ଏସ୍ସିବିରେ ନର୍ସିଂ ଅଫିସରଙ୍କ ଆନ୍ଦୋଳନ, ଦାବି ପୂରଣ ନ ହେଲେ…
କଟକ,୨୫ା୯(ଶିଳ୍ପା ପ୍ରିୟଦର୍ଶିନୀ): ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ୧୦ ଦଫା ଦାବିରେ କାର୍ଯ୍ୟବନ୍ଦ ଡାକରା ଦିଆଯାଇଛି। ସଂଘର ଏସ୍ସିବି ଶାଖା ପକ୍ଷରୁ ଏସ୍ସିବି ମେଡିକାଲର ଶ୍ରୀରାମଚନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ବୁଧବାର ନର୍ସିଂ ଅଫିସରମାନେ ଧାରଣା ଦେଇଛନ୍ତି। ଜରୁରୀ…
ବର୍ଷ ବର୍ଷ ଧରି ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ସରୁନି: ଯାତ୍ରୀ ଅସନ୍ତୋଷ
ଦାରିଙ୍ଗବାଡି, ୨୫।୯ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଠାରୁ ରାଇକିଆ ବ୍ଲକକୁ ସଂଯୋଗ କରୁଥିବା ରାସ୍ତା କାର୍ଯ୍ୟ ସମ୍ପ୍ରସାରଣ ବିଳମ୍ବକୁ ନେଇ ବଢୁଛି ଜନ ଅସନ୍ତୋଷ।ରାସ୍ତା ସମ୍ପ୍ରସାରଣ ଆରମ୍ଭ ପୂର୍ବରୁ ରାସ୍ତାର ଅବସ୍ଥା ଯେଉଁ ଅବସ୍ଥାରେ…
ନଦୀକୁ ଗାଧୋଇବାକୁ ଯାଇଥିଲେ, ମାଡ଼ିଆସିଲା ପ୍ରଖର ସ୍ରୋତ: ଆଉ ତା’ପରେ…
ହିଞ୍ଜିଳିକାଟୁ, ୨୫।୯(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ତଥା ଶେରଗଡ଼ ବ୍ଲକ ବ୍ରାହ୍ମଣଛାଇ ଗ୍ରାମରେ ବୁଧବାର ଜଣେ ଯୁବକଙ୍କ ଋଷିକୂଲ୍ୟା ନଦୀରେ ବୁଡି ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ବିଜୁଳି ପୃଷ୍ଟି (୪୮) । ବିଜୁଳି ବୁଧବାର ସକାଳେ ଗାଧୋଇବା…
ଧରିତ୍ରୀ ପ୍ରତିନିଧିଙ୍କ ଅକାଳ ବିୟୋଗ
ଅନୁଗୋଳ,୨୫।୯: ଧରିତ୍ରୀର ଅନୁଗୋଳ ଜିଲା କଣିହାଁ ବ୍ଲକ ପ୍ରତିନିଧି ସଚିଦାନନ୍ଦ ପ୍ରଧାନଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୩ ବବର୍ଷ ବୟସ ହୋଇଥିଲା। ହଠାତ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କଣିହାଁ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତର…
ସୁସ୍ମିତାଙ୍କ ଚିକିତ୍ସାକୁ ନେଇ ବଢ଼ିଲା ଆଶା: ସହାୟତା ପାଇଁ ଆଗେଇ ଆସିଲା ଜିଲା ପ୍ରଶାସନ
ଦାରିଙ୍ଗବାଡି, ୨୪।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗୌଡ଼ ସାହିର ଯୁକ୍ତ ଦୁଇ ଛାତ୍ରୀ ସୁସ୍ମିତା ଗୌଡ଼ଙ୍କ ଦୁର୍ଘଟଣାରେ ଦୁଇଟି ଗୋଡ଼ ଭାଙ୍ଗିଯାଇ ଥିବାବେଳେ ତାଙ୍କର ଆହୁରି ଅଧିକା ଚିକିତ୍ସାର ଆବଶ୍ୟକତା ରହିଛି। ତାଙ୍କର ଏଥିପାଇଁ ଆର୍ଥିକ ପରିସ୍ଥିତି ଭଲ ନ…
ଦଲାଲଙ୍କ ହାତରେ ସ୍ଲଟ୍, ବ୍ଲାକ୍ରେ ଚାଲିଛି ବିକ୍ରି
ଜଗତ୍ସିଂହପୁର, ୨୫।୯ (ପ୍ରମୋଦ କୁମାର ନାୟକ): ଅତୀତରେ ସବ୍ରେଜିଷ୍ଟ୍ରାର କାର୍ଯ୍ୟାଳୟଗୁଡ଼ିକରେ ହାତଗୁଞ୍ଜା ଦେଇ ଅନେକ ପଛରେ ଆସି ଆଗୁଆ ଜମି ପଞ୍ଜୀକରଣ କରି ପାରୁଥିଲେ। ଏନେଈ ଜମି କିଣାବିକାରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଜିଲା ସବରେଜିଷ୍ଟ୍ରାର ଓ ସବ୍ରେଜିଷ୍ଟ୍ରାର କାର୍ଯ୍ୟାଳୟଗୁଡିକରେ…
ଗାଈ କ୍ଷୀର, ଗୋବର, ମୂତ୍ରରେ ପ୍ଲାଷ୍ଟିକ୍ କଣିକା
ପଟ୍ଟାମୁଣ୍ଡାଇ,୨୫୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବହୁଳ ପଲିଥିନ, ପ୍ଲାଷ୍ଟିକ୍ ବର୍ଜ୍ୟ ଲୋକମାନଙ୍କ ପାଇଁ ଅଭିଶାପ ପାଲଟିଛି। ପ୍ଲାଷ୍ଟିକ୍ର ମାତ୍ରାଧିକ ବ୍ୟବହାର ଯୋଗୁ ଏହା ବର୍ଜ୍ୟବସ୍ତୁରେ ପରିଣତ ହୋଇ ଚାରିଆଡ଼େ ପଡ଼ିରହୁଛି। ଏହାଦ୍ୱାରା ଗୋରୁ, ଛେଳି, ମେଣ୍ଢା ପ୍ରଭୃତି ପ୍ରଭାବିତ…
ୟୁଜର୍ସ ଫି’ କେଳେଙ୍କାରୀରେ ବଡ଼ବଡ଼ିଆଙ୍କ ହାତ: ପୌରାଧ୍ୟକ୍ଷାଙ୍କ ଦାବି ପରେ କାର୍ଯ୍ୟାନୁଷ୍ଠାନ
ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ ହଇଚଇ ସୃଷ୍ଟି କରିଛି। ବିଭାଗୀୟ କର୍ମଚାରୀମାନେ ୟୁଜର୍ସ ଫି’ ଅସୁଲି ପାଇଁ ଉଦ୍ଦିଷ୍ଟ ରସିଦ୍ ବହିକୁ ଟାମ୍ପରିଂ କରି ବ୍ୟାପକ ଅନିୟମିତତା କରିଛନ୍ତି। ଅସୁଲି ହୋଇଥିବା ୟୁଜର୍ସ ଫି’ର ସମୁଦାୟ ଟଙ୍କାରୁ…
କାର୍ ସହ କେନାଲରେ ବୁଡ଼ିଗଲେ ଯୁବକ
ଫୁଲନଖରା,୨୫।୯(ସତ୍ୟରଞ୍ଜନ ଦାସମହାପାତ୍ର):କଟକ ଜିଲା ସଦର ଥାନା ଅନ୍ତର୍ଗତ ନୂଆ କାଚରାମାଳଠାରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ କାର୍ ଭାରସାମ୍ୟ ହରାଇ କେନାଲ ଭିତରକୁ ଖସିପଡ଼ିଥିଲା। ଏଥିରେ ଚାଳକ ସ୍ଥାନୀୟ ବମ୍ଫକୁଦ ଗ୍ରାମର ଅନିମେଶ ଜେନାଙ୍କ ମୃତ୍ୟୁ ଘଟିଛି। କଟକ ସଦର ପୋଲିସ…
ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଗୁରୁତ୍ୱ
ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଭଟଲି ବିଧାୟକ ଇରାଶିଷ ଆଚ୍ଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଭଟଲି ବିଧାନସଭା ନିର୍ବାଚନମଣ୍ଡଳୀ ବିକାଶ କମିଟି ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଧାୟକ ଆଚ୍ଚାର୍ଯ୍ୟ ସ୍ବାସ୍ଥ୍ୟ, ଶିକ୍ଷା, କୃଷି, ଜଙ୍ଗଲ, ଉଦ୍ୟାନ, ପୂର୍ତ୍ତ, ରାଜସ୍ବ, ପାନୀୟ…
ଖଣି ଅଧିକାରୀଙ୍କୁ ପିଟିଲେ ବାଲି ମାଫିଆ: ଟାଉନ ଥାନାରେ ଏତଲା
କୋରାପୁଟ,୨୫।୯(ଅମିତାଭ ବେହେରା): କୋରାପୁଟରେ ବୁଧବାର ସକାଳୁ କୋରାପୁଟ ଖଣି ଉପନିର୍ଦ୍ଦେଶକ କାର୍ଯ୍ୟାଳୟ ସମୁଖରେ ନବରଙ୍ଗପୁର ପୁର ଅଂଚଳରୁ ଆସୁଥିବା ବାଲି ବୋଝେଇ ଟିପ୍ସରଗୁଡିକୁ ଖଣି ଅଧିକାରୀ ଓ ଅତରିକ୍ତ ଖଣି ଅଧିକାରୀ ଗାଡିଗୁଡିକୁ ଅଟକାଇ ଯାଞ୍ଚ କରୁଥିବା ଖବର ପାଇ କିଛି…
ନାବାଳିକାଙ୍କୁ ବଳାତ୍କାର ପରେ ତଣ୍ଟିଚିପି…
ନବରଙ୍ଗପୁର, ୨୫।୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅଧୀନ କଣ୍ଟାଗାଁର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ନେଇ ଗତ ୧୭ରେ ଥାନାରେ ଅଭିଯୋଗ ହୋଇଥିଲା। ମଙ୍ଗଳବାର ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ…
Archives


