ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…
ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ ଘରେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ତି ଜିଲା କର୍ଲାମୁଣ୍ତା…
ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ
ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ ଗ୍ରାମରେ ମଧ୍ୟ ଅନୁରୂପ ରାସ୍ତା ଖଣ୍ଡିଏ ନଥିବାରୁ ଖୋଲା ଆକାଶ ତଳେ ପଡି…
ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ
ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ ଠାରୁ ଆରମ୍ଭ କରି ନିର୍ବାଚିତ ଜନପ୍ରତିନିଧି ଏବଂ ପ୍ରଶାସନ। କିନ୍ତୁ ନାରା ନାରାରେ…
ସମୟରେ ପହଞ୍ଚିଲା ଆମ୍ବୁଲାନ୍ସ, ହେଲେ ୩ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ
ଗୁଡାରି,୧୨।୯,(ପ୍ରମୋଦ କୁମାର ପତି): ଗୁଡାରି ବ୍ଲକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳା ଚାମି ମାମ୍ବାଲାକା ସ୍ବାମୀ ଲାଜାରା କାଡ୍ରାକାଙ୍କୁ ପ୍ରସବ ବେଦନା ହେବା ଫଳରେ ପରିବାର ଲୋକେ ଆମ୍ବୁଲାନ୍ସ କୁ ଫୋନ କରିଥିଲେ। ଯଥା ଶୀଘ୍ର ଆମ୍ବୁଲାନ୍ସ…
୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷା ତଥା ସିଭିଲ ଜଜ (ସିନିୟର ଡିଭିଜନ)…
ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ
ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ସୂର୍ଯ୍ୟନାରାୟଣପୁର ଗ୍ରାମର ଇ. ସୀମାଦ୍ରୀ ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ସୀମାଦ୍ରୀ ବିଲରେ…
ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ
ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ ସାନ ଭାଇ ଲୁହା ପାଇପରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ…
ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ
ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ ସ୍ୱରୂପ ୧୪ ପ୍ରଜାତିର ମୋଟ ୫୮ଟି ବିଦେଶୀ ପ୍ରାଣୀ ଓ ପକ୍ଷୀ ପ୍ରଦାନ…
ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ
ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିସରରେ ଆୟୋଜିତ ସଭାରେ ଅଧ୍ୟକ୍ଷ ଚିନ୍ତାମଣି ପଲାଇ ସଭାପତିତ୍ୱ କରିଥିଲେ। ଶିକ୍ଷୟିତ୍ରୀ…
ରିସର୍ଟରେ ଲାଗିଲା ନିଆଁ: ହଠାତ୍ ପ୍ରଚଣ୍ଡ ଶବ୍ଦ ହେବାରୁ….
ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗର ଅଗ୍ନିବୀରମାନେ ଘଟଣାସ୍ଥଳରେ ପହଞ୍ଚି…
କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ
ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ହରିଗଡ଼ ଗ୍ରାମପଞ୍ଚାୟତର ବଦାଙ୍ଗୀ ଗ୍ରାମର ବାସିନ୍ଦା ଲକ୍ଷ୍ମୀ ନାରାୟଣ ପାଣିଗ୍ରାହୀ…
ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ
ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍ଘାଟିତ ହୋଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଦିଲୀପ କୁମାର ପ୍ରଧାନ…

