ଆମ ଜିଲା ଖବର

ଡିଜିପି ଡିସ୍କରେ ସମ୍ମାନିତ ହେବେ ନୂଆପଡ଼ା ଏସ୍‌ପି

ନୂଆପଡ଼ା,୩୦।୩:(ମକାରୁ ବେମାଲ): ପୋଲିସ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୂଆପଡା ଜିଲା ଆରକ୍ଷୀ ଅଧୀକ୍ଷକ ଜି ଆର୍‌ ରାଘବେନ୍ଦ୍ର ରାଜ୍ୟ ସରକାରଙ୍କ ତରଫରୁ ୨୦୨୪-୨୫ ବର୍ଷ ପାଇଁ ସମ୍ମାନଜନକ ଡିଜିପି ଡିସ୍କ ପାଇବା ପାଇଁ ମନୋନୀତ ହୋଇଛନ୍ତି। ୯୦ତମ ପୋଲିସ…

ଗଞ୍ଜେଇ ସିଗାରେଟ୍‌ ବିକ୍ରି କରି ଫଶିଲେ, ଜଣଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୩୦।୩: ଗଞ୍ଜାମ ଜିଲା ବ୍ରହ୍ମପୁର ଷ୍ଟାଡିୟମ ନିକଟରେ ଗଞ୍ଜେଇ ସିଗାରେଟ ବିକ୍ରି କରୁଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ସାରେ ବାନ୍ଧିଛି। ଅଭିଯୁକ୍ତ ଜଣଙ୍କ ହେଲେ ହେଲେ ଲୋଚାପଡା କାଳୁଆନଗରର ମଣିକାନ୍ତ ବୋଷ(୫୦) । ତାଙ୍କ ନିକଟରୁ ପୋଲିସ…

କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି

ବରଗଡ଼, ୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରୀଛାତ୍ରଙ୍କ ପରୀକ୍ଷାଫଳ ପ୍ରକାଶ ପାଇଛି। ସ୍କୁଲ ପରିଚାଳନା କମିଟି ଅଧ୍ୟକ୍ଷ ପଦ୍ମିନୀ ଗଡ଼ତିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ପରୀକ୍ଷାଫଳକୁ ପ୍ରକାଶ କରାଯାଇଥିଲା।…

ଆଜି ମୁଖ୍ୟମନ୍ତ୍ରୀ ଯିବେ କଳାହାଣ୍ଡି

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦ଟା ୩୦ରେ ସେ ଜିଲାର ଭବାନୀପାଟଣାସ୍ଥିତ କ୍ରିଷ୍ଣାନଗର ପଡ଼ିଆଠାରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ର ଶୁଭାରମ୍ଭ କରିବେ।…

କୋକସରା: ମନୋଜ ସଭାପତି, ଲଳିତ ସମ୍ପାଦକ

କୋକସରା,୩୦।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବେ ମନୋଜ କୁମାର ନାଏକ, ଉପସଭାପତି ଲକ୍ଷ୍ମୀକାନ୍ତ ଖମାରୀ, ସମ୍ପାଦକ ଲଳିତ କୁମାର ଦାସ, ସହସମ୍ପାଦକ ଜଗା ପଟ୍ଟନାୟକ, କୋଷାଧ୍ୟକ୍ଷ ଭାବେ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ ସୁଧାଂଶୁ ପୁଣି ସଭାପତି ନିର୍ବାଚିତ

ଭବାନୀପାଟଣା,୩୦।୩:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁଧାଂଶୁ କୁମାର ନନ୍ଦ ଦ୍ୱିତୀୟ ଥର ପାଇଁ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସମ୍ପାଦକ ଭାବେ ଅଶୋକ କୁମାର ପଟ୍ଟନାୟକ, ଉପସଭାପତି ଗଣେଶ୍ୱର ପଟ୍ଟନାୟକ, ସହକାରୀ…

ଗୁଣପୁର ସିଆରପିଏଫ ପକ୍ଷରୁ ଜନସଂପର୍କ ଶିବିର ଅନୁଷ୍ଠିତ: ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସିଲେଇ ଉପକରଣ, ପେପର ପ୍ଲେଟ ମେସିନ

ଥୁଆମୂଳ ରାମପୁର,୨୯।୩(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲାରେ ନକ୍ସଲ ବିରୋଧୀ ଅଭିଯାନ ପାଇଁ ନିୟୋଜିତ ୧୨ ବାଟାଲିୟନ, କେନ୍ଦ୍ରୀୟ ରିଜର୍ପ ଫୋର୍ସ (ସିଆରପିଏଫ) ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିଲାର ଥୁଆମୁଳ ରାମପୁର ବ୍ଳକ ଅନ୍ତର୍ଗତ ଗୁଣୁପୁରର ବଙ୍ଗଳା ପଡ଼ା ଠାରେ…

୭ ବର୍ଷ ପରେ ମା’ କୋଳକୁ ଫେରିଲେ ଝିଅ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବଜରଙ୍ଗୀ ଭାଇଜାନ ଚଳଚ୍ଚିତ୍ରର କାହାଣୀ ସଦୃଶ ହଜିଲା ୬ ବର୍ଷର ବେବି ପାତ୍ର ଘଟଣା ଝାଡ଼ଖଣ୍ଡ ରାଜ୍ୟ ଜାମ୍‌ଶେଦପୁର ଅଞ୍ଚଳରେ ଚହଳ ପକାଇ ଦେଇଛି। ୭ ବର୍ଷ ଧରି ହଜିଯାଇ ମୟୂରଭଞ୍ଜ ଜିଲା ଶିଶୁ ଯନତ୍ ଅନୁଷ୍ଠାନରେ…

ଲେଙ୍ଗୁ ମିଶ୍ର ଛକ -ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ଆରମ୍ଭ, ମାଡିଲା ବୋଲଡୋଜର

ବରଗଡ, ୩୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ରବିବାର ସକାଳୁ ଆରମ୍ଭ ହୋଇଛି। ଜବରଦଖଲରେ ରହିଥିବା ଘର ଗୁଡିକ ଉପରେ ବୋଲଡୋଜର ମାଡି ବସିଛି। ବିଭାଗୀୟ ଅଧିକାରୀଙ୍କ ସମେତ ବ୍ୟାପକ ପୋଲିସ…

୫ ବର୍ଷରେ ୩୫୧୬ ଅପମୃତ୍ୟୁ

ବ୍ରହ୍ମପୁର, ୩୦ା୩(ସୁବାସ ଚନ୍ଦ୍ର ପାଢ଼ୀ)ଦକ୍ଷିଣ ଓଡିଶାର ଏକମାତ୍ର ସରକାରୀ ରେଫରାଲ ହସ୍ପିଟାଲ ହେଉଛି ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲ। ଏଠାକୁ ଦକ୍ଷିଣ ଓଡିଶା ଓ ଖୋର୍ଦ୍ଧା ଜିଲାର ବିଭିନ୍ନ ମେଡିକାଲରୁ ରୋଗୀ ରେଫର୍‌ ହୋଇ ଆସିଥାନ୍ତି। ସେହିପରି ଆନ୍ଧ୍ର ସୀମାନ୍ତ ଅଞ୍ଚଳର…

ସୀମା ନିର୍ଦ୍ଧାରଣକୁ ନେଇ ପଥର୍ଲା ଗ୍ରାମ ଓ ପଲକା ପଡା ବାସୀଙ୍କ ଅସନ୍ତୋଷ ,ଜିଲାପାଳଙ୍କୁ ଅଭିଯୋଗ

କେସିଙ୍ଗା,୨୯।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ହେଉଛି ଏକ ପୁରାତନ ଆଦିବାସୀ ଅଧୁଷ୍ଠିତ ଗ୍ରାମ। ପଥର୍ଲା, ପଲକା ପଡା ଓ ବାହାଦୂରପଦର ପଡାର ମୁଖ୍ୟ ପାହାଡ ହେଉଛି ମଣିଭଦ୍ରା ବିରିପୁରା ପାହାଡ । ସେହି ମଣିଭଦ୍ରା…

୧୭ ଚୋରି ବାଇକ୍‌ ଜବତ, ୩ ଗିରଫ

ନୂଆପଡ଼ା,୩୦ା୩ (ମକାରୁ ବେମାଲ): ନୂଆପଡ଼ା ସଦର ଥାନା ପୋଲିସ ଶନିବାର ବିଭିନ୍ନ ସ୍ଥାନରେ ଚଢାଉ କରି ୧୭ ଚୋରି ବାଇକ୍‌ ଜବତ କରି ୩ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ସିନାପାଲି ଥାନା କଏଟପଦର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?