ଆମ ଜିଲା ଖବର

ଗଞ୍ଜାମ ଓକିଲ ସଂଘ ନିର୍ବାଚନ: ମନୋଜ ସଭାପତି, ଭେଙ୍କଟ ସମ୍ପାଦକ

ବ୍ରହ୍ମପୁର, ୨୯।୩ : ଗଞ୍ଜାମ ଓକିଲ ସଂଘର ନିର୍ବାଚନ ୨୦୨୫-୨୬ ପାଇଁ ଶନିବାର ଭୋଟ ଗ୍ରହଣ ହୋଇଛି। ସଭାପତି ଭାବେ ବରିଷ୍ଠ ଆଇନଜୀବୀ ମନୋଜ ପଟ୍ଟନାୟକ ବିଜୟୀ ହୋଇଛନ୍ତି। ସେହିପରି ସମ୍ପାଦକ ଭାବେ ଆଇନଜୀବୀ ଟି. ଭେଙ୍କଟ ରାଓ ବିଜୟୀ ହୋଇଥିବା…

ସରିଲା ଓକିଲ ସଂଘ ନିର୍ବାଚନ: ଆସିଲା ଫଳାଫଳ, ଜାଣନ୍ତୁ କିଏ ସଭାପତି, କିଏ ସମ୍ପାଦକ

କୋରାପୁଟ/ସେମିଳିଗୁଡା/ସୁନାବେଡା/କୋଟପାଡ଼,୨୯ା୩(ଅମିତାଭ ବେହେରା/ ବାସୁଦେବ ବରାଡ଼/କୃତ୍ତିବାସ ପ୍ରଧାନ/କେ.ରାଜଶେଖର ରାଓ): କୋରାପୁଟ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଥିବା ବେଳେ ପ୍ରଭାତ କୁମାର ମହାପାତ୍ର ସଭାପତି ନିର୍ବାଚିତ ହୋଇଛନ୍ତି। ୨୧୮ ଭୋଟରୁ ସେ ୧୪୯ ଭୋଟ ପାଇ ତାଙ୍କ ନିକଟତମ ପ୍ରାର୍ଥୀ ମନୋରଞ୍ଜନ…

ସରିଲା ବାର ଆସୋସିଏଶନ ନିର୍ବାଚନ: ରାୟଗଡ଼ାରେ ଦେବୀ, ବିଷମକଟକରେ ସନ୍ତୋଷ, କାଶୀପୁରରେ କହ୍ନେଇଲାଲ ସଭାପତି

ରାୟଗଡ଼ା/ବିଷମକଟକ/କାଶୀପୁର/ଟିକିରି,୨୯।୩(ଆଶିଷ ରଞ୍ଜନ ପଣ୍ଡା/ପ୍ରସନ୍ନ କୁମାର ପଣ୍ଡା/ମୋହନ ନାଏକ/ପ୍ରଫୁଲ୍ଲ କୁମାର ବେହେରା): ଆସନ୍ତା ଆର୍ଥିକ ବର୍ଷ ପାଇଁ ଶନିବାର ରାଜ୍ୟର ବିଭିନ୍ନ କୋର୍ଟରେ ଆଇନଜୀବୀଙ୍କ ବାର ଆସୋସିଏଶନ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ରାୟଗଡ଼ା ଜିଲାର ରାୟଗଡ଼ା, ବିଷମକଟକ, କାଶୀପୁର ଓ ଗୁଣପୁର…

ବରଗଡ଼ ଓକିଲ ସଂଘ ନିର୍ବାଚନ: ଭୀଷ୍ମଦେବ ସଭାପତି, ଲଲାଟେନ୍ଦୁ ସମ୍ପାଦକ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ଶୁକ୍ରବାର ବରଗଡ଼ ଜିଲା ଓକିଲ ସଂଘର ନିର୍ବାଚନ ଶେଷ ହୋଇଛି। ସଂଘର ସଭାପତି ଭାବେ ଭୀଷ୍ମଦେବ ସରାଫ୍‌ କ୍ରମାଗତ ତୃତୀୟଥର ପାଇଁ ନିର୍ବାଚିତ ହୋଇ ହ୍ୟାଟ୍ରିକ ବିଜୟ ହାସଲ କରିଛନ୍ତି। ଉପସଭାପତି ପଦବୀରେ ହେମନ୍ତ କୁମାର ପୁରୋହିତ ଏବଂ…

ରାୟଗଡ଼ା ଓକିଲ ସଂଘ ନିର୍ବାଚନ: ଦେବି ସଭାପତି, ମଙ୍ଗଳ ସମ୍ପାଦକ ଭାବେ ନିର୍ବାଚିତ

ରାୟଗଡା,୨୯।୩(ଭାଗ୍ୟଶ୍ରୀ ମିଶ୍ର): ରାୟଗଡ଼ା ଓକିଲ ସଙ୍ଘର ନିବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସକାଳ ୮ଟାରୁ ଭୋଟ ଗ୍ରହଣ ପ୍ରକ୍ରିୟା ଚାଲିଥିଲା। ଶେଷରେ ଫଳାଫଳ ଘୋଷଣା ହୋଇ ସମୁଦାୟ ୧୦୭ ଖଣ୍ଡ ଭୋଟ ପାଇ ଦେବି ପ୍ରସାଦ ପଟ୍ଟନାୟକ ସଭାପତି ଭାବେ ନିର୍ବାଚିତ…

ତାଳଚେର ଓକିଲ ସଂଘ ନିର୍ବାଚନ: ସନ୍ତୋଷ ସଭାପତି, ମାନସ ସମ୍ପାଦକ

ତାଳଚେର,୨୯ା୩(ମନୋଜ ନନ୍ଦ)- ଅନୁଗୋଳ ଜିଲା ତାଳଚେର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବେ ସନ୍ତୋଷ ସାହୁ, ଉପସଭାପତି ଭାବେ ପ୍ରମୋଦ ପ୍ରଧାନ, ସାଧାରଣ ସମ୍ପାଦକ ଭାବେ ମାନସ ବାଇ ନିର୍ବାଚିତ ହୋଇଛନ୍ତି। ସେହିପରି ଅଡିଟର ଭାବେ…

ପାଲଲହଡ଼ା ଓକିଲ ସଂଘ ନିର୍ବାଚନ: ମନୋରଞ୍ଜନ ସଭାପତି, ରଶ୍ମିରଞ୍ଜନ ସମ୍ପାଦକ

ପାଲଲହଡ଼ା,୨୯ା୩(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଲଲହଡ଼ା ଓକିଲ ସଂଘର ସାଧାରଣ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଂଘ ସଭାପତି ଭାବେ ମନୋରଞ୍ଜନ ପାଳ, ଉପସଭାପତି ଭାବେ ସରୋଜ କୁମାର ମାହାନ୍ତି, ସମ୍ପାଦକ ଭାବେ ରଶ୍ମିରଞ୍ଜନ ପଟ୍ଟନାୟକ ଓ ସହ ସମ୍ପାଦକ ଭାବେ…

ଛତ୍ରପୁର ଓକିଲ ସଂଘ: ପ୍ରଦୀପ ଷଷ୍ଠ ଥର ପାଇଁ ସଭାପତି ନିର୍ବାଚିତ

ଛତ୍ରପୁର,୨୯ା୩(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫଳାଫଳ ଘୋଷଣା ହୋଇଛି। ସଙ୍ଘର ସଭାପତି ଭାବେ ଷଷ୍ଠ ଥର ପାଇଁ ପୁଣି ପ୍ରଦୀପ ପାଢ଼ୀ ନିର୍ବାଚିତ ହୋଇଛନ୍ତି । ଉପସଭାପତି ଭାବେ ଚୈତନ୍ୟ ପ୍ରଧାନ…

ଆଠମଲ୍ଲିକ ବାର୍‌ ଆସୋସିଏଶନ ନିର୍ବାଚନ: ସୁଶାନ୍ତ ସଭାପତି, ଅର୍ଜୁନ ସମ୍ପାଦକ

ଆଠମଲ୍ଲିକ,୨୯ା୩(ଉଦୀପ୍ତ ପୁରୋହିତ)- ଅନୁଗୋଳ ଜିଲା ଆଠମଲ୍ଲିକ ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବେ ସୁଶାନ୍ତ କୁମାର ମହାପାତ୍ର, ଉପସଭାପତି ଭାବେ ବିଦ୍ୟୁତ୍‌ କୁମାର ପାଣିଗ୍ରାହୀ, ସମ୍ପାଦକ ଭାବେ ଅର୍ଜୁନ କୁମାର ରାଉଳ, ସହ ସମ୍ପାଦକ ଭାବେ ନୀଳାଞ୍ଚଳ…

ଖେମୁଣ୍ଡିି ଓକିଲ ସଂଘ ନିର୍ବାଚନ: ପ୍ରଦୀପ ସମ୍ପାଦକ ଭାବେ ନିର୍ବାଚିତ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କେବଳ ସମ୍ପାଦକ ପଦବୀ ପାଇଁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଶନିବାର ଶାନ୍ତିଶୃଙ୍ଖଳାର ସହ ମତଦାନ ଶେଷ ହୋଇଛି। ଆଇନଜୀବୀମାନେ ନିଜ ମତଦାନ ସାବ୍ୟସ୍ତ କରିଥିଲେ। ଗଣତି ପରେ ପ୍ରଦୀପ କୁମାର…

ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ: କୃଷ୍ଣଚନ୍ଦ୍ର ସଭାପତି, ରବିନ୍ଦ୍ର ସମ୍ପାଦକ

ପୁରୁଷୋତ୍ତମପୁର,୨୯।୩ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ରୂପେ କୃଷ୍ଣଚନ୍ଦ୍ର ଗୌଡ ତାଙ୍କ ପ୍ରତିଦ୍ୱନ୍ଦ୍ୱି ସ୍ବରାଜ୍ୟ ପାଣିଗ୍ରାହୀଙ୍କୁ ପରାସ୍ତ କରି ସଭାପତି ରୂପେ ବିଜୟୀ ହୋଇଛନ୍ତି। ସେହିପରି ଉପ…

ଭଞ୍ଜନଗର ବାର ଆସୋସିଏଶନ ନିର୍ବାଚନ: ଲକ୍ଷ୍ମୀକାନ୍ତ ସଭାପତି, ଜ୍ୟୋତିରାଜ ସମ୍ପାଦକ

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଭଞ୍ଜନଗର ବାର ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି । ସକାଳ ସାଢ଼େ ୭ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ହୋଇଥିଲା। ଏଥିରେ ସଭାପତି ଭାବେ ଲକ୍ଷ୍ମୀକାନ୍ତ ମହାପାତ୍ର, ଉପ ସଭାପତି ଭାବେ ସନ୍ତୋଷ ବେହେରା, କୋଷଧ୍ୟକ୍ଷା ପଦବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?