ଆମ ଜିଲା ଖବର

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ ସୁଧାଂଶୁ ପୁଣି ସଭାପତି ନିର୍ବାଚିତ

ଭବାନୀପାଟଣା,୩୦।୩:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁଧାଂଶୁ କୁମାର ନନ୍ଦ ଦ୍ୱିତୀୟ ଥର ପାଇଁ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସମ୍ପାଦକ ଭାବେ ଅଶୋକ କୁମାର ପଟ୍ଟନାୟକ, ଉପସଭାପତି ଗଣେଶ୍ୱର ପଟ୍ଟନାୟକ, ସହକାରୀ…

ଗୁଣପୁର ସିଆରପିଏଫ ପକ୍ଷରୁ ଜନସଂପର୍କ ଶିବିର ଅନୁଷ୍ଠିତ: ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସିଲେଇ ଉପକରଣ, ପେପର ପ୍ଲେଟ ମେସିନ

ଥୁଆମୂଳ ରାମପୁର,୨୯।୩(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲାରେ ନକ୍ସଲ ବିରୋଧୀ ଅଭିଯାନ ପାଇଁ ନିୟୋଜିତ ୧୨ ବାଟାଲିୟନ, କେନ୍ଦ୍ରୀୟ ରିଜର୍ପ ଫୋର୍ସ (ସିଆରପିଏଫ) ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିଲାର ଥୁଆମୁଳ ରାମପୁର ବ୍ଳକ ଅନ୍ତର୍ଗତ ଗୁଣୁପୁରର ବଙ୍ଗଳା ପଡ଼ା ଠାରେ…

୭ ବର୍ଷ ପରେ ମା’ କୋଳକୁ ଫେରିଲେ ଝିଅ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବଜରଙ୍ଗୀ ଭାଇଜାନ ଚଳଚ୍ଚିତ୍ରର କାହାଣୀ ସଦୃଶ ହଜିଲା ୬ ବର୍ଷର ବେବି ପାତ୍ର ଘଟଣା ଝାଡ଼ଖଣ୍ଡ ରାଜ୍ୟ ଜାମ୍‌ଶେଦପୁର ଅଞ୍ଚଳରେ ଚହଳ ପକାଇ ଦେଇଛି। ୭ ବର୍ଷ ଧରି ହଜିଯାଇ ମୟୂରଭଞ୍ଜ ଜିଲା ଶିଶୁ ଯନତ୍ ଅନୁଷ୍ଠାନରେ…

ଲେଙ୍ଗୁ ମିଶ୍ର ଛକ -ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ଆରମ୍ଭ, ମାଡିଲା ବୋଲଡୋଜର

ବରଗଡ, ୩୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ରବିବାର ସକାଳୁ ଆରମ୍ଭ ହୋଇଛି। ଜବରଦଖଲରେ ରହିଥିବା ଘର ଗୁଡିକ ଉପରେ ବୋଲଡୋଜର ମାଡି ବସିଛି। ବିଭାଗୀୟ ଅଧିକାରୀଙ୍କ ସମେତ ବ୍ୟାପକ ପୋଲିସ…

୫ ବର୍ଷରେ ୩୫୧୬ ଅପମୃତ୍ୟୁ

ବ୍ରହ୍ମପୁର, ୩୦ା୩(ସୁବାସ ଚନ୍ଦ୍ର ପାଢ଼ୀ)ଦକ୍ଷିଣ ଓଡିଶାର ଏକମାତ୍ର ସରକାରୀ ରେଫରାଲ ହସ୍ପିଟାଲ ହେଉଛି ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲ। ଏଠାକୁ ଦକ୍ଷିଣ ଓଡିଶା ଓ ଖୋର୍ଦ୍ଧା ଜିଲାର ବିଭିନ୍ନ ମେଡିକାଲରୁ ରୋଗୀ ରେଫର୍‌ ହୋଇ ଆସିଥାନ୍ତି। ସେହିପରି ଆନ୍ଧ୍ର ସୀମାନ୍ତ ଅଞ୍ଚଳର…

ସୀମା ନିର୍ଦ୍ଧାରଣକୁ ନେଇ ପଥର୍ଲା ଗ୍ରାମ ଓ ପଲକା ପଡା ବାସୀଙ୍କ ଅସନ୍ତୋଷ ,ଜିଲାପାଳଙ୍କୁ ଅଭିଯୋଗ

କେସିଙ୍ଗା,୨୯।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ହେଉଛି ଏକ ପୁରାତନ ଆଦିବାସୀ ଅଧୁଷ୍ଠିତ ଗ୍ରାମ। ପଥର୍ଲା, ପଲକା ପଡା ଓ ବାହାଦୂରପଦର ପଡାର ମୁଖ୍ୟ ପାହାଡ ହେଉଛି ମଣିଭଦ୍ରା ବିରିପୁରା ପାହାଡ । ସେହି ମଣିଭଦ୍ରା…

୧୭ ଚୋରି ବାଇକ୍‌ ଜବତ, ୩ ଗିରଫ

ନୂଆପଡ଼ା,୩୦ା୩ (ମକାରୁ ବେମାଲ): ନୂଆପଡ଼ା ସଦର ଥାନା ପୋଲିସ ଶନିବାର ବିଭିନ୍ନ ସ୍ଥାନରେ ଚଢାଉ କରି ୧୭ ଚୋରି ବାଇକ୍‌ ଜବତ କରି ୩ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ସିନାପାଲି ଥାନା କଏଟପଦର ପଞ୍ଚାୟତ…

ସୁକ୍‌ମା ଏନ୍‌କାଉଣ୍ଟର: ୧୮ ମାଓବାଦୀ ନିହତ

ମାଲକାନଗିରି, ୩୦ା୩(ଦୁର୍ଯ୍ୟୋଧନ ପାତ୍ର), ସୁକମା (ପି.ଟି.):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲା ଅଧୀନ କେରାଲପାଲ ଜଙ୍ଗଲରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଶନିବାର ସକାଳେ ଗୁଳି ବିନିମୟ ଘଟିଛି। ସୁରକ୍ଷା କର୍ମୀଙ୍କ ଗୁଳିରେ ୧୭ ମାଓବାଦୀ ନିହତ ହୋଇଛନ୍ତି।…

ବହୁ ଚର୍ଚ୍ଚିତ ରମେଶ ସିଂ ହତ୍ୟା ମାମଲା: ଶାଶୁଙ୍କୁ ଆଜୀବନ କାରାଦଣ୍ଡ, ଜ୍ୱାଇଁ ଖଲାସ

ସୁନ୍ଦରଗଡ଼,୨୯ା୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନଥାନା ଅନ୍ତର୍ଗତ ଭବାନୀପୁରରେ ୨୦୨୧ରେ ଘଟିଥିବା ବହୁ ଚର୍ଚ୍ଚିତ ରମେଶ ସିଂ ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ସୁନ୍ଦରଗଡ଼ ଅତିରିକ୍ତ ଜିଲା ଓ ଦୌରାଜଜ ଚିନ୍ମୟ ଗୋଚ୍ଛାୟତ ଏହି ରାୟର ଶୁଣାଣି କରି…

ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ରବିବାର ଉଚ୍ଛେଦ ଆରମ୍ଭ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ରବିବାର ଆରମ୍ଭ ହେବ। ଉଚ୍ଛେଦ ପୂର୍ବରୁ ଶନିବାର ସମ୍ପୃକ୍ତ ଅଞ୍ଚଳରେ ପୋଲିସ ଫ୍ଲାଗମାର୍ଚ୍ଚ କରିଛି। ଗୁରୁବାର ପୌର ପ୍ରଶାସନ ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକଠାରୁ…

ଭୁବନେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ଅଶୋକ ସଭାପତି

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ) ୨୦୨୫-୨୬ବର୍ଷ ପାଇଁ ଶନିବାର ଭୁବନେଶ୍ୱର ବାର ଆସୋସିଏଶନ ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ ହୋଇଛି। ବାର୍‌ ଆସୋସିଏଶନ ସଭାପତି ପଦ ପାଇଁ ୩ଜଣ ପ୍ରତିଦ୍ୱନ୍ଦିତା କରୁଥିବାବେଳେ, ଦୁଇଜଣଙ୍କୁ ପଛରେ ପକାଇ ଅଶୋକ କୁମାର ପାତ୍ର ବାଜିମାତ୍‌ କରିଛନ୍ତି।…

ଖୋର୍ଦ୍ଧା ଜିଲା ଓକିଲ ସଂଘ ନିର୍ବାଚନ: ଦ୍ୱିତୀୟ ଥର ଜୀବନଜ୍ୟୋତି ସଭାପତି

ଖୋର୍ଦ୍ଧା,୨୯।୩(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବେ ଦ୍ୱିତୀୟ ଥର ଲାଗି ଜୀବନଜ୍ୟୋତି ମିଶ୍ର ନିର୍ବାଚିତ ହୋଇଛନ୍ତି। ୨୧୫ ଖଣ୍ଡ ଭୋଟ ପାଇ ସେ ବିଜୟୀ ହୋଇଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?