ଆମ ଜିଲା ଖବର

ଶନିବାର ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ଫେଙ୍ଗଲ’: ୧୨ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୨୯।୧୧: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହୋଇ ଶୁକ୍ରବାର ବାତ୍ୟାର ରୂପ ନେବ। ଏହା ପ୍ରଭାବରେ ତାମିଲନାଡ଼ୁରେ ପ୍ରବଳ ବର୍ଷା ହେଉଥିବା ବେଳେ ଭୁବନେଶ୍ବର ସମେତ ଜିଲାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଆରମ୍ଭ ହୋଇଯାଇଛି। ତେବେ…

ଧାନଗଦାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ପୋଡ଼ି ପାଉଁଶ ହେଲା ୫୦ କ୍ୱିଣ୍ଟାଲରୁ ଅଧିକ ଧାନ

କେସିଙ୍ଗା,୨୯ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ପଞ୍ଚାୟତ ଅନ୍ତର୍ଗତ ତହର୍ଶି ଗ୍ରାମର ଜନ୍ମସି ନାଏକଙ୍କ ଧାନଗଦାରେ କେହି ଦୁର୍ବୃତ୍ତ ନିଆଁ ଲଗାଇଥିବାରୁ ପ୍ରାୟ ୫୦ କ୍ୱିଣ୍ଟାଲରୁ ଅଧିକ ଧାନ ପୋଡ଼ି ପାଉଁଶ ହୋଇଯାଇଛି। ଶୁକ୍ରବାର ଭୋର୍‌ରୁ ନିଜ ଧାନଗଦାରେ…

ଘରେ ପଶି ଯୁବକଙ୍କୁ ଗୁଳିମାଡ଼

ଅନୁଗୋଳ,୨୯।୧୧: ଅନୁଗୋଳ ଜିଲା ବାଗଡ଼ିଆ ଥାନା ବାଗଡିଆ ଗାଁରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଜଣେ ବ୍ୟକ୍ତି ଘର ଭିତରେ ପଶି ଯୁବକଙ୍କୁ ଗୁଳିମାଡ଼ କରିଛନ୍ତି। ଗୁଳିଟି ଯୁବକଙ୍କ ଗୋଡରେ ବାଜିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଛେଣ୍ଡିପଦା ମେଡିକାଲରେ ଭର୍ତ୍ତି କରାଯାଇଛି।…

୮୮ କେଜି ରୁପା ଇଟା ସହ ନଗଦ ୫ ଲକ୍ଷରୁ ଅଧିକ ଟଙ୍କା ଜବତ: ୨ ଗିରଫ

ଖଲ୍ଲିକୋଟ,୨୯ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଜାତୀୟ ରାଜପଥ ନଂ୧୬ ଗୁରାପଲ୍ଲି ଟୋଲ୍‌ଗେଟ ନିକଟରେ ଖଲ୍ଲିକୋଟ ପୋଲିସର ଗାଡ଼ି ଯାଞ୍ଚବେଳେ ଏକ କାର୍‌ରୁ ୮୮ କେଜି ରୁପା ସହ ନଗଦ ୫ ଲକ୍ଷ ୪୬ ହଜାର ୬ ଶହ…

ପ୍ରେମିକଙ୍କ ସହ ବେଙ୍ଗାଲୁରୁ ପଳାଇଥିଲେ ଯୁବତୀ: ଫେରିଲା ମୃତଦେହ

ଧାମନଗର,୨୯।୧୧(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ):୮ ମାସ ତଳେ ଜଣେ ଯୁବକ ତାଙ୍କ ଝିଅକୁ ନେଇ ବେଙ୍ଗାଲୁରୁ ଚାଲି ଯାଇଥିଲେ। ଏବେ ତାଙ୍କ ଝିଅର ମୃତଦେହ ଫେରିଥିବା ବେଳେ ଯୁବକ ଜଣକ ଫେରାର ହୋଇଯାଇଛନ୍ତି। ଯୁବକ ଜଣକ ନ ଆସିବା ଯାଏ ତାଙ୍କ…

କୋର୍ଟ ରୁମ୍‌ରେ ପଶିଲା ହନୁ, ଭାଇରାଲ୍ ହେଲା ଭିଡିଓ

ଖୋର୍ଦ୍ଧା,୨୯।୧୧(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ୍ କୋର୍ଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଚାରପତି କୋର୍ଟରେ ଏକ ମାମଲାର ସାକ୍ଷ୍ୟ ଗ୍ରହଣ କରୁଥିବା ବେଳେ ହଠାତ୍ ଗୋଟିଏ ହନୁ ମାଙ୍କଡ଼ କୋର୍ଟ ରୁମ୍‌କୁ ପ୍ରବେଶ କରିଥିଲା।…

ପର୍ଯ୍ୟଟକଙ୍କୁ ନିଜ ଆଡ଼କୁ ଟାଣି ଆଣୁଛି ଶାନ୍ତି ଉପତ୍ୟକା, ଜମୁଛି ଭିଡ଼

ଦାରିଙ୍ଗବାଡ଼ି,୨୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକ ବୁଲିବା ପାଇଁ ଆସିଲେ ଅନେକ ପର୍ଯ୍ୟଟନକ୍ଷେତ୍ର ଦେଖିବାର ସୁଯୋଗ ପାଇଥାନ୍ତି। ହେଲେ ଏଠାରେ ଏଭଳି ଏକ ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ରହିଛି, ଯେଉଁଠିକି ପର୍ଯ୍ୟଟକ ଅଧିକ ପସନ୍ଦ କରିବା ସହ ଗୋଟିଏ ମୁହୂର୍ତ୍ତ…

ମହିଳାଙ୍କ ନାମରେ ଋଣ ଟଙ୍କା ଉଠାଇ ସପରିବାର ଫେରାର ହୋଇଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୯ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତ ନୂଆଗଡ଼ ଗ୍ରାମର କିଛି ମହିଳାଙ୍କ ନାମରେ ପ୍ରାୟ ସାଢ଼େ ୫ ଲକ୍ଷ ଋଣ ଟଙ୍କା ଉଠାଇ ସେହି ଗ୍ରାମର ଜଣେ ବ୍ୟକ୍ତି ପରିବାର ସହ ଫେରାର ହୋଇ…

ଗ୍ରୋସରୀ ଦୋକାନରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ: କୋଟି କୋଟି ଟଙ୍କାର ସମ୍ପତ୍ତି ନଷ୍ଟ

ବାଲେଶ୍ୱର,୨୯।୧୧: ବାଲେଶ୍ୱର ଜିଲାର ସୋର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ସିଙ୍ଗାଖୁଣ୍ଟା ବଜାରରେ ଥିବା ଏକ ଗ୍ରୋସରି ଦୋକାନରେ ଦୁର୍ବୃତ୍ତ ନିଆଁ ଲଗାଇଦେଇଛନ୍ତି। ଫଳରେ କୋଟି କୋଟି ଟଙ୍କାର ସମ୍ପତ୍ତି ଜଳି ପୋଡି ପାଉଁଶ ହୋଇଯାଇଛି। ସିଙ୍ଗାଖୁଣ୍ଟା ପଞ୍ଚାୟତ ଅନ୍ତର୍ଗତ…

ଇଣ୍ଡିଆ-୨୦୪୭ ମିଶନ ପାଇଁ ପ୍ରସ୍ତୁତ ହୁଅ

ବରଗଡ,୨୮।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ନେହେରୁ ଯୁବକେନ୍ଦ୍ର ସଙ୍ଗଠନ ଏବଂ ବିକାଶ ହାୟର ଏଜୁକେଶନାଲ ଇନଷ୍ଟିଚ୍ୟୁଶନ୍ସର ମିଳିତ ଆନୁକୂଲ୍ୟରେ ଯୁବ ଉତ୍ସବ-୨୦୨୪ ଉଦ୍‌ଯାପିତ ହୋଇଯାଇଛି। ବିକାଶ ହାୟର ଏଜୁକେଶନାଲ ଇନଷ୍ଟିଚ୍ୟୁଶନ୍ସର କନ୍‌ଭେନଶନ ହଲରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ବରଗଡ ଜିଲାର ବିଭିନ୍ନ କଲେଜରୁ…

ଦାରିଙ୍ଗବାଡିରେ କମୁଛି ପର୍ଯ୍ୟଟକଙ୍କ ସଂଖ୍ୟା: ପ୍ରଶାସନିକସ୍ତରରେ ବଢୁଛି ