ଆମ ଜିଲା ଖବର

କ୍ଷୀରରୁ ମିଳୁନି ଉଚିତ୍‌ ମୂଲ୍ୟ

ଚାନ୍ଦବାଲି,୪ା୪(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସିରେ ଥିବା ଦୁଗ୍ଧ ଉତ୍ପାଦକ ସମବାୟ ସମିତି ଆଗରେ ଗୋପାଳକମାନେ କ୍ଷୀର ଢାଳିଛନ୍ତି। ଦୁଗ୍ଧ ଉତ୍ପାଦ କେନ୍ଦ୍ରର କର୍ମଚାରୀମାନେ ଜାଣିଶୁଣି ନିମ୍ନମାନର ଦର୍ଶାଉଛନ୍ତି। ଫଳରେ ଚାଷୀ କ୍ଷୀର ଉଚିତ୍‌ ମୂଲ୍ୟ ପାଉ ନ ଥିବା…

ଏବେ ସୋମବାର ଛାତ୍ରୀଛାତ୍ର ଖାଇବେ ଅଣ୍ଡା

ଭବାନୀପାଟଣା,୪ା୪(ଉତ୍ତମ କୁମାର ଦାଶ): ଭାରତୀୟ ଧର୍ମ ଓ ସଂସ୍କୃତିର ପ୍ରବହମାନ ଧାରାରେ ଶିବ ଉପାସନା ବହୁ ପ୍ରାଚୀନ। ଫଳସ୍ବରୂପ ଗାଁଠାରୁ ସହରଯାଏ ସୋମବାର ଦିନଟିକୁ ମହାପ୍ରଭୁ ଶିବଙ୍କ ବାର ବୋଲି ଲୋକେ ମାନି ଚଳିଆସୁଛନ୍ତି। ଏହି ଦିନ ଅଧିକାଂଶ ପରିବାରରେ ଆମିଷ…

ଶୁଖିଲା ପଡ଼ିଛି ତେଲେନ ନଦୀ

କୋଲାବିରା,୪।୪(ଚିନ୍ମୟ କୁମାର ବହିଦାର): ଝାରସୁଗୁଡ଼ା ଜିଲା କୋଲାବିରା ଅଞ୍ଚଳରେ ଅନେକ ଜଳାଶୟ ଏବଂ ନଈନାଳର ପାଣି ଏବର୍ଷ ଯଥେଷ୍ଟ ଆଗରୁ ଶୁଖିଗଲାଣି। ପୂର୍ବ ବର୍ଷ ଏପ୍ରିଲରେ ଯେଉଁ ସ୍ଥିତି ଥିଲା, ଏବର୍ଷ ଜାନୁଆରୀ ପରଠାରୁ ତାହା ଦେଖାଗଲାଣି। ଗ୍ରୀଷ୍ମ ଆରମ୍ଭ ହେଉଣୁ…

ଶିକାର ଭାବି ସାଙ୍ଗକୁ ଗୁଳି

ଢେଙ୍କାନାଳ,୪ା୪(ରତନ ନାୟାର): ହିନ୍ଦୋଳ ରାସୋଳ ଥାନା ଅନ୍ତର୍ଗତ କଦଳୀପାଳ ମାନପୁର ଗାଁ ନିକଟରେ ଶିକାର ପାଇଁ ଯାଇଥିବା ବେଳେ ସାଙ୍ଗକୁ ଗୁଳି କରିଛନ୍ତି ଅନ୍ୟ ଜଣେ ସାଙ୍ଗ। ଗୁରୁବାର ବିଳମ୍ବିତ ରାତିରେ ଘଟିଛି ଏହି ଘଟଣା। ମାନପୁର ଗାଁର ୪ ସାଙ୍ଗ…

ବ୍ଲକ ଅଧ୍ୟକ୍ଷ-ଉପାଧ୍ୟକ୍ଷଙ୍କ ବିବାଦ ତୁଟୁନି, ଉପଜିଲାପାଳଙ୍କୁ ଅଭିଯୋଗପତ୍ର ପ୍ରଦାନ

କୋରାପୁଟ,୪ା୪(ଅମିତାଭ ବେହେରା): କୋରାପୁଟ ଜିଲାର ନାରାୟଣପାଟଣା ବ୍ଲକ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷାଙ୍କ ମଧ୍ୟରେ ବିବାଦ ଘନୀଭୂତ ହେବାରେ ଲାଗିଛି। ନାରାୟଣପାଟଣା ବ୍ଲକ ଅଧ୍ୟକ୍ଷ ଜି.ତ୍ରିନାଥଙ୍କ ବିରୋଧରେ ଉପାଧ୍ୟକ୍ଷା ରିନୁ ଦାସଙ୍କ ନେତୃତ୍ୱରେ ୫ ଜଣ ସମିତି ମେମ୍ବର ଏବଂ ୯ ଜଣ…

ଆମ୍ବୁଲାନ୍ସରେ ଫାଟିଲା ଅକ୍ସିଜେନ ସିଲିଣ୍ଡର, ଜଣେ ଗୁରୁତର

ବଲାଙ୍ଗୀର/ଟିଟିଲାଗଡ଼,୪ା୪(ସୁନୀଲ କୁମାର ମହାନ୍ତି/ଶରତ ମିଶ୍ର): ନବଜାତ ଯାଆଁଳା ଶିଶୁ କନ୍ୟାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଟିଟିଲାଗଡ଼ ମାତୃ ଓ ଶିଶୁ ଚିକିତ୍ସାଳୟରୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତର ସମୟରେ ଶୁକ୍ରବାର ସକାଳେ ଏକ ଅଘଟଣ ଘଟିଛି। ଆମ୍ବୁଲାନ୍ସର ଅକ୍ସିଜେନ…

ଘରୁ ଡାକିଆଣି ଯୁବକଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ଖୋର୍ଦ୍ଧା,୪ା୪(ପ୍ରଭାତ ପାଣିଗ୍ରାହୀ): ଜଟଣୀ ଥାନା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତକ ଜଟଣୀ ବିକାଶ ନଗରର ମାନସ ଦଳାଇ। ଗୁରୁବାର ବିଳମ୍ବିତ ରାତିରେ ଘରୁ ଡାକିନେଇ ଖଣ୍ଡାରେ ହାଣି ହତ୍ୟା କରିଥିବା ସୂଚନା ମିଳିଛି। ହତ୍ୟାକାଣ୍ଡ ପଛରେ ନିଶା…

୩୪ ଛାତ୍ରୀଛାତ୍ରଙ୍କୁ ପଢ଼ାଉଛନ୍ତି ଜଣେ ଶିକ୍ଷକ

ପଟ୍ଟାଙ୍ଗି,୪ା୪(ଶରତ କୁମାର ଧଳ): ଶିକ୍ଷା ବ୍ୟବସ୍ଥାକୁ ନେଇ ଦେଖା ଦେଉଥିବା ଅବ୍ୟବସ୍ଥା ସମ୍ପର୍କରେ ବିଭିନ୍ନ ସମୟରେ ଗଣମାଧ୍ୟମରେ ଖବର ପ୍ରକାଶ ପାଉଛି। କିନ୍ତୁ ଜିଲା ଶିକ୍ଷା ବିଭାଗକୁ ଅନ୍ଧାରରେ ରଖି ବ୍ଲକ୍‌ ଶିକ୍ଷା ବିଭାଗର ଅବ୍ୟବସ୍ଥାର ନଜିର ରହିଛି। କୋରାପୁଟ ଜିଲାର…

ଏବେ ବି ରାଜସ୍ବ ମାନଚିତ୍ରରେ ନାହିଁ ମାଛକୁଣ୍ଡ ନଦୀ

ନନ୍ଦପୁର,୪ା୪(ତୁଷାରକାନ୍ତ ମହାନ୍ତି): ୨୦୨୪ ଏପ୍ରିଲ ୪ରେ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାନ୍ଥଲୁଙ୍ଗ ପଞ୍ଚାୟତ ଦେଇ ପ୍ରବାହିତ ମାଛକୁଣ୍ଡ ନଦୀର ଶୋଭାପୁଟ ଓ ସୁଡୁବ ଘାଟ ଜାତୀୟ ହରିତ ଅଧିକରଣ(ଗ୍ରୀନ ଟ୍ରିବୁନାଲ) ଟିମ୍‌ ଦୁଇ ଆନ୍ଧ୍ର-ଓଡ଼ିଶାର ରାଜସ୍ବ ଅଧିକାରୀଙ୍କ ସହ ପରିଦର୍ଶନ…

ସଜେଇ ହେଉଛି ପ୍ରାଥମିକ-ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ପ୍ରଥମ ପର୍ଯ୍ୟାୟରେ ୫୪ଟି ବିଦ୍ୟାଳୟକୁ ରୂପାନ୍ତର

ଦାରିଙ୍ଗବାଡି,୪।୪ (ଅରୁଣ ସାହୁ):ଏବେ ଆଉ ବିଦ୍ୟାଳୟକୁ ଯିବାକୁ ଛାତ୍ରୀଛାତ୍ରଙ୍କ ମୁହଁରୁ ନା ଶୁଣିବାକୁ ମିଳିବନି। ଅଭିଭାବକମାନେ ଏଣିକି ଘରୋଇ ବଦଳରେ ସରକାରୀ ବିଦ୍ୟାଳୟକୁ ପିଲାଙ୍କୁ ପଠାଇବେ। ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ରୂପରେଖକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିବା ପାଇଁ…

ପିସ୍ତଲ ମୁନରେ ଧମକ: ଯୁବକଙ୍କୁ ବାନ୍ଧିଲା ପୋଲିସ

ସୁନ୍ଦରଗଡ,୪/୪(ଜୟ ନାରାୟଣ ମେଣ୍ଡୁଳି): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପିସ୍ତଲ ଦେଖାଇ ଜୀବନରେ ମାରିଦେବାକୁ ଧମକ ଦେବା ଅଭିଯୋଗରେ ର ସୁନ୍ଦରଗଡ ଜିଲା ହାତୀବାରୀ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ପୋଲିସ ଏହି ଯୁବକଙ୍କ ନିକଟରୁ ଏକ ପିସ୍ତଲ…

ଖଣ୍ଡଦେଉଳି ପିଏମ୍‌ଶ୍ରୀ ସ୍କୁଲର ବାର୍ଷିକୋତ୍ସବ

ଗଞ୍ଜାମ,୪ା୪ (ବିଦ୍ୟାଧର ସାହୁ):ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପିଏମଶ୍ରୀ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଡା.ଶଙ୍କର ନାରାୟଣ ବେଜଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ସମ୍ମାନିତ ଅତିଥିଭାବେ ଡିପିସି ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?