କେନ୍ଦୁଝରର ୧୩ ବ୍ଲକରେ ଆରମ୍ଭ ହେଲା ଅନ୍ତ୍ୟୋଦୟ ଗୃହ ଯୋଜନା
କେନ୍ଦୁଝର,୩୦ା୩: ରବିବାର କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର ସମସ୍ତ ୧୩ଟି ବ୍ଲକରେ ଏହି ଯୋଜନାର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଛି। କେନ୍ଦୁଝରସ୍ଥିତ ଓଏସ୍ଏମ୍ଇ ବିଦ୍ୟାଳୟ ଖେଳ ପଡ଼ିଆରେ…
କଲେଜ ଯାଇ ଘରକୁ ଫେରିନାହାନ୍ତି ନାବାଳିକା ଝିଅ, ଅପହରଣକାରୀଙ୍କ ଗିରଫ ଦାବିରେ ଧାରଣା
ଚାନ୍ଦବାଲି,୩୦ା୩(ଅଶୋକ ପଣ୍ଡା): ନାବାଳିକା ଝିଅକୁ ଅପହରଣ ଘଟଣାରକୁ ୧୦ ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ନାବାଳିକାକୁ ଉଦ୍ଧାର କରିବାରେ ବିଫଳ। ଅପହରଣକାରୀଙ୍କୁ ଗିରଫ ଦାବିକରି ଫାଣ୍ଡି ଆଗରେ ପରିବାର ଳୋକଙ୍କ ଧାରଣା ଦେଇଛନ୍ତି। ଏମିତି ଘଟଣା ଦେଖିବାକୁ ମିଳିଛି ଭଦ୍ରକ…
ଖଜୁରୀପଡ଼ାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ
ଖଜୁରୀପଡ଼ା,୩୦ା୩(ବିଦୁର ବେହେରା): ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର କଳାହାଣ୍ଡି ଜିଲାରୁ ଆରମ୍ଭ ହୋଇଛି ଏହି ଯୋଜନା। ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର। ଏ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ…
ଏଣିକି ଜିଲାଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ହେବ: ମୁଖ୍ୟମନ୍ତ୍ରୀ
ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭବାନୀପାଟଣାର ରିଶିଗାଁ ଠାରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ରାଜ୍ୟର ଅଧିକାଂଶ ବ୍ଲକରେ ଏହି ଯୋଜନାର ଉଦ୍ଘାଟନ ହୋଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିରୋଧୀ ବିଜେଡିକୁ…
୩୫୪ଜଣଙ୍କୁ କାର୍ଯ୍ୟାଦେଶ ଦେଲେ ଭଞ୍ଜନଗର ବିଧାୟକ; ଯୋଗ୍ୟ ହିତାଧୀକାରୀ ବଞ୍ଚିତ ହେଲେ କାର୍ଯ୍ୟାନୁଷ୍ଠାନ
ଭଞ୍ଜନଗର,୩୦।୩(ବାବୁଲା ପ୍ରଧାନ)-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭବାନୀପାଟଣାର ରିଶିଗାଁଠାରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଆଭାସି ମାଧ୍ୟମରେ ରାଜ୍ୟର ଅଧିକାଂଶ ବ୍ଲକରେ ଏହି ଯୋଜନାର ଉଦ୍ଘାଟନ ହୋଇଥିଲା। ଏହିଭଳି ଭଞ୍ଜନଗର ବ୍ଲକରେ ମଧ୍ୟ ରବିବାର ୩୫୪ ଜଣ ହିତାଧିକାରୀଙ୍କୁ…
ଫୋନ୍ କରି ପାଖକୁ ଡାକି ଭାଜପା କର୍ମୀଙ୍କୁ ଗୁଳି କଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
କବିସୂର୍ଯ୍ୟନଗର,୩୦ା୩(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଆଠଗଡ଼ ପାଟଣା ଜନୈକ ଭାଜପା କର୍ମୀଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ ଅତି ନିକଟରୁ ହୋଇଥିବା ଜଣାପଡ଼ିଛି।କପାଳକୁ ଗୋଟିଏ ରାଉଣ୍ଡ ଗୁଳି ବାଜିଥିବା ବେଳେ ଶରୀରର ଅନ୍ୟ କେଉଁଠି କ୍ଷତ ନ ଥିବା ପ୍ରାଥମିକ ତଦନ୍ତରୁ…
ଅନ୍ତ୍ୟୋଦୟ ଗୃହ ଯୋଜନା: ପାଟଣା ବ୍ଲକରେ ୧୧୦, ସାହରପଡ଼ା ବ୍ଲକର ୭୩ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ
ପାଟଣା,୩୦।୩(ବୀରକିଶୋର ଦାଶ ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କଳାହାଣ୍ଡି ଜିଲା ଭବାନୀପାଟଣାଠାରୁ ଆଭାସି ମାଧ୍ୟମରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ କେନ୍ଦୁଝର ଜିଲା ପାଟଣା ବ୍ଲକ ପରିସରରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ…
ଗଞ୍ଜାମରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୪୦୫୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ
ଛତ୍ରପୁର, ୩୦।୩(ସନ୍ତୋଷ ପାଢ଼ୀ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା କଳାହାଣ୍ତି ଭବାନୀପାଟଣା ରିସିଗାଁ ଶ୍ରୀକୃଷ୍ଣ ନଗର ପଡ଼ିଆଠାରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜ଼ିଲା ଛତ୍ରପୁର ସ୍ଥିତ ଅନଶ୍ଲୋ ଖେଳ ପଡ଼ିଆଠାରେ ଜ଼ିଲାସ୍ତରୀୟ…
Train derail: କାମାକ୍ଷା ଏକ୍ସପ୍ରେସ୍ ଲାଇନଚ୍ୟୁତ ପରେ ଫସି ରହିଛନ୍ତି ଯାତ୍ରୀ, କରାଗଲା ସ୍ବତନ୍ତ୍ର ଟ୍ରେନ୍ ବ୍ୟବସ୍ଥା
ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ ହୋଇଛି। ଏହି ଘଟଣାରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଆହତ ହୋଇଛନ୍ତି। ଆହତଙ୍କ ଚିକିତ୍ସା ଜାରି ରହିଥିବା ବେଳେ ଫସି ରହିଥିବା ଯାତ୍ରୀଙ୍କୁ ଗନ୍ତବ୍ୟ…
କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ: ଜଣେ ଯାତ୍ରୀ ମୃତ, ୭ ଆହତ
ଚୌଦ୍ୱାର,୩୦ା୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍ଚ୍ୟୁତ ହେବାରୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୭ ଜଣ ହୋଇଛନ୍ତି। ଯାତ୍ରୀଙ୍କ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ଏସ୍ସିବି କର୍ତ୍ତୃପକ୍ଷ। ଅନ୍ୟ ଆହତମାନେ…
ବଦଳିଲା ଅନେକ ଟ୍ରେନ୍ର ଗତିପଥ
ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ୧୧ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ପ୍ରବଳ ଖରା ହେଉଥିବାରୁ ଅନ୍ୟ ଯାତ୍ରୀମାନେ ହନ୍ତସନ୍ତ ହେଉଛନ୍ତି। ଅପରପକ୍ଷେ ଉଦ୍ଧାର କାର୍ଯ୍ୟ…
କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ ଘଟଣା: ହେଲ୍ପଲାଇନ ନମ୍ବର ଜାରି କଲା ପୂର୍ବତଟ ରେଳପଥ
ଚୌଦ୍ୱାର,୩୦ା୩: ରବିବାର ମଧ୍ୟାହ୍ନରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ ଲାଇନ୍ଚ୍ୟୁତ ହେବା ପରେ ହେଲ୍ପଲାଇନ୍ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ। କଟକ ପାଇଁ ହେଲ୍ପ ଲାଇନ୍ ନମ୍ବର- ୮୯୯୧୧୨୪୨୩୮, କଟକ ପାଇଁ ମୋବାଇଲ ନଂ- ୭୨୦୫୧୪୯୫୯୧, ଭୁବନେଶ୍ବର ୧ନଂ ପ୍ଲାଟ୍ଫର୍ମରେ ହେଲ୍ପ ଡେସ୍କ…

