ନାଳ ସୁଅରେ ଭାସି ଚାଲିଗଲା ଚାଷୀଙ୍କ ଜୀବନ, କ୍ଷତିପୂରଣ ଦାବି ତେଜିଲା
ବାସୁଦେବପୁର,୩।୮(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତ ଦୁବ ନାଳରୁ ସୋମବାର ଜଣେ ଚାଷଙ୍କ ମୃତଦେହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ ଚାଷୀ ଜଣକ ହେଲେ ଅଭିମନ୍ୟୁ ମଲିକ। ମିଳିଥିବା ସୂଚନା ମୁତାବକ, ଅଭିମନ୍ୟୁ ସକାଳେ…
ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ
ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଘଟଣାରେ ପୋଲିସ ଜୋରଦାର ତଦନ୍ତ ଜାରି ରଖିଛି । ତଦନ୍ତର ଦ୍ଵିତୀୟ ଦିନରେ…
ବିଶ୍ୱ କମର୍ସ ଦିବସ, ବାଣିଜ୍ୟ ଶିକ୍ଷା ଯୁବପିଢ଼ିଙ୍କ ପାଇଁ ଖୋଲୁଛି ନୂଆ ସୁଯୋଗ
ଭଞ୍ଜନଗର,୩ା୮(ବାବୁଲା ପ୍ରଧାନ): ପ୍ରତିବର୍ଷ ଅଗଷ୍ଟ ମାସ ପ୍ରଥମ ସୋମବାର ବିଶ୍ୱ କମର୍ସ ଦିବସ ପାଳିତ ହେଉଛି । ତେଣୁ ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ବିଶ୍ୱ କମର୍ସ ଦିବସ ପାଳିତ ହୋଇଯାଇଛି । ଏଥିରେ…
ମା’-ବାପା ବିବାଦ: ବାପାଙ୍କୁ ଜାବୁଡ଼ି ଧରି କାନ୍ଦିଲା କୁନି ଝିଅ, କାହା ଆଖିରେ ରହିଲାନି ଲୁହ, ଆଉ ତା’ ପରେ…
ନୀଳଗିରି,୩ା୮(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାଖାପାଖି ୩ ବର୍ଷ ହେବ ମା’ କୁନି ଝିଅ ଓ ବାପାକୁ ଛାଡି ଅନ୍ୟତ୍ର ଚାଲିଯାଇଥିଲେ । ଝିଅ ବାପାଙ୍କ ପାଖରେ ରହୁଥିବା ବେଳେ…
ବାଇକକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ବସ, ଦୁଇ ବାଇକ ଆରୋହୀ ସମେତ ୭ ଯାତ୍ରୀ ଆହତ
ମୋହନା/ଦାରିଙ୍ଗବାଡ଼ି.୩।୮( ମନ୍ମଥ ମିଶ୍ର/ଅରୁଣ ସାହୁ ): ଗଜପତି ଜିଲା ଅଡବା ଥାନା ରାଇଗଣ୍ଡା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର ସକାଳେ ବ୍ରହ୍ମପୁର ଠାରୁ ଦାରୀଙ୍ଗବାଡି ଅଭିମୁଖେ ଯାଉଥିବା ବିକ୍ରାନ୍ତ ନାମକ ଏକ…
ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼
କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏଣୁ ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆମାନେ ପାଖ ଜଳାଶୟରୁ ଜଳ ସଂଗ୍ରହ କରି ଭାରରେ ଧରି ଲମ୍ବା ଧାଡ଼ିରେ ମନ୍ଦିର…
ରାସ୍ତା ନ ଥିବାରୁ ପହଞ୍ଚି ପାରିଲାନି ମହାପ୍ରୟାଣ ଯାନ, ଖଟିଆରେ ବୁହା ହେଲା ମୃତଦେହ
ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଉପାନ୍ତ ଅଞ୍ଚଳରେ ରାସ୍ତା ନଥିବାରୁ ମୃତଦେହକୁ ଖଟିଆରେ ବୁହାହେବା ଘଟଣା ଏବେ ମୋବାଇଲକୁ ମୋବାଇଲ ଭାଇରଲ ହେବାରେ ଲାଗିଛି । ଏଭଳି ଦୁର୍ଦ୍ଦଶା ଦେଖିବାକୁ ମିଳିଛି ଉକ୍ତ ବ୍ଲକ ଗୁମିକିଆ…
ସ୍କୁଟିରେ ଯାଉଥିଲେ ମହିଳା, ସୁନାଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
କର୍ଲାମୁଣ୍ଡା,୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ଅନ୍ତର୍ଗତ ଅବୁଜବାହାଲ-ବଡଡୁଙ୍ଗୁରୀଗୁଡା ରାସ୍ତାର ଭାଲୁଡୁଙ୍ଗୁରୀ ନିକଟରେ ଶନିବାର ଅପରାହ୍ନରେ ଜଣେ ମହିଳାଙ୍କ ଠାରୁ ସୁନାଚେନ୍ ଲକେଟ ଲୁଟ୍ ହୋଇଥିବା ରିଷିଡ଼ା ଫାଣ୍ଡିରେ ଅଭିଯୋଗ ହୋଇଛି। ସୂଚନାନୁଯାୟୀ, ଉକ୍ତ ମହିଳା…
ଷ୍ଟେଶନରେ ଚଲାବୁଲା କରୁଥିଲେ ଅଜଣା ବ୍ୟକ୍ତି, ହଠାତ୍ ହେଲା ରକ୍ତବାନ୍ତି, ଆଉ ତା’ ପରେ…
ନନ୍ଦପୁର,୩ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ପାଲିବା ରେଳ ଷ୍ଟେଶନ ବାହାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ବ୍ୟକ୍ତିଜଣଙ୍କ ପରିଚୟ ମିଳିନି। ସେ ୩/୪ ଦିନ ହେଲା ଷ୍ଟେଶନ ଅଞ୍ଚଳରେ ବୁଲାବୁଲି…
ମହାନଦୀରେ ବନ୍ୟାଜଳ: ପ୍ରଭାବିତ ହେଉଛନ୍ତି ମତ୍ସ୍ୟଜୀବୀ
ମହାକାଳପଡ଼ା,୩ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବାହାକୁଦ ପିତାପାଟ ଗ୍ରାମ ସଂଲଗ୍ନ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ ସ୍ଥାନୀୟ ପାରମ୍ପରିକ ମତ୍ସ୍ୟଜୀବୀମାନେ ହାତ ବାନ୍ଧି ବସିଛନ୍ତି। ମହାନଦୀରୁ ମାଛ ଧରି ପରିବାର…
ସମ୍ମାନିତ ହେଲେ ଓଡ଼ିଆ ପୁଅ ଯୁବ କବି ସୁନୀଲ, ଛୁଟୁଛି ଶୁଭେଚ୍ଛାର ସୁଅ
ଗଞ୍ଜାମ,୩।୮(ବିଦ୍ୟାଧର ସାହୁ ): ସାହିତ୍ୟ ସଂସଦ , ମାଲକାନଗିରି ଓଡ଼ିଶାର ସପ୍ତମ ପ୍ରତିଷ୍ଠା ଦିବସ ବ୍ରହ୍ମପୁର ସ୍ଥିତ ଗୋପାଳ କୃଷ୍ଣ ରଙ୍ଗ ମଞ୍ଚ, ଗୋସାଣୀ ନୂଆଁ ଗାଁ ଠାରେ ଆୟୋଜିତ ହୋଇଯାଇଛି । ଉକ୍ତ ସମାରୋହରେ ଓଡ଼ିଶାର ବିଭିନ୍ନ ଜିଲାରୁ କବି…
କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା
କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା ପ୍ରଭାବିତ ହେଉଛି । ଟାଟା ପାୱାର ରାତିସାରା ବିଦ୍ୟୁତ କାଟ କଲେ ଜିଓ…

