ଆମ ଜିଲା ଖବର

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି ଲରା ଟ୍ରେନ୍‌ଲାଇନରେ ରବିବାର ପୂର୍ବାହ୍ନରେ ଯାଉଥିବା ସମୟରେ ଏକ ଖାଲି ଟ୍ରେନ୍‌ ତାଙ୍କୁ…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଏହିଭଳି ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି ହୋଇଥିବା ଭଞ୍ଜନଗର ବେଲେଶ୍ୱର…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି ସ୍ଥିତିରେ ରବିବାର ପୂର୍ବ ଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ଓ ଏସିଆର ସର୍ବବୃହତ…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି । ଶିବଙ୍କ ଦର୍ଶନ ପାଇଁ ସକାଳଠାରୁ ପୀଠଗୁଡ଼ିକରେ ଭକ୍ତଙ୍କ ଗହଳି ଲାଗି ରହିଥିଲା। ଶ୍ରଦ୍ଧାଳୁମାନେ…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ କୁମାର ପାଢ଼ୀ ସଭାପତିତ୍ୱ କରି ମହାବିଦ୍ୟାଳୟର ସାମଗ୍ରିକ ବିକାଶ ସନ୍ତୋଷଜନକ ବୋଲି କହିଥିବାବେଳେ…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି। କିନ୍ତୁ ଏହି ମହୋତ୍ସବ ପାଇଁ ଏପର୍ଯ୍ୟନ୍ତ କୌଣସି ସ୍ଥାୟୀ ମଞ୍ଚ, ଦରବାର କିମ୍ୱା…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l ଆଇନଶୃଙ୍ଖଳା ରକ୍ଷା ଆଳରେ ପୋଲିସର ମାତ୍ରାଧିକ କାର୍ଯ୍ୟକଳାପ ପ୍ରତିବାଦରେ ସେବାୟତମାନେ ରବିବାର ଭୋରରୁ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ ହାତୀର ଜୀବନ ଯାଉଛି। ହାତୀର ଗତିବିଧି ଉପରେ ନଜର ରଖିବା ସହ ନିୟନ୍ତ୍ରଣ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ ହେବ ସବୁ ଜାଣିଶୁଣି ମଧ୍ୟ ଚୁପ୍‌ ରହିଥିଲେ। ଡାକ୍ତରଖାନାରେ ପିଲା ଜନ୍ମ ହେବା…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ ଯୁବକଙ୍କୁ ପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ହେଉଛନ୍ତି ବାଣଧର ପ୍ରଧାନ(୪୦)।…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ ଏବଂ ଶୃଙ୍ଖଳା, ସଚ୍ଚୋଟତା, ସମ୍ମାନ ଓ ଦାୟିତ୍ୱ ଶିଖାଏ। ଏକ ଭଲ ସ୍କୁଲ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ଜଣେ ଛାତ୍ରୀ ଗୁରୁତର ଆହତ ହୋଇ ହସ୍ପିଟାଲରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri