ଆମ ଜିଲା ଖବର

ବରପୁତ୍ରଙ୍କୁ ମନେ ପକାଇଲେ ବିଧାୟକ, ଶ୍ରଦ୍ଧାଞ୍ଜଳି ଦେଇ କହିଲେ…

କୋରାପୁଟ,୧ା୪(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲା ସଦରମହକୁମାରେ ଜିଲାସ୍ତରୀୟ ଓଡ଼ିଶା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ପବିତ୍ର ଦିବସରେ କୋରାପୁଟ ସହରରେ ସ୍ଥାପନ କରାଯାଇଥିବା ସ୍ବାଧୀନତା ସଂଗ୍ରାମୀ ଓ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଏହି ଅବସରରେ ସ୍ଥାନୀୟ…

କାହା ସ୍ବାର୍ଥରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ? ନିର୍ମାଣର ୬ବର୍ଷ ପରେ ମଧ୍ୟ ଆସିଲା ନାହିଁ ଲୋକଙ୍କ କାମରେ

ଥୁଆମୂଳ ରାମପୁର,୧।୪(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାରଙ୍କ ଜଳସେଚନ ପ୍ରକଳ୍ପ ଦ୍ବାରା କୃଷିର ଉନ୍ନତି ଆଣିବା ପାଇଁ କୋଟି କୋଟି ଟଙ୍କା ବ୍ୟୟବରାଦରେ ବିଭିନ୍ନ ସ୍ଥାନରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଜରିଆରେ ପ୍ରକଳ୍ପ ଗୁଡିକ ର୍ନିମାଣ କରାଯାଉଛି। କିନ୍ତୁ କିଛି ସ୍ଥାନରେ ଅର୍ଦ୍ଧ…

ମା’ ଶୀତଳା ଠାକୁରାଣୀଙ୍କ ଯାତ୍ରା ପାଇଁ କାଇଁଚପୁର ଚଳଚଞ୍ଚଳ

ଗଞ୍ଜାମ,୧ା୪(ବିଦ୍ୟାଧର ସାହୁ): ଆସନ୍ତା ୩୦ରେ ଆରମ୍ଭ ହେବ ମା’ ଶୀତଳା ଠାକୁରାଣୀଙ୍କ ଯାତ୍ରା l ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଲାଣି ସମଗ୍ର କାଇଁଚପୁର ଅଞ୍ଚଳ l ମଙ୍ଗଳବାର ଅପରାହ୍ନରେ ଗ୍ରାମର ରେଡି ସାହିଠାରେ ପୂଜକ ଲକ୍ଷ୍ମୀ ନାରାୟଣ ପଣ୍ଡାଙ୍କ ଦ୍ୱାରା ପୂଜାର୍ଚ୍ଚନା…

ଖେମୁଣ୍ଡି ଚିତ୍ରକଳା ବିଦ୍ୟାଳୟ ଉଦଘାଟିତ

ଦିଗପହଣ୍ଡି,୧।୪(ଅଶେଷ ନାଥ ମିଶ୍ର): ପବିତ୍ର ଉତ୍କଳ ଦିବସ ଅବସରରେ ମଙ୍ଗଳବାର ଦିଗପହଣ୍ଡି ଠାରେ ଖେମୁଣ୍ଡି ଚିତ୍ରକଳା ବିଦ୍ୟାଳୟ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି। ସ୍ଥାନୀୟ କୋର୍ଟ ସାହି ସ୍ଥିତ ଏକ ଅସ୍ଥାୟୀ କୋଠାରେ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ଉଦଘାଟନୀ ସଭାରେ ବିଦ୍ୟାଳୟ…

ଚାଲିଥିଲା ସେକ୍ସ ର଼୍ୟାକେଟ୍‌: ଗ୍ରାହକ ସାଜି ରାଣୀ ମହୁମାଛିଙ୍କ ସମେତ ୫ ଜଣଙ୍କୁ ଧରିଲା ପୋଲିସ

ରାଉରକେଲା,୧ା୪: ସୁନ୍ଦରଗଡ଼ ଜିଲା ଝିରପାଣି ଥାନା କୋଏଲ ନଗର ଅଞ୍ଚଳରେ ମଙ୍ଗଳବାର ଏକ ସେକ୍ସ ର଼୍ୟାକେଟ୍‌ ଠାବ ହୋଇଛି। ରାଣୀ ମହୁମାଛିଙ୍କ ସମେତ ୫ ଦେହଜୀବୀଙ୍କୁ ଉଦ୍ଧାର କରିଛି ପୋଲିସ। ଏଥିସହିତ ସେକ୍ସ ର଼୍ୟାକେଟ ଚଳାଉଥିବା ୫ ଜଣ ଦଲାଲ ମଧ୍ୟ…

ପୋଲିସ ପକ୍ଷରୁ ଜଳଛତ୍ର ଖୋଲିଲା

ଛତ୍ରପୁର,୧ା୪(ଦିଲୀପ ସାମଲ/ସନ୍ତୋଷ ପାଢ଼ୀ): ଜିଲା ସଦର ମହକୁମା ଛତ୍ରପୁରକୁ ବିଭିନ୍ନ ଅଫିସ କାର୍ଯ୍ୟ ପାଇଁ ଲୋକେ ଆସିଥାନ୍ତି। ବର୍ତ୍ତମାନ ଗ୍ରୀଷ୍ମର ପ୍ରକୋପ ବଢ଼ୁଥିବା ବେଳେ ପିଇବା ପାଣି ଟୋପେ ପାଇଁ ଲୋକଙ୍କୁ ହଇରାଣ ହେବାକୁ ପଡ଼ୁଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ…

ଘରୁ ସୁନା ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ

ଚିକିଟି,୧ା୪(ପ୍ରକାଶ ଚନ୍ଦ୍ର ସାହୁ)-କେ ନୂଆଗାଁ ଥାନା ନୂଆପଡା ଫାଣ୍ଡି ଅଞ୍ଚଳରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଉଛି। ଚାନ୍ଦପୁର ପଞ୍ଚାୟତ ଡଭାର ଗ୍ରାମର ରଞ୍ଜିତା ପଣ୍ଡାଙ୍କ ଘରୁ ସୋମବାର ମଧ୍ୟ ରାତ୍ରିରେ ଚୋରି ହୋଇଛି। ରଞ୍ଜିତା ଏକାକୀ ଶୋଇଥିବା ବେଳେ…

କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଖାତା ମୂଲ୍ୟାୟନ ପ୍ରସ୍ତୁତି ଚୂଡାନ୍ତ

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ରାଜ୍ୟରେ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ ବୁଧବାରଠାରୁ ଆରମ୍ଭ ହେବ। ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଧ୍ୟ ଯୁକ୍ତ ୨ ପରୀକ୍ଷା ଖାତା ଅଫଲାଇନ ଏବଂ ଅନ୍‌ଲାଇନ ମୂଲ୍ୟାଙ୍କନ ପାଇଁ ସମସ୍ତ ପ୍ରସ୍ତୁତି ସରିଛି।…

ଆଇଆର୍‌ବି ବାଟାଲିୟନରେ ପୋଲିସ ପ୍ରତିଷ୍ଠା ଦିବସ

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ୮ମ ସଂରକ୍ଷିତ ବାହିନୀ ତରଫରୁ ମଙ୍ଗଳବାର ଉତ୍କଳ ଦିବସ ସହ ୯୦ ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ସ୍ବତନ୍ତ୍ର ଭାରତ ସଂରକ୍ଷିତ ବାହିନୀର ଦୁର୍ଗପତି ସୁଧାକର ମିଶ୍ର…

ବାରୁଣି ମେଳା: ଯାତ୍ରା ଆୟୋଜନକୁ ନେଇ ଗଣ୍ଡଗୋଳ

ସୋର,୧।୪: ସୋର ସାଜନପୁର ପଞ୍ଚାୟତରେ ଚାଲିଛି ବାରୁଣି ମେଳା। ବାରୁଣି ମେଳାରେ ଯାତ୍ରା ଆୟୋଜନକୁ ନେଇ ବିବାଦ ଦେଖା ଦେଇଛି ଦୁଇ ଗୋଷ୍ଠୀ ମଧ୍ୟରେ ଯାତ୍ରା ଆୟୋଜନକୁ ନେଇ ଗଣ୍ଡଗୋଳ ହୋଇଛି। ଉତ୍ତେଜନା ପରେ ଘଟଣାସ୍ଥଳରେ ପୋଲିସ ମୁତୟନ ହୋଇଛନ୍ତି। ପୋଲିସ…

ସୋସିଆଲ ମିଡିଆରୁ ଶିଖି ଲକ୍ଷପତି ଦିଦିଙ୍କ ଲଡୁ ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୪(ଅରୁଣ ସାହୁ): ରାଜ୍ୟରେ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କୁ ସପ୍ତାହରେ ତିନିଦିନ ପୁଷ୍ଟିକର ଲଡ଼ୁ ଖାଇବାକୁ ଦିଆଯିବ ଏହି ବ୍ୟବସ୍ଥା କରାଯିବା ପାଇଁ ରାଜ୍ୟ ସରକାର ଘୋଷଣା କରିବା ପରେ ଶିକ୍ଷକ ମହଲରେ ଲଡ଼ୁ କେଉଁଠୁ ଆଣିବେ ତାହା ପଡ଼ିଛି।…

ଜିଲାସ୍ତରୀୟ ଓଡିଶା ଦିବସ ଓ ଜିଲା ପ୍ରତିଷ୍ଠା ଦିବସ: ମାତୃଭାଷାର ସୁରକ୍ଷା ଓ ରାଜ୍ୟର ବିକାଶରେ ସାମିଲ ହେବାକୁ ଆହ୍ବାନ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପ୍ରଶାସନ ତଥା ସୂଚନା ଓ ଲୋକ ସଂପର୍କ ବିଭାଗ ଆନୁକୂଲ୍ୟରେ ମଙ୍ଗଳବାର ଜିଲାସ୍ତରୀୟ ଓଡ଼ିଶା ଦିବସ ଏବଂ ବରଗଡ଼ ଜିଲାପ୍ରତିଷ୍ଠା ଦିବସ ମହାଆଡମ୍ବର ସହକାରେ ପାଳିତ ହୋଇଛି । ଏହି ଅବସରରେ ଜିଲାପାଳ ଆଦିତ୍ୟ ଗୋୟଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?