ଆମ ଜିଲା ଖବର

‘ଜାତୀୟ ଶିକ୍ଷାନୀତି’ ସମ୍ପର୍କିତ ଆଲୋଚନା ଚକ୍ର

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭିଷ୍ମଗିରୀ ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ଶିକ୍ଷା ବିଭାଗ ପକ୍ଷରୁ ” ଜାତୀୟ ଶିକ୍ଷାନୀତି ୨୦୨୦ ଏକ ଆହ୍ବାନ “ବିଷୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ…

ନିଜକୁ ନିଜେ ସୁରକ୍ଷା ଦେବାରେ ସିଦ୍ଧହସ୍ତ ହେବେ ଛାତ୍ରୀ: ଆତ୍ମସୁରକ୍ଷା ତାଲିମ ଶିବିର ଉଦଯାପିତ

ଦାରିଙ୍ଗବାଡି, ୧୦।୪ (ଅରୁଣ ସାହୁ )- କଲେଜ ପଢିବା ଛାତ୍ରୀମାନେ ନିଜ ସୁରକ୍ଷାକୁ କିଭଳି ସୁଦୃଢ଼ କରିବେ ସାମାଜିଜ ସୁରକ୍ଷା ପାଇଁ ସେମାନଙ୍କୁ ରାଜ୍ୟ ସରକାର ତାଲିମ ପ୍ରଦାନ କରୁଛନ୍ତି। ପ୍ରକାଶ ଯେ, କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ…

ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର: ଜେଲ ଗଲେ ଅଭିଯୁକ୍ତ

ଜୟପୁର,୧୦।୪(ପବନ ପାଣିଗ୍ରାହୀ): ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ପ୍ରତାରଣା କରିଥିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ବୈପାରୀଗୁଡ଼ା ପାଣ୍ଡିରପାଣି ଗ୍ରାମର ସୁରେନ୍ଦ୍ର ନାୟକ(୨୫)। ମିଳିଥିବା ସୂଚନା ମୁତାବକ, ସୁରେନ୍ଦ୍ରଳ ନାବାଳିକାଙ୍କୁ ବିବାହର ପ୍ରଲୋଭନ…

ସିମନବାଡ଼ି-ବାଡାବାଙ୍ଗାରେ ଦଣ୍ଡନାଚ: ଦର୍ଶକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୧୦ା୪(ଅରୁଣ ସାହୁ): ଚୈତ୍ର ମାସରେ ଚାରିଆଡ଼େ ଦଣ୍ଡନାଚ ପାଇଁ ଏକ ପ୍ରକାର ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଏହି ପ୍ରରିପ୍ରେକ୍ଷୀ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଧ୍ୟ ପ୍ରତିଦିନ ଗାଁ ଗାଁରେ ଏହି ଦଣ୍ଡନାଚ ଚାଲିଛି। ଏହି ଅବସରରେ ଗୁରୁବାର…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ୍‌ରେ ଦେଲେ ଯୋଗ

କେନ୍ଦୁଝର,୧୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରଠାରୁ ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୧୦.୪୦ରେ ରିଜର୍ଭ ପୋଲିସ ଗ୍ରାଉଣ୍ଡଠାରେ ପହଞ୍ଚି ସେଠାରୁ ଦିନ ୧୧ ଟାରେ ହ୍ୟାଣ୍ଡବଲ ଷ୍ଟାଡିୟମ…

ଓଡ଼ିଆ ପକ୍ଷ ପାଳନରେ ସମ୍ବର୍ଦ୍ଧିତ ହେଲେ ୧୩ କଳାକାର

ପାଟଣା,୧୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭା ଗୃହରେ ଗୁରୁବାର ଓଡ଼ିଆ ପକ୍ଷ ଉପଲକ୍ଷେ ଲୋକକଳା ପାଇଁ ଦିନ ଟିଏ କାର୍ଯ୍ୟ କ୍ରମରେ ବ୍ଲକର ଜଣାଶୁଣା ୧୩ଜଣ କଳାକାରଙ୍କୁ ମାନପତ୍ର, ପୁଷ୍ପଗୁଚ୍ଛ,ଅଙ୍ଗ ବସ୍ତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଛି। ଆୟୋଜିତ ସଭା…

ଶାଶୁଶ୍ୱଶୁରଙ୍କୁ ମାଡ଼ ମାରି ୫ ବର୍ଷର ପୁଅଙ୍କୁ ଅପହରଣ ଅଭିଯୋଗ, ସ୍ବାମୀଙ୍କ ନାଁରେ ଏତଲା ଦେଲେ ସ୍ତ୍ରୀ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ରାସ୍ତାର ଦଳିତ ସାହିରେ ଶାଶୁ,ଶ୍ୱଶୁର ଓ ସ୍ତ୍ରୀଙ୍କୁ ମାଡ଼ ମାରି ୫ ବର୍ଷର ପୁଅଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ସ୍ତ୍ରୀ ଶିବାନୀ ସେଠୀ ରାଣୀ ସାହିରେ ରହୁଥିବା ସ୍ବାମୀ…

ନୀଳାଦ୍ରିପୁରରେ ପାନୀୟ ଜଳ ସଙ୍କଟ, ବିଡିଓଙ୍କୁ ଦାବିପତ୍ର ଦେଲେ ଗ୍ରାମବାସୀ

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ପାନୀୟ ଜଳ ସମସ୍ୟା ଉଗ୍ରରୂପ ନେଲାଣି। ପାଣି ଟୋପାଏ ପାଇଁ ଡହଳବିକଳ ହେଉଛନ୍ତି ସମଗ୍ର ଗ୍ରାମବାସୀ। ବାଧ୍ୟ ହୋଇ ନଳକୂପ ପାଣି ବ୍ୟବହାର କରିବାକୁ ବାଧ୍ୟ ହୋଇଛନ୍ତି। ବର୍ତ୍ତମାନ…

ଚାଷଜମିରୁ ମିଳିଲା ନିଖୋଜ ଚାଷୀଙ୍କ ମୃତଦେହ

ଦିଗପହଣ୍ଡି,୧୦ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗୀ ପଞ୍ଚାୟତ ଗୁଣସାଗର ଗ୍ରାମ ନିକଟ ଚାଷଜମିରୁ ଗୁରୁବାର ସକାଳେ ଜଣେ ବୃଦ୍ଧ ଚାଷୀଙ୍କ ଗଳିତ ମୃତଦେହ ପାଟପୁର ପୋଲିସ ଉଦ୍ଧାର କରିଛି। ମୃତ ଚାଷୀ ଜଣକ ହେଲେ ଗୁଣସାଗର ଗ୍ରାମର…

ଶୁଭାରମ୍ଭ ଅପେକ୍ଷାରେ ‘ଆୟୁଷ୍ମାନ ଯୋଜନା’: ଉପକୃତ ହେବେ ହଜାର ହଜାର ହିତାଧିକାରୀ

ଦାରିଙ୍ଗବାଡ଼ି,୧୦ା୪(ଅରୁଣ ସାହୁ): ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା। ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକାର୍ପଣ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଯାହାକି ସ୍ବାସ୍ଥ୍ୟସେବାରେ ଲୋକମାନେ ଅନେକ ଉପକୃତ ହେବେ। ମୁଖ୍ୟମନ୍ତ୍ରୀ…

ନାବାଳିକା ଛାତ୍ରୀ ଅପହୃତ: ଘରୁ ବ୍ୟାଙ୍କ ଜମାଖାତା, ସାର୍ଟିଫିକେଟ୍‌ ସବୁ ଗାଏବ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୦ା୪(ଅଶେଷ ନାଥ ମିଶ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗ୍ରାମର ଜଣେ ନାବାଳିକା କଲେଜ ଛାତ୍ରୀଙ୍କୁ ଘରୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀ ଜଣକ ଏକ ସରକାରୀ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ବିଭାଗରେ…

ବଲାଙ୍ଗୀର ଭୀମଭୋଇ ହସ୍ପିଟାଲରୁ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର, ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ ସଂସ୍ଥାକୁ ପଠାଗଲା

ବଲାଙ୍ଗୀର, ୧୦।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ହୋଇଥିଲା। ଏହି ଘଟଣା ପ୍ରଘଟ ହେବାର କିଛି ଘଣ୍ଟା ପରେ ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ସଇଁତଲାରୁ ଉକ୍ତ ଶିଶୁପୁତ୍ରକୁ ପ୍ରଶାସନିକ ଟିମ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?