ଆମ ଜିଲା ଖବର

ବେଆଇନ ମହୁଲ ଫୁଲ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଅବକାରୀ ବିଭାଗର ଚାବୁକ

ଦାରିଙ୍ଗବାଡି,୯।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ମହୁଲ ଗୋଦାମରେ ଚଢ଼ାଉ କରି ପ୍ରାୟ ୫୦ ଛୋଟ ବଡ଼ ବସ୍ତାରେ ଭର୍ତ୍ତି ମହୁଲ ଫୁଲକୁ ଜବତ କରିଛି। ବିଭାଗ ଏହାର ଆନୁମାନିକ ମୂଲ୍ୟ…

ବଲାଙ୍ଗୀରରେ ଶିଶୁ ବିକ୍ରି, ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଡିଲ୍

ବଲାଙ୍ଗୀର,୯।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଏକ ନବଜାତ ଶିଶୁ ପୁତ୍ର ବିକ୍ରି ପାଇଁ ଡିଲ୍ ହୋଇଥିବା ଜଣାପଡିଛି। ଶିଶୁପୁତ୍ରକୁ ଟଙ୍କା ଦେଇ ଜଣେ ଦମ୍ପତି କିଣିଥିବା ଜଣାପଡିବା ପରେ ହଇଚଇ ସୃଷ୍ଟି ହୋଇଛି। ବଲାଙ୍ଗୀର ସହର…

ସରକାରୀ ଶିକ୍ଷାନୁଷ୍ଠାନରେ ନିର୍ଯାତନାର ଶିକାର ହେଉଛନ୍ତି ଛାତ୍ରୀଛାତ୍ର, ଶିକ୍ଷାମନ୍ତ୍ରୀ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଥିବା ବିଭିନ୍ନ ପ୍ରାଥମିକ ସ୍କୁଲଠାରୁ ହାଇ ସ୍କୁଲ ଯାଏ ବିଭିନ୍ନ ସ୍କୁଲରେ ଛାତ୍ରୀଛାତ୍ର ନିର୍ଯାତନାର ଶିକାର ହେଉଛନ୍ତି। ଶିକ୍ଷାକ୍ଷେତ୍ରରେ ସମସ୍ୟା ଦେଖା ଯାଉଛି। ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ…

ଅସହ୍ୟ ହେଲା ଋଣଭାର, ବିଷ ପିଇ ଜୀବନ ହାରିଲେ ଦମ୍ପତି

ପୁରୁଷୋତ୍ତମପୁର,୯ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ତଥା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ବେଢ଼ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଋଣଭାରରେ ଅସହ୍ୟ ହୋଇ ଦମ୍ପତି ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏହାକୁ ନେଇ ଗ୍ରାମରେ ଶୋକାକୁଳ…

କାଲିଠାରୁ ବରଗଡ଼ ଜିଲାରେ ସକାଳୁଆ ଅଫିସ, ହେବନି ମଧ୍ୟାହ୍ନଭୋଜନ ବିରତି

ବରଗଡ଼,୯ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଆସନ୍ତା ୧୦ତାରିଖ ଅର୍ଥାତ୍‌ ଗୁରୁବାରରୁ ସମସ୍ତ ସରକାରୀ ଅଫିସରେ ସକାଳୁଆ କାର୍ଯ୍ୟ ଚାଲିବ। ସକାଳ ୭ଟାରୁ ସରକାରୀ ଅଫିସଗୁଡ଼ିକ ଖୋଲି ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଅଫିସ କାର୍ଯ୍ୟ ଚାଲିବ। ତେବେ ଏହି ସମୟ ଅବଧିରେ ମଧ୍ୟାହ୍ନଭୋଜନ…

୬ ଦଫା ଦାବି ନେଇ ଜେଲ୍‌ ଭରୋ ଆନ୍ଦୋଳନ

ଛତ୍ରପୁର,୯ା୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଭାରତ ମୁକ୍ତି ମୋର୍ଚ୍ଚା ଓ ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା ପକ୍ଷରୁ ୬ ଦଫା ଦାବି ନେଇ ବୁଧବାର ଗଞ୍ଜାମ ଜିଲା ଛତ୍ରପୁରଠାରେ ଜେଲ୍‌ ଭରୋ ଆନ୍ଦୋଳନ କରାଯାଇଛି। ଭାରତ ବର୍ଷରେ ସମସ୍ତ ରାଜ୍ୟରେ ଇଭିଏମ୍‌ ହଟାଇ ବାଲଟ…

ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଓଡ଼ିଆ ପକ୍ଷ ପାଳନ, ୫୦ ଛାତ୍ରୀଛାତ୍ର ପୁରସ୍କୃତ

ଭୁବନ,୯।୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବିଜ୍ଞାପିତ ପରିଷଦ ପକ୍ଷରୁ ପାଳନ ହେଉଛି ଓଡ଼ିଆ ପକ୍ଷ। ଏହି ଦିବସରେ ଏନଏସି ମଧ୍ୟରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ , ପରିମଳ ତଥା ଓଡ଼ିଆ ଅସ୍ମିତା ଉପରେ ପ୍ରାଧାନ୍ୟ ଦିଆଯାଇଛି ।…

ମାଙ୍କଡ଼ା ପଥର ବୋଝେଇ ଟ୍ରକ ଜବତ, ଚାଳକ ଫେରାର

ଭୁବନ,୯।୪,( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ ବିଭାଗ ପକ୍ଷରୁ ବୁଧବାର ସକାଳ ସମୟରେ ଏକ ବେଆଇନ ମାଙ୍କଡ଼ା ପଥର ବୋଝେଇ ଟ୍ରକ କଅସର ଗୋଡା ଗ୍ରାମ ନିକଟରୁ ଜବତ କରିଛି। ସେହି ରାସ୍ତା ଦେଇ ବନ ବିଭାଗ…

ଅଧିକରୁ ଅଧିକ ବହି କିଣି ଜ୍ଞାନ ଆହରଣ କରିବାକୁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଓଡ଼ିଆ ପକ୍ଷ ଅବସରରେ ବୁଧବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଆସ ବହିଟିଏ କିଣିବା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଯୁବ ଲେଖକମାନଙ୍କୁ ଉତ୍ସାହିତ କରାଯିବା ସହ ବହି କିଣି ଅଧିକ ଜ୍ଞାନ ଆହରଣ…

ଦୁଇ ବାଇକ ମୁହାଁ ମୁହିଁ ଧକ୍କା : ଜଣେ ମୃତ, ଜଣେ ଗୁରୁତର

ଛତ୍ରପୁର,୯।୪,(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅନ୍ତର୍ଗତ ବଡ଼ ମାଧପୁର ଦକ୍ଷିଣକାଳୀ ମନ୍ଦିର ସମ୍ମୁଖ ରାସ୍ତାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି l ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି l ମୃତକ…

କୋର୍ଟଙ୍କ ନିର୍ଦ୍ଦେଶ ପରେ OSRTC କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ୍‌

ସମ୍ବଲପୁର,୯ା୪: OSRTC କାର୍ଯ୍ୟାଳୟର ସ୍ଥାବର ସମ୍ପତ୍ତି ଆଟାଚ୍‌ ହୋଇଛି। ମୁଦିପଡ଼ାସ୍ଥିତ ରାଜ୍ୟ ପରିବହନ ନିଗମ କାର୍ଯ୍ୟାଳୟ ସମ୍ପତ୍ତି ଆଟାଚ୍‌ ହୋଇଛି। ବସ୍‌ ମାଲିକଙ୍କ ବକେୟା ପ୍ରଦାନ ମାମଲାରେ ସମ୍ପତ୍ତି ଆଟାଚ୍‌ ହୋଇଛି। କୋର୍ଟଙ୍କ ନିର୍ଦ୍ଦେଶ ପରେ ସମ୍ପତ୍ତି ଆଟାଚ୍‌ ପ୍ରକ୍ରିୟା ଜାରି…

ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ

ଲକ୍ଷ୍ମୀପୁର,୯।୪(ଅନନ୍ତ ନାୟକ): କୋରାପୁଟ ଜିଲା ନାଲକୋ ଦାମନଯୋଡି କାରଖାନା ପରିସୀମା ମଧ୍ୟରେ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ମାଲବାହୀ ଟ୍ରେନ୍‌ର ଇଞ୍ଜିନ ରେଳ ଧାରଣାରୁ ଖସି ଯାଇଛି। ଏହି ଘଟଣାରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?