ଆମ ଜିଲା ଖବର

ଜୟଶ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୪୬ ତମ ବାର୍ଷିକ ଉତ୍ସବ, ଛାତ୍ରୀଛାତ୍ରଙ୍କୁ ମୋବାଇଲଠାରୁ ଦୁରେଇ ରହିବାକୁ ପରାମର୍ଶ

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଜୟଶ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ 46 ତମ ବାର୍ଷିକ ଉତ୍ସବ ପାଳିତ ହୋଇ ଯାଇଛି l ଏଥିରେ ମୁଖ୍ୟ ଅତିଥି ଗଞ୍ଜାମ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ସୁଶ୍ରୀ ସୁଚିତ୍ରା ପାଣିଗ୍ରାହୀ, ମୁଖ୍ୟ ବକ୍ତା ଗଞ୍ଜାମ ଏନ.ଏ. ସି କାର୍ଯ୍ୟନିବାହୀ…

ଆଉ କେହି ରହିବେନି ଅପାଠୁଆ, ସଭିଏଁ ସ୍କୁଲ ଯିବା……

କର୍ଲାମୁଣ୍ଡା,୨।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ବ୍ଲକ ଶିକ୍ଷା ବିଭାଗ କାର୍ଯ୍ୟାଳୟଠାରେ ବୁଧବାର ସଭିଏଁ ସ୍କୁଲ ଯିବା ଉଦ୍ଦେଶ୍ୟରେ ସଚେତନତା ସୃଷ୍ଟି ପାଇଁ ସଚେତନ ରଥ ଉଦ୍‌ଘାଟନ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ସରପଞ୍ଚ ସ୍ବର୍ଣ୍ଣଲତା ସାହୁ,…

ରୋଚକ ମୋଡ଼ ନେଉଛି କୁକୁଡ଼ାଖଣ୍ଡି ବ୍ଲକ ରାଜନୀତି

ବ୍ରହ୍ମପୁର,୨ା୪:ଗଞ୍ଜାମ ଜିଲା ଦିଗପହଣ୍ଡି ନିର୍ବାଚନମଣ୍ଡଳୀର କୁକୁଡ଼ାଖଣ୍ଡି ବ୍ଲକ ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ପାତ୍ରଙ୍କ ୨୦୨୪ ଜୁନ ୬ରେ ମୃତ୍ୟୁ ହୋଇଥିଲା। ଏହାପରେ ବ୍ଲକ ଉପାଧ୍ୟକ୍ଷା ବିଷ୍ଣୁପ୍ରିୟା ପାତ୍ର ସରକାରୀ ନିୟମ ଅନୁଯାୟୀ ୧୮୦ ଦିନ ପର୍ଯ୍ୟନ୍ତ ଅଧ୍ୟକ୍ଷ ଦାୟିତ୍ୱ ତୁଲାଇଥିଲେ। ବର୍ତ୍ତମାନ…

ଉତ୍ତମ ଛାତ୍ର ଗଠନରେ ମାତାପିତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ନୂଆପଡ଼ା,୨।୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସରସ୍ବତୀ ଶିଶୁ ମନ୍ଦିରର ୨୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଆଚାର୍ଯ୍ୟ ରବିନ୍ଦ୍ର କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ଜିଲାପାଳ ମଧୁସୂଦନ ଦାସ ମୁଖ୍ୟଅତିଥି, ପୂର୍ବତନ…

ଯୁବକବି ସୁନୀଲଙ୍କୁ ‘ସ୍ରୋତସିନୀ ଯୁବ ସାହିତ୍ୟ ସମ୍ମାନ’

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ସ୍ରୋତସିନୀ ସାହିତ୍ୟ ସଂସଦର ଦିତୀୟ ବାର୍ଷିକ ଉତ୍ସବ ସ୍ଥାନୀୟ ଶଙ୍କର ଭବନ (ବ୍ରହ୍ମପୁର)ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବାର୍ଷିକ ଉତ୍ସବରେ ନବରସ କାର୍ଯ୍ୟକ୍ରମ, ସମ୍ବର୍ଦ୍ଧନା ସଭା ଏବଂ କବିତା ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ୧୦୦ରୁ ଉର୍ଦ୍ଧ୍ୱ…

ମାରାଗୁଡ଼ା ଲୋକ ମହୋତ୍ସବ ଉଦ୍‌ଘାଟିତ ସମ୍ବଲପୁରୀ ନାଚଗୀତରେ ଝୁମିଲେ ଦର୍ଶକ

ନୂଆପଡ଼ା,୨।୪(ମକାରୁ ବେମାଲ): ସ୍ଥାନୀୟ ଲୋକ ସଂସ୍କୃତି, ପରମ୍ପରା, ଐତିହ୍ୟକୁ ନେଇ ନୂଆପଡା ମିନି ଷ୍ଟାଡିୟମଠାରେ ମଙ୍ଗଳବାର ମାରାଗୁଡା ଲୋକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ ମଧୁସୂଦନ ଦାସଙ୍କ ନେତୃତ୍ୱରେ ସକାଳେ କଣାଭଏଁରା ମନ୍ଦିର-ସାଲିହା ସ୍ମୃତିପୀଠରୁ ମଶାଳ ବାହାରି ସହର ପରିକ୍ରମା କରିଥିଲା।…

+୨ ପରୀକ୍ଷା ଖାତା ମୂଲ୍ୟାଙ୍କନ ଆରମ୍ଭ

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ): ରାଜ୍ୟରେ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ ବୁଧବାରଠାରୁ ଆରମ୍ଭ ହୋଇଛି। ରାଜ୍ୟ ସରକାର ଚଳିତ ବର୍ଷ ମାଟ୍ରିକ, ଯୁକ୍ତ ୨ ଏବଂ ଯୁକ୍ତ ୩ ପରୀକ୍ଷା ଫଳ ନିର୍ଦ୍ଧାରିତ ସମୟରେ ପ୍ରକାଶିତ କରିବା ପାଇଁ ପଦକ୍ଷେପ ନେଇଛନ୍ତି।…

କାମରେ ଆସୁନି ଗୋଷ୍ଠୀ ଶୌଚାଳୟ: ଲକ୍ଷାଧିକ ଟଙ୍କା ଖର୍ଚ୍ଚକୁ ନେଇ ଉଠିଲା ପ୍ରଶ୍ନ

ଦାରିଙ୍ଗବାଡି,୨ /୪ (ଅରୁଣ ସାହୁ): ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ସରକାର କୋଟି କୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏଥିପାଇଁ ପଞ୍ଚାୟତ ସମିତି ଏବଂ ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ଜନହିତରେ ଶୁଦ୍ଧ ପିଇବାପାଣିର ବ୍ୟବସ୍ଥା ସହ ଗୋଷ୍ଠୀ ଶୌଚାଳୟ, ବିଶ୍ରାମଗାର ଆଦି…

୧୩ ଦିନିଆ ଗଞ୍ଜାମ ମା’ ଦକ୍ଷିଣ କାଳୀଙ୍କ ଦଣ୍ଡଯାତ୍ରା ଶୁଭାରମ୍ଭ

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ପ୍ରସିଦ୍ଧ ଶ୍ରୀ ଶ୍ରୀ ମା’ ଦକ୍ଷିଣ ଦଣ୍ଡକାଳୀଙ୍କ ୧୩ ଦିନବ୍ୟାପି ଦଣ୍ଡ ଯାତ୍ରା ବୁଧବାର ଶୁଭାରମ୍ଭ ହୋଇଛି l ଦାମୋଦରପୁର କଲେଜ ରୋଡ଼ସ୍ଥିତ ମା’ଙ୍କ ମନ୍ଦିରରୁ ବାହାରି ରାମେଶ୍ୱର ମନ୍ଦିରକୁ ଯାଇ ବାବା ରାମେଶ୍ୱରଙ୍କୁ ଆବାହନ…

କୃଷକ କଲ୍ୟାଣ ଟ୍ରଷ୍ଟ ତରଫରୁ ୨ ଲକ୍ଷ ଟଙ୍କା ଜୀବନ ବୀମା ରାଶି ପ୍ରଦାନ

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର): କୃଷକ କଲ୍ୟାଣ ଟ୍ରଷ୍ଟ ଦେବଗଡ଼ ତରଫରୁ ପୂର୍ବନିର୍ଦ୍ଧାରିତ ଅନୁଯାୟୀ ଜିଲାର ସମସ୍ତ ପଞ୍ଜୀକୃତ ଚାଷୀ ମୋଟ ୧୮,୭୭୬ ଜଣଙ୍କ ପାଇଁ ଟ୍ରଷ୍ଟର ସଭାପତି ପ୍ରଭାସ ଚନ୍ଦ୍ର ମିଶ୍ରଙ୍କ ପ୍ରତ୍ୟକ୍ଷ ଅନୁଦାନରେ ଚାଷୀମାନଙ୍କ ଜୀବନ ବୀମା ପାଇଁ ପ୍ରଦାନ…

ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ୫ଜଣ ନିର୍ବାଚିତ: ସଂଗଠନକୁ ଆହୁରି ଶକ୍ତିଶାଳୀ କରିବାକୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨।୪(ଅରୁଣ ସାହୁ)/(ପ୍ରଦୀପ ବେହେରା): ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ଜିଲ୍ଲାରୁ ୫ଜଣ ନିର୍ବାଚିତ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ଜିଉଦୟଗିରି ନିର୍ବାଚନମଣ୍ଡଳୀରୁ ଦୁଇଜଣ ପରିଷଦ ସଦସ୍ୟ ନିର୍ବାଚିତ ହୋଇଛନ୍ତି ସେମାନଙ୍କ ମଧ୍ୟରେ ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗାର ସୁକାନ୍ତ କୁମାର ସାହୁ ଏବଂ…

ରାଜ୍ୟସ୍ତରୀୟ ଅସ୍ମିତା ହକି ପ୍ରତିଯୋଗିତାରେ ଦେବଗଡ ଦଳର ସଫଳତା: ଖେଳାଳିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ରାଉରକେଲାସ୍ଥିତ ବୀର୍ସା ମୁଣ୍ଡା ହକି ଷ୍ଟାଡିୟମ ଠାରେ ଗତ ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ରାଜ୍ୟ ସ୍ତରୀୟ ଅସ୍ମିତା ହକି ପ୍ରତିଯୋଗୀତାରେ କୃତିତ୍ୱ ଅର୍ଜନ କରିଥିବା ଦେବଗଡ ଜିଲାର ସବ-ଜୁନିଅର ବାଳିକା ହକି ଦଳକୁ ଜିଲା ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?