Odisha Elections 2024

ଆମ ଜିଲା ଖବର

ବ୍ରାଉନ ସୁଗାର ଜବତ: ୨ ଗିରଫ

କଟକ ଅଫିସ,୫।୧୧: ବାଲିଯାତ୍ରା ପୂର୍ବରୁ କଟକ ପୋଲିସକୁ ଏକ ପ୍ରକାର ସଫଳତା ମିଳିଛି। ଲାଲ୍‌ବାଗ ଥାନା ପୋଲିସ ୨ ବ୍ରାଉନ ସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୧୦୬ ଗ୍ରାମ ଓଜନର ବ୍ରାଉନ ସୁଗାର ଜବତ ହୋଇଛି। ଏହାର...

ଗାଁକୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

କୋକସରା,୫।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୂଷାପାଳି ପଞ୍ଚାୟତ ବଗଡିଆପଡ଼ାର ଜୟଲାଲ ରାଉତଙ୍କ ପୁଅ ଚନ୍ଦ୍ରମଣି ରାଉତ(୨୭) ଗତ ସପ୍ତାହରେ ଆନ୍ଧ୍ରପ୍ରଦେଶ ନିଜାମାବାଦକୁ ଦାଦନ ଖଟିବାକୁ ଯାଇଥିଲେ। ହେଲେ ଟ୍ରାକ୍ଟର ଦୁର୍ଘଟଣାରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଥିଲା। ପରିବାର ଲୋକେ...

ଆସୁଛି ବାଲିଯାତ୍ରା: ଚଳଚଞ୍ଚଳ କଟକ

କଟକ ଅଫିସ,୫।୧୧: ପାଖେଇ ଆସୁଛି ବାଲିଯାତ୍ରା। ଚଳଚଞ୍ଚଳ ହେଲାଣି କଟକ। ବାଲିଯାତ୍ରା ପଡ଼ିଆରେ ଗୋଟିଏ ପରେ ଗୋଟିଏ ଷ୍ଟଲ ଖୋଲା ଯାଉଛି। ଷ୍ଟଲ ନିର୍ମାଣରେ ଦିନରାତି ଲଗେଇ ଦେଇଛନ୍ତି କାରିଗର। ରାସ୍ତା କାମ ଶେଷ ପର୍ଯ୍ୟାୟରେ ଥିଲାବେଳେ ବିଦ୍ୟୁତ ବିଭାଗ...

୧୨ଦଫା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ରେଢାଖୋଲ,୫।୧୧(ଡି.ଏନ୍‌.ଏ): ୧୨ ଦଫା ଦାବିରେ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ରେଢାଖୋଲ ଶାଖା ପକ୍ଷରୁ ଶନିବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏସ୍‌ୟୁସିଆଇର ବହୁ କର୍ମକର୍ତ୍ତା ସ୍ଥାନୀୟ ଭୀମଭୋଇ...

ସୋରଡ଼ା ଏସ୍‌ବିଆଇ ଶାଖାରେ ପହଞ୍ଚିଲା ୨୦ ଟଙ୍କିଆ କଏନ

ସୋରଡା,୫।୧୧: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଜାଦୀ କା ଅମୃତ ମହୋତ୍ସବର ୭୫ ବର୍ଷ ଉପଲକ୍ଷେ ନୂତନ ୨୦ ଟଙ୍କିଆ କଏନ ପ୍ରଚଳନ ହେବା ପରେ ଶନିବାର ପ୍ରଥମେ ସୋରଡା ଏସ୍‌ବିଆଇ ଶାଖାରେ ପହଞ୍ଚିଛି। ଏହି ଅବସରରେ ବ୍ୟାଙ୍କ ପକ୍ଷରୁ ଗ୍ରାହକଙ୍କୁ...

ମୁଖ୍ୟ ସ୍ରୋତକୁ ଫେରିଲେ ୪୦୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ: ପୋଡ଼ିଲେ ଡ୍ରେସ୍‌

ଚିତ୍ରକୋଣ୍ଡା,୫।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ ଲାଉଗୁଡ଼ାଠାରେ ୪୦୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ ଶନିବାର ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି। ଏପରି କି ଅଗଷ୍ଟ ୨୨ରେ ଗୁରୁପ୍ରିୟାଠାରେ ୧୮୦ ଶିମିଳିଆ ଏବଂ ୫୦୦ରୁ ଊର୍ଦ୍ଧ୍ୱ...

ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ ଦେଖିବାକୁ ଭକ୍ତଙ୍କ ଭିଡ଼

ପୁରୀ ଅଫିସ, ୫।୧୧: ଧର୍ମର ମାସ କାର୍ତ୍ତିକ ଚାଲିଛି। ଏ ନେଇ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଉଠିଛି। ପଞ୍ଚକର ଦ୍ୱାଦଶୀ ତିଥିରେ ଶନିବାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି। ପଞ୍ଚକରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନରେ...

ପାଇକମାଳରେ ୧୨ ଘଣ୍ଟିଆ ବନ୍ଦ ପାଳନ

ପାଇକମାଳ, ୫।୧୧(ଡି.ଏନ.ଏ.): ପାଇକମାଳକୁ ଏନ୍‌ଏସି ଘୋଷଣା, ପାଇକମାଳ ପିଏଚ୍‌ସିକୁ ସିଏଚ୍‌ସି କରିବା, ୧୩୨/୩୩ କେଭି ଗ୍ରୀଡ୍‌ ସ୍ଥାପନ, ଜେଏମ୍‌ଏଫ୍‌ସି କୋର୍ଟ ଶୀଘ୍ର ଖୋଲିବା ଓ ପଦ୍ମପୁରକୁ ଜିଲା ଘୋଷଣା କରିବା ଦାବି କରି ଶୁକ୍ରବାର ୧୨ ଘଣ୍ଟିଆ ପାଇକମାଳ ବନ୍ଦ...

ଜୁଡୋ ପ୍ରତିଯୋଗିତାରେ ଦେବଗଡ଼ ଖେଳାଳିଙ୍କ ସଫଳତା

ଦେବଗଡ଼ ୫।୧୧(ଡି.ଏନ୍‌.ଏ.): ସୁରଟଠାରେ ଗତ ଅକ୍ଟୋବର ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହୋଇଥିବା ଅକ୍ଷୟ କୁମାର ଅର୍ନ୍ତଜାତୀୟ ଜୁଡୋ ପ୍ରତିଯୋଗିତାରେ ଦେବଗଡ଼କୁ ସଫଳତା ମିଳିଛି। ଏଥିରେ ଓଡ଼ିଶା ଦଳ ପକ୍ଷରୁ ଦେବଗଡ଼ ଜିଲାର ୧୦ଜଣ ପ୍ରତିଯୋଗୀ ସଫଳତା ଅର୍ଜନ...

ଜରାଜୀର୍ଣ୍ଣ ଅବସ୍ଥାରେ ସରକାରୀ ଆୟୁର୍ବେଦ ଚିକିତ୍ସାଳୟ

ସୁନ୍ଦରଗଡ଼, ୫।୧୧(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକ ଅନ୍ତର୍ଗତ ଟପରିଆ ପଞ୍ଚାୟତରେ ଦୀର୍ଘ ୧୫ ବର୍ଷ ଉପରେ ହେବ ଏକ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ ତିଆରି ହେଇଥିଲା। ଦୀର୍ଘ ଦିନ ଧରି ତାହା ବନ୍ଦ ହୋଇ ପଡିରହିଥିବାରୁ ସେହି କୋଠା...

ଜାତୀୟ ସମବାୟ ସଂଘକୁ ମନୋନିତ ହେଲେ ପିପିସିଏସ୍‌ ସଭାପତି ସୁଭ୍ରଜିତ

ପୁରୁଷୋତ୍ତମପୁର,୫।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଗ୍ରୋ ମାର୍କେଟଂ ଆଣ୍ଡ ପଲୋଟ୍ର୍ରି ସୋସାଇଟିର ନବର୍ନିବାଚିତ ଯୁବସଭାପତି ଶୁଭ୍ରଜିତ ପାଢୀ ସର୍ବଭାରତୀୟ ସମବାୟ ସଂଘର ଯୁବ କମିଟିକୁ ମନୋନିତ ହୋଇଛନ୍ତି। ଭାରତର ବିଭିନ୍ନ ସ୍ଥାନରୁ ସମୁଦାୟ ୧୫ଜଣ ସଦସ୍ୟ ମନୋନୀତ ହୋଇଥିବା ବେଳେ...

ଧାମନଗର ଉପନିର୍ବାଚନ ପରବର୍ତ୍ତୀ ହିଂସା: ଦୋକାନୀଙ୍କୁ ସଂଘବଦ୍ଧ ଆକ୍ରମଣ

ଭଦ୍ରକ ଅଫିସ,୫।୧୧: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ସରିବା ପରେ ଶୁକ୍ରବାର ସନ୍ଧ୍ୟାରେ ତିହିଡି ଥାନା ତଳଗୋପବିନ୍ଧା ପଞ୍ଚାୟତ ପାଇକ ସାହିରେ ନିର୍ବାଚନ ପରବର୍ତ୍ତୀ ହିଂସା ଘଟିଛି । ଉକ୍ତ ଗ୍ରାମର ଶଶୀକାନ୍ତ ଜେନାଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ତିହିଡି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri