ଲୋକ ମହୋତ୍ସବ: ପାରମ୍ପରିକ ନୃତ୍ୟରେ ଝୁମିଲେ ଦର୍ଶକ
କେସିଙ୍ଗା, ୨୮ା୧୨ (ତୁମେଶର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ସହର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ବୁଢ଼ାଡଙ୍ଗର ମନ୍ଦିରଠାରୁ ମଶାଲ ଯାତ୍ରା ସହର ପରିକ୍ରମା କରି ମହୋତ୍ସବ ମଞ୍ଚରେ…
ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ
ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ ବାଘୁଣୀ ‘ଜୟଶ୍ରୀ’ର ଏହା ପ୍ରଥମ ସନ୍ତାନ ପ୍ରସବ। ସୂଚନା ଥାଉକି, ନନ୍ଦନକାନନରେ ଏବେ ମୋଟ୍…
ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ
ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ ଗଛରେ ଝୁଲାଇ ପୋଡ଼ି ହତ୍ୟା କରିଥିବା ଘଟଣାକୁ ନେଇ ସାରା ଭାରତରେ ବିକ୍ଷୋଭ ପ୍ରଦର୍ଶନ…
ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା ସଦର ମହକୁମାକୁ ନୂଆବର୍ଷର ଭେଟି
ଛତ୍ରପୁର,୨୮।୧୨(ଦିଲ୍ଲୀପ ସାମଲ): ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ ପାଇଁ ନୂଆବର୍ଷ ଭେଟି ହୋଇଥିଲା l ଦ୍ୱିତୀୟ ପର୍ଯ୍ୟାୟରେ ଛତ୍ରପୁର ଏନ୍ଏସିକୁ ମ୍ୟୁନିସିପାଲଟି…
ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …
ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ ମହୋତ୍ସବ ଭାବେ ଉଭା ହୋଇଥିବା ଏହି ମହୋତ୍ସବ ପାଇଁ ଜିଲା ତଥା ଜିଲା ବାହାରୁ…
ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍
ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍ଯାପିତ ହୋଇଯାଇଛି । ଏଥିରେ ଭଞ୍ଜନଗର ନିକଟସ୍ଥ ତନରଡ଼ା ଆଇଆରବି ଅଷ୍ଠମ ସତନ୍ତ୍ରବାଟାଲିୟନ ରନର୍ସ ଅପ ହୋଇଛି।…
ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍ ଆସିଲା ଭାଲୁ : ପରେ…
ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗାଁର ଦୌପଦୀ ମେହେର (୬୩) । ସୂଚନା ଅନୁଯାୟୀ ଶୁକ୍ରବାର ଭୋର ସମୟରେ…
ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ
ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ ଭିତ୍ତିଭୂମିଗୁଡିକର ଉନ୍ନତୀକରଣ କାର୍ଯ୍ୟ ଜାରି ରହିଛି ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା…
୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍ ତଥ୍ୟ
ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ ଭୁଲ୍ ତଥ୍ୟ ଦିଆଯାଇଛି। ପୃଷ୍ଠା ସଂଖ୍ୟା-୩୧ର ପାରା-୩ ଓ ପାରା-୫ରେ ଭାରତ ଛାଡ଼ ଆନ୍ଦୋଳନ…
ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ
ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ କଳହରୁ ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଶାଶୁଙ୍କ ମୃତ୍ୟୁ ଘଟିଛି। ସିର୍ତିଗୁଡା ଗ୍ରାମର ଜ୍ୱାଇଁ ସୁରତ…
ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ ଦାୟିତ୍ୱହୀନତା ଯୋଗୁ ରୋଗୀଙ୍କ ଜୀବନ ସହ ଖେଳ କରାଯାଉଥିବା ନେଇ ପୁଣି ଏକ ସାଂଘାତିକ…
ଯୁବକଙ୍କୁ ଚାପିଦେଲା ଟ୍ରକ୍: ଆଉ ତା’ପରେ…
କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୁସୁମଖୁଣ୍ଟି ଗ୍ରାମର ନବ ଭୋଇ (୩୫)। ଅନ୍ୟପଟେ…
Archives


