ଆମ ଜିଲା ଖବର

ଭୋ ଭୋ ହୋଇ କାନ୍ଦିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୫।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ହାତରେ ମୁମ୍ବାଇ ଇଣ୍ଡିଆନ୍ସର ପରାଜୟ ପରେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଛନ୍ତି। ସିଜିନର ତୃତୀୟ ପରାଜୟରେ ନିରାଶ ହୋଇଥିବା ପାଣ୍ଡ୍ୟା ମ୍ୟାଚ ପରେ ଭାବପ୍ରବଣ ଦେଖାଯାଇଥିଲା। ତାଙ୍କର ଏକ ଫଟୋ ଭାଇରାଲ ହେଉଛି। ଏଥିରେ ସେ…

ବନ୍ଧା ହେଲେ ରାଣିମୁଣ୍ଡା ସରପଞ୍ଚ, ପୂର୍ବତନ ପିଇଓ

ନୂଆପଡା,୫/୪ (ମକାରୁ ବେମାଲ): ନୂଆପଡା ଜ଼ିଲା ଖରିଆର ବ୍ଲକ ରାଣିମୁଣ୍ଡା ପଞ୍ଚାୟତ ସରପଞ୍ଚ ଓ ତତ୍କାଳୀନ ପଞ୍ଚାୟତ ନିର୍ବାହୀ ଅଧିକାରୀ ଶୁକ୍ରବାର ରାତିରେ ଭିଜିଲାନ୍ସ ହାତରେ ବନ୍ଧା ହୋଇ ଜେଲ ଯିବା ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ରାଣୀମୁଣ୍ଡା ପଞ୍ଚାୟତ…

ଓଡିଆ ପକ୍ଷ ପାଳନ କାର୍ଯ୍ୟକ୍ରମକୁ ଆସିଲେନି ଅଧିକାରୀ: ବ୍ଲକ କର୍ମଚାରୀଙ୍କୁ ନେଇ ଐତିହ୍ୟ ଗଣଦୌଡ଼

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଓଡ଼ିଶା ପାଳୁଛି ଓଡ଼ିଆ ପକ୍ଷ। ଏଥିପାଇଁ ପଲ୍ଲୀଠାରୁ ରାଜ୍ୟର ରାଜଧାନୀ ପର୍ଯ୍ୟନ୍ତ ଏହି ପକ୍ଷକୁ ବଡ଼ ଧୁମଧାମ୍‌ରେ ପାଳନ କରାଯାଉଛି। ଓଡ଼ିଆ ଅସ୍ମିତା ଓଡିଶାର ପରମ୍ପରା ସଂସ୍କୃତି, ଐତିହକୁ ପୁନଃରୁଦ୍ଧାର କରିବା ପାଇଁ ପାରମ୍ପରିକ ପୋଷାକ ପରିଧାନଠାରୁ…

ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କଲେ ବିଧାୟକ

ଥୁଆମୂଳ ରାମପୁର,୫ା୪ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସଭାଗୃହଠାରେ ଶୁକ୍ରବାର ଲାଞ୍ଜିଗଡ ନିର୍ବାଚନ ମଣ୍ତଳୀ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ତତ୍ତ୍ୱାବଧାନରେ ବ୍ଲକସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ବିଡିଓ ଧ୍ରୁବଚରଣ ମୁଦୁଲି,…

ତରଭୁଜ ଚାଷକରି ଶିକ୍ଷକ ଲକ୍ଷପତି

କେନ୍ଦୁଝର,୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପେସାରେ ଶିକ୍ଷକ, ନିଶା ତାଙ୍କର ଚାଷ। ଶିକ୍ଷକ ଚାକିରି ପରେ ବି କୁଳ ବେଉସାକୁ ଭୁଲି ପାରିନାହାନ୍ତି। ଚାକିରି ସହ ତରଭୁଜ ଚାଷକରି ଅନେକ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ସେ ହେଲେ କେନ୍ଦୁଝର ଜିଲା ସଦର…

ଫଳକରେ ଓଡ଼ିଆ ବନାନ ତ୍ରୁଟି

ସୁନାବେଡ଼ା/ସେମିଳିଗୁଡା,୫ା୪ (କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। କିନ୍ତୁ ଏହାର ସୁଫଳ ମିଳୁ ନ ଥିବା କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଲାଗିଥିବା ଫଳକରୁ ଜଣାପଡୁଛି। ଏହି ଫଳକଗୁଡ଼ିକରେ ଓଡ଼ିଆ ବନାନରେ…

କଳାପଥର ଖାଦାନରେ ଟେଣ୍ଡର ଫିକ୍ସିଂ

ଯାଜପୁର,୫ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଳାପଥର, ବାଲି ଭଳି ଲଘୁ ଖଣିଜ ଖାଦାନ ଲିଜ୍‌ ନିମନ୍ତେ ବଡ଼ଧରଣର ଟେଣ୍ଡର ଫିକ୍ସିଂ ହୋଇଛି। ଅନେକ ଆବେଦନକାରୀ ସମ୍ପର୍କୀୟ ବିଡରଙ୍କୁ ଢାଲ କରି ଶାଗମାଛ ଦରରେ ଖାଦାନ ଅକ୍ତିଆର କରିଥିବାବେଳେ ସେମାନଙ୍କ ଉଦ୍ଦେଶ୍ୟ ସଫଳ…

