ଧାନମଣ୍ଡି ବୁଲିଲେ ଜିଲାପାଳ, ଭିତ୍ତିଭୂମି ନେଇ କହିଲେ…
କର୍ଲାମୁଣ୍ଡା:୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାପାଳ ସଚିନ ପାୱାର ଗୁରୁବାର କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଧାନମଣ୍ଡି ପରିଦର୍ଶନ କରିଛନ୍ତି। ଏହି ଅବସରରେ ଜିଲାପାଳଙ୍କ ସହ ଭବାନୀପାଟଣା ଉପଜିଲାପାଳ ପ୍ରଭାତ କୁମାର ପରିଡ଼ା, କର୍ଲାମୁଣ୍ଡା ବିଡିଓ ମଣ୍ଟୁ ଖମାରୀ, ତହସିଲଦାର ଅରୁଣ ବର୍ଗେ…
ବାଲ୍ୟ ବିବାହ, କନ୍ୟାଭ୍ରୁଣ ହତ୍ୟା ବନ୍ଦ ନେଇ ସଚେତନ
ପୁରୁଷୋତ୍ତମପୁର,୫ା୧୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସି ୨ ନଂ ଓ୍ବାର୍ଡର ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିସରରେ କିଶୋରୀ ବାଳିକାମାନଙ୍କୁ ନେଇ ବାଲ୍ୟ ବିବାହ ଓ ଲିଙ୍ଗ ଭିତ୍ତିକ ସଚେତନତା ସୃଷ୍ଟି କରାଯାଇଛି। ଅଙ୍ଗନଓ୍ବାଡ଼ି କର୍ମୀ ଇ. ଅନିତାଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ…
ମାଣବସା ଗୁରୁବାରରେ ସ୍ତ୍ରୀଙ୍କ ଜୀବନ ନେଇଗଲେ ସ୍ବାମୀ, ଅଟକ ରଖିଲା ପୋଲିସ
ଭୋଗରାଇ,୫ା୧୨(ପ୍ରଦୀପ ଦାସ): ଘରୋଇ କଳହରୁ ମାର୍ଗଶିର ମାସ ମାଣବସା ଗୁରୁବାରରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବାର ଭୋଗରାଇ ଥାନାରେ ଅଭିଯୋଗ ହୋଇଛି l ଅଭିଯୋଗ ଅନୁଯାୟୀ, ଭୋଗରାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ…
ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିବାରୁ ଅଙ୍ଗନବାଡି କର୍ମୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଲୋକେ
ଗଜପତି,୫।୧୨(ଗିରିଧାରୀ ପରିଛା):ଗଜପତି ଜିଲା ରାୟଗଡ ବ୍ଲକ ହଟିବାଡି ଗ୍ରାମରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ହଟିବାଡି ଗ୍ରାମର ମହିଳା ଓ କିଛି ଝିଅ ସୁଭଦ୍ରା ଯୋଜନାରେ ଆବେଦନ କରିଥିଲେ। ହେଲେ ଗ୍ରାମର କିଛି ମହିଳା ଏହି ଯୋଜନାରୁ କିଛି ଭୁଲ ତଥ୍ୟ…
ଅପରାଧୀଙ୍କ ଚରାଭୂଇଁ ପାଲଟିଛି ରମ୍ଭା ଅଞ୍ଚଳ, ଗୁଳି ଫୁଟାଇ କାଜୁ ଫ୍ୟାକ୍ଟ୍ରି ମାଲିକଙ୍କଠାରୁ ଲୁଟିନେଲେ
ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ବର୍ତ୍ତମାନ ଅପରାଧୀଙ୍କ ଚରାଭୂଇଁ ପାଲଟିଛି ରମ୍ଭା ଅଞ୍ଚଳ। ହୁମା ଫାଣ୍ଡି ଓ ରମ୍ଭା ଥାନା ପୋଲିସକୁ ଚ୍ୟାଲେଞ୍ଜ କରି ଗୋଟିଏ ଗୋଟିଏ ପରେ ଲୁଟ୍ କରି ଚାଲିଛନ୍ତି ଲୁଟେରା ଦଳ। ଏହାକୁ ନିତିଦିନିଆ ଭାବେ ଅଭ୍ୟାସରେ ପରିଣୟ କରିଲେଣି…
ଗୁହାଳରୁ ଗାଈକୁ ଘୋଷାଡ଼ି ନେଇ ମାରି ଖାଇଥିଲା ମହାବଳ, କ୍ୟାମେରାରେ ହେଲା କଏଦ
ଗଜପତି,୫ା୧୨(ଗିରିଧାରୀ ପରିଚ୍ଛା): ବନ ବିଭାଗର ଟ୍ରାପ୍ କ୍ୟାମେରାରେ କଏଦ ହେଲା ମହାବଳ। ବୁଧବାର ସନ୍ଧ୍ୟାରେ ଅନ୍ଧାରିଝୋଳା ନିକଟରେ କାଜୁ ଜଙ୍ଗଲରେ ଟ୍ରାପ୍ କ୍ୟାମେରା ଖଞ୍ଜି ଥିଲା ବନ ବିଭାଗ। ମଙ୍ଗଳବାର ବିଳମ୍ବିତ ରାତିରେ ଜାକବ ସବରଙ୍କ ଗୁହାଳରୁ ଗାଈକୁ ଘୋଷାଡ଼ି ନେଇ…
ତାଲା ଭାଙ୍ଗି ସ୍ବାସ୍ଥ୍ୟକେନ୍ଦ୍ରରୁ ଦୁର୍ବୃତ୍ତ ଲୁଟିନେଲେ ଏଲ୍ଇଡି ଟିଭି, ପ୍ରିଣ୍ଟର
ଭୁବନ,୫ା୧୨(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଓଡ଼ିଶ ଗ୍ରାମରେ ଥିବା ପ୍ରାଥମିକ ସାସ୍ଥ୍ୟକେନ୍ଦ୍ରରୁ ବୁଧବାର ବିଳମ୍ବିତ ରାତିରେ ଏଲ୍ଇଡି ଟିଭି ଓ ପ୍ରିଣ୍ଟର ଚୋରି ହୋଇଯାଇଛି। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀମାନେ ଘରକୁ ଫେରିବାର ପରେ ଦୁର୍ବୃତ୍ତମାନେ ତାଲା ଭାଙ୍ଗି…
ଓ୍ବାଚ୍ ଟାଓ୍ବାର ନିର୍ମାଣ ଅଧାପନ୍ତରିଆ: ପର୍ଯ୍ୟଟକ ନିରାଶ, ଅନୁଦାନ ପାଇଁ ଚିଠି
ଦାରିଙ୍ଗବାଡ଼ି,୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ଆଗମନ ହେଉଥିବାବେଳେ ଡିସେମ୍ବର ୨୦ରୁ ଜାନୁଆରୀ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ପ୍ରତିବର୍ଷ ପର୍ଯ୍ୟଟକଙ୍କ ଭିଡ଼ ଅଧିକ ଦେଖିବାକୁ ମିଳିଥାଏ। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ସ୍ଥାନୀୟ ଓ ଜିଲା ପ୍ରଶାସନ ପକ୍ଷରୁ…
ଲଗେଜ ବ୍ୟାଗରେ ନେଉଥିଲେ ୫୮ କେଜି ରୁପା, ରେଲ୍ଓ୍ବେ ଷ୍ଟେଶନରେ ପଡ଼ିଲେ ଧରା
ରାଉରକେଲା,୫।୧୨(ସଙ୍ଗୀତା ଜେନା): ରାଉରକେଲା ରେଳ ଷ୍ଟେଶନ ପରିସରରୁ ଯାଞ୍ଚ ସମୟରେ ବିପୁଳ ପରିମାଣର ରୁପା ଜବତ ହୋଇ ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟକୁ ହସ୍ତାନ୍ତର କରାଯାଇଛି। ଏଥିସହ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ବ୍ୟକ୍ତି ଜଣଙ୍କ ତାଙ୍କ ଲଗେଜ ବ୍ୟାଗରେ ପ୍ରାୟ ୫୮…
ଫିଲ୍ମ ଷ୍ଟାଇଲ୍ରେ ଘର ଭିତରେ ପଶି ହାଣିଲେ, ଲୁଟି ନେଲେ ସୁନାଗହଣା-ଟଙ୍କା
ଭଦ୍ରକ, ୫।୧୨(ସନାତନ ରାଉତ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ବଡ଼ ନପଙ୍ଗ ଗାଁରେ ସଶସ୍ତ୍ର ଡକାୟତି ହୋଇଛି l ଗାଁର ମାଧବ ସେଠୀଙ୍କ ଘରେ ପଶି ଦୁର୍ବୁତ୍ତମାନେ ଭୁଜାଲି ଦେଖାଇ ଭୟଭୀତ କରିବା ସହିତ କୋଦାଳରେ ଆକ୍ରମଣ କରି ଡକାୟତି କରିଛନ୍ତି…
ପରିତ୍ୟକ୍ତ ଅବସ୍ଥାରେ ଜନଜାତି ସଂଗ୍ରାହାଳୟ:ପର୍ଯ୍ୟଟକ ନିରାଶ
ଦାରିଙ୍ଗବାଡି, ୫।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ହିଲିଭିୟୁ ପାର୍କ ପରିସର ମଧ୍ୟରେ ରହିଛି ଜନଜାତି ସଂଗ୍ରାହାଳୟ। ହେଲେ ଖୋଲିବାର ମାତ୍ର କିଛି ଦିନ ମଧ୍ୟରେ ଉକ୍ତ ସଂଗ୍ରାହାଳୟଟିରେ ତାଲା ଝୁଲୁଛି। ଏବେ ଉକ୍ତ କୋଠା ବିପଦପୂର୍ଣ୍ଣ ଅବସ୍ଥାରେ ପଡିରହିଛି।…
ମେଡିକାଲ କର୍ମଚାରୀଙ୍କୁ ମାଡ଼ ମାରି ଜଣେ ଗିରଫ
ହିଞ୍ଜିଳିକାଟୁ,୪ା୧୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଆଡ଼ପଡ଼ା ଆଉଟ ପୋଷ୍ଟ ଅଧୀନ ଆଡ଼ପଡ଼ା ମେଡିକାଲରେ ମଙ୍ଗଳବାର ଚିକିତ୍ସାରେ ବିଳମ୍ବ ଅଭିଯୋଗ କରି ୨ଯୁବକ ଉତ୍ତ୍ୟକ୍ତ ହୋଇ ମେଡିକାଲ କର୍ମଚାରୀ ଓ ସୁରକ୍ଷାକର୍ମୀଙ୍କୁ ମାଡ଼ ମାରିଥିଲେ। ଏ ସଂକ୍ରାନ୍ତରେ ମେଡିକାଲ କର୍ତ୍ତୃପକ୍ଷଙ୍କ…
Archives


