଅଧିକାରୀ
ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ ବସନ୍ତ ସେଠୀଙ୍କୁ ଗୁରାଣ୍ଡି ଥାନାକୁ ବଦଳି ହୋଇଛି। ପାତ୍ର ଗଞ୍ଜାମ ଜିଲା ଖଲିକୋଟ,…
କିଡ୍ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍
ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ ପରେ କିଡ୍ନୀ ଓ ହାର୍ଟ ଦାନକରି ଅମର ହୋଇଛନ୍ତି। ମୃତ୍ୟୁ ପରେ ପରିବାର…
୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା
ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା ସହାୟତାରେ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ…
ଏଣିକି ନିଜ ଲଢ଼େଇ ନିଜର
ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମରେ କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡଙ୍ଗୀ ଅତିଥି ଭାବେ ଯୋଗଦେଇ…
ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ
ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫ ଫୁଟ୍ ଗାତରେ ପାଇପ୍ ଖଞ୍ଜା କାମ ସମୟରେ ମାଟି ଅତଡ଼ା ଖସି ଜଣେ…
ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…
ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨ ପରୀକ୍ଷାର୍ଥୀ ସୁଭଦ୍ରା କିର୍ସାନୀ ଓ ସାମୁଏଲ ପାଙ୍ଗୀ ପରୀକ୍ଷା…
ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ ସ୍ବାସ୍ଥ୍ୟ ପ୍ରତି ମଧ୍ୟ ଗୁରୁତ୍ୱ…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ
ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ ରହିଥିବା ବିରାଟକାୟ ଗଛରେ ନିଜ ପ୍ରଚାର ପ୍ରସାର ପାଇଁ ବ୍ୟାନର, ପୋଷ୍ଟରଗୁଡିକୁ ଗଛରେ…
ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ
ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି ପଞ୍ଚାୟତକୁ ମିଶ୍ରଣ କରିବା ପାଇଁ ରାଜ୍ୟ ସରକାର ତଥା ଜିଲା ପ୍ରଶାସନର ମନମୁଖୀ…
ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ ବନ୍ୟା ପରିଚାଳନାକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି।…
୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ
କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅନ୍ତର୍ଗତ ଭାଟିମୁଣ୍ଡା ଗ୍ରାମପଞ୍ଚାୟତର ପିଇଓ ଭରତ ଭୂଷଣ ମିଶ୍ରଙ୍କୁ ଲାଞ୍ଚ…
ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ଗତବର୍ଷ ତୁଳନାରେ ୨୦୨୬-୨୭ ଆର୍ଥିକ ବର୍ଷ…
Archives