ଘୋଷଣାରେ ସୀମିତ ନଦୀଭିତ୍ତିକ ବନ୍ଦର

ପାରାଦୀପ,୫ା୪(ଶରତ ରାଉତ): ଆଜି ହେଉଛି ବିଶ୍ୱ ନୌବାଣିଜ୍ୟ ଦିବସ। ନୌବାଣିଜ୍ୟ ଓଡ଼ିଶାର ପ୍ରାଚୀନ ପରମ୍ପରା ମଧ୍ୟରେ ଅନ୍ୟତମ ବୋଲି କୁହାଯାଏ। ପଣ୍ୟ କାରବାରରେ ବୃହତ୍‌ ବନ୍ଦର ମଧ୍ୟରେ ପାରାଦୀପ ବନ୍ଦର ଦେଶର ୧ ନଂ. ବନ୍ଦର ଭାବେ ସ୍ଥାନ ପାଇଛି। ଏହାସତ୍ତ୍ୱେ…

‘ଗୁଣ୍ଡିଚା ମନ୍ଦିର ଜନ୍ମବେଦି ନିଲାମ ପରିସରଭୁକ୍ତ ନ ହେଉ’

ପୁରୀ,୪ା୪(ଅଜିତ୍‌ କୁମାର ମହାନ୍ତି)-ବହୁଦିନ ଧରି ନିଲାମ ହେଉ ନ ଥିବା ରୋହିଣୀକୁଣ୍ଡ, ନରେନ୍ଦ୍ର ପୁଷ୍କରିଣୀ, କୋଇଲିବୈକୁଣ୍ଠକୁ ଶ୍ରୀମନ୍ଦିର ପ୍ରଶାସନ ନିଲାମ ଦେଲାଣି। ହୁଏତ ଗୁଣ୍ଡିଚା ମନ୍ଦିର ନିଲାମ ହେବ। ତେବେ ଗୁଣ୍ଡିଚା ମନ୍ଦିର ଜନ୍ମବେଦିକୁ ନିଲାମ ପରିସରଭୁକ୍ତ ନ କରିବା ପାଇଁ…

ଟ୍ରେନରୁ ୪ ବେଆଇନ ଭେଣ୍ଡର ଗିରଫ

ରାଉରକେଲା,୪।୪(ସଙ୍ଗୀତା ଜେନା): ରେଳବାଇ ସୁରକ୍ଷା ବଳ ଓ ରାଉରକେଲା ରେଳବାଇ ଷ୍ଟେଶନ ବାଣିଜି୍ୟକ ବିଭାଗ ପକ୍ଷରୁ ଶୁକ୍ରବାର ଅପରାହ୍ନ ୪ଟାରେ ଟ୍ରେନ ଗୁଡ଼ିକରେ ମିଳିତ ଚଢ଼ାଉ କରାଯାଇଥିଲା। ଏଥିରେ ଯାତ୍ରୀବାହୀ ଟ୍ରେନ୍‌ (ନଂ.୧୩୩୫୧)ରୁ ବେଆଇନ ସାମଗ୍ରୀ ବିକ୍ରି କରୁଥିବା ଅଭିଯୋଗରେ ୪…

କ୍ଷତିପୂରଣ ଦାବିରେ ୮ ଘଣ୍ଟା ଧରି ରାସ୍ତାରେ ବସିଛନ୍ତି ପରିବାର, ଥାନା ଘେରାଉ ପରେ ପୋଲିସକୁ ପଥର ମାଡ଼

ଥୁଆମୁଳ ରାମପୁର,୪।୪(ଦୁର୍ଗା କୀର୍ତ୍ତି): ଦୁର୍ଘଟଣାରେ ମୃତ୍ୟୁ ଘଟିବା ପରେ କ୍ଷତିପୂରଣ ଦାବିରେ ଥୁଆମୂଳ ରାମପୁର ଥାନା ଘେରିବା ସହ ରାସ୍ତା ଅବରୋଧ କରିଛନ୍ତି ପରିବାରଲୋକେ। ଶୁକ୍ରବାର ଅପରାହ୍ନ ୧ଟାରୁ ସା ୮ଟା ଯାଏ ଦୀର୍ଘ ୭ ରୁ ୮ ଘଣ୍ଟା ପର୍ଯ୍ୟନ୍ତ…

ଓଡ଼ିଆ ଭାଷାରେ ନାମଫଳକ …

ନୂଆପଡ଼ା,୪ା୪ (ମକାରୁ ବେମାଲ): ଓଡ଼ିଆ ପକ୍ଷ ପାଳନ ଅବସରରେ ଶୁକ୍ରବାର ଖରିଆର ରୋଡ୍‌ ଏନ୍‌ଏସି ଓ ଜିଲା ଶ୍ରମ ବିଭାଗ ମିଳିତ ଆନୁକୂଲ୍ୟରେ ଏକ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ଜିଲା ଶ୍ରମ ଅଧିକାରୀ ରବୀନ୍ଦ୍ର ବାର୍ଲା ଓ ଏନ୍‌ଏସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?