ଆମ ଜିଲା ଖବର

ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ

ତୁମୁଡିବନ୍ଧ,୯ା୪(ଦୀପକ କୁମାର ପରାସେଠ):କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଶିକ୍ଷା ସଚେତନ ରଥ ପରିକ୍ରମା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହାକୁ ପ୍ରଧାନ ଶିକ୍ଷକ ପ୍ରଭାତ ସାହୁ ପରିଚାଳନା…

ମୁଖ୍ୟ କିରାଣୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ମୁଖ୍ୟ କିରାଣି ଦାମୋଦର ରଥ ଗତ ୩୧ ତାରିଖରେ ଅବସର ନେଇଛନ୍ତି। ଏନେଇ ମଙ୍ଗଳବାର ଅଣଶିକ୍ଷକ କର୍ମଚାରୀ ସଂଘ ପକ୍ଷରୁ ଦାମୋଦରଙ୍କୁ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଆୟୋଜିତ ସଭାରେ…

ମେ’ ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୯ା୪(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍‌ ପରୀକ୍ଷା ଖାତାଦେଖା କାର୍ଯ୍ୟ ଶେଷ ହେବାକୁ ଆଉ ୨ ଦିନ ସମୟ ଲାଗିବ। ପରେ ସମସ୍ତ ପ୍ରକ୍ରିୟା ଶେଷ କରାଯାଇ ଆସନ୍ତା ମେ’ ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍‌ ପରୀକ୍ଷାଫଳ…

ମା’ ଠାକୁରାଣୀଙ୍କ ଚୈତ୍ର ପର୍ବ ମହାସମାରୋହରେ ସମ୍ପନ୍ନ

ଥୁଆମୂଳ ରାମପୁର,୯।୪(ଦୁର୍ଗା କୀର୍ତ୍ତି): ସାରା ଓଡିଶାରେ ବାର ମାସରେ ତେର ପର୍ବ ପାଳିତ ହେଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ମାଁ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ମହାସମାରୋହରେ ସମ୍ପନ୍ନ ହେଇଯାଇଛି I ରାଜା ରାଜୁଡ଼ା ଅମଳର…

ବ୍ଲୁ ଡାଇମଣ୍ଡ କ୍ଲବ ୪-୧ ଗୋଲରେ ବିଜୟୀ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଏବଂ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ହେଉଥିବା ୧୫ ବର୍ଷରୁ କମ ବୟସ ବର୍ଗର ସି.ଏମ୍‌ ଟ୍ରଫି ଜିଲାସ୍ତରୀୟ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା ମାଁ ଠାକୁରାଣୀଙ୍କ ଘଣ୍ଟଯାତ୍ର ସମ୍ପନ୍ନ, ଭକ୍ତଙ୍କ ପିଠିରେ ମାଁ ଆସ୍ଥାନକୁ ବିଜେ କଲେ

ଲାଞ୍ଜିଗଡ,୮/୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମାଁ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ମଙ୍ଗଳବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି I ଲାଞ୍ଜିଗଡ ଇଷ୍ଟଦେବୀ ମାଁ ଠାକୁରାଣୀ ଗତ ୯ ଦିନ ଧରି ଦ୍ବାର ଦ୍ବାର ବୁଲି ଭକ୍ତଙ୍କୁ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଯବାନଙ୍କ ଅନ୍ତିମ ସଂସ୍କାର;ଶ୍ରଦ୍ଧାଞ୍ଜଳି ଦେଲେ ବ୍ଲକ୍‌, ପୋଲିସ ପ୍ରଶାସନ

ଦିଗପହଣ୍ଡି,୮ା୪ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅନ୍ତର୍ଗତ ଆମ୍ବଗାଁର ବି.ସୁରେନ୍ଦ୍ର ରେଡ୍ଡୀଙ୍କ ପୁଅ ପବିତ୍ର ରେଡ୍ଡୀ(୩୪) ପଞ୍ଜାବର ଭତିଣ୍ଡା ସେନା କ୍ୟାମ୍ପସରେ ସିପାହୀ ଭାବେ କାର୍ଯ୍ୟରତ ଥିବା ବେଳେ ରବିବାର ସେ ଆକସ୍ମିକ ଅସୁସ୍ଥ ହୋଇପଡ଼ିଥିଲେ। ଚିକିତ୍ସାଧୀନ…

ଓଡିଶାର ପ୍ରମୁଖ ଶକ୍ତିପୀଠକୁ ନେଇ ହେବ ଶକ୍ତି କରିଡର: ଉପମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୮ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଆରାଧ୍ୟା ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ସରିଛି। ଶେଷ ପାଳିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ…

ଥୁଆମୂଳ ରାମପୁର ଥାନା ଘେରାଉ କରି ପୋଲିସ ଉପରେ ପଥର ମାଡ଼ ଘଟଣା: ୧୨ ଜଣଙ୍କୁ ବାନ୍ଧିଲାଣି ପୋଲିସ

ଥୁଆମୂଳ ରାମପୁର,୮।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ଅଧିନରେ ଥିବା ଡୁମେରପଦର ଗ୍ରାମର ଲୋକମାନେ ଗତ ୪ତାରିଖରେ ମୋଟରସାଇକେଲ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯୁବକଙ୍କ ପରିବାର ପାଇଁ କ୍ଷତିପୂରଣ ଦାବି କରିଥିଲେ। ଏଥିଲାଗି ସେମାନେ ଥୁଆମୂଳ ରାମପୁର ଥାନା…

୩ ବିଦ୍ୟାଳୟକୁ ସମ୍ମାନିତ କଲେ ଗୋଷ୍ଠୀ ଶିକ୍ଷାଧିକାରୀ

ଜି.ଉଦୟଗିରି,୮ା୪ (ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଠାରେ ନୂଆ ବିଦ୍ୟାର୍ଥୀ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆ ପାଇଁ ଶିକ୍ଷା ସଚେତନତା ରଥ ଭ୍ରମଣର କାର୍ଯ୍ୟକ୍ରମ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ…

ବଲାଙ୍ଗୀର ତହସିଲ ଅଫିସ ମହିଳା କିରାଣୀ ଅସୁସ୍ଥ: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି

ବଲାଙ୍ଗୀର,୮।୪: ବଲାଙ୍ଗୀର ତହସିଲ ଅଫିସର ଜଣେ ମହିଳା କିରାଣି ମଙ୍ଗଳବାର ଅସୁସ୍ଥ ହୋଇ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ମହିଳା କର୍ମଚାରୀ ଜଣକ ମଙ୍ଗଳବାର ଅଫିସ ଭିତରେ ଚେତାଶୂନ୍ୟ ହୋଇ ପଡ଼ିଥିଲେ । ତହସିଲଦାର ଲଗ୍ନଜିତ ବେହେରା…

ସ୍ବର୍ଗତ ବୃନ୍ଦାବନ ପଲାଇଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ବିଧାୟକ

ଗଞ୍ଜାମ,୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରଥମ ନିର୍ବାଚିତ ନଗରପାଳ ସ୍ବର୍ଗତ ବୃନ୍ଦାବନ ପଲାଇଙ୍କ ମୃତ୍ୟୁର ୪ବର୍ଷ ପରେ ପୁଇଁତୋଳା ଗ୍ରାମ ସ୍ଥିତ ବଡ଼ ବନ୍ଧ ନିକଟରେ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା। ମଙ୍ଗଳବାର ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?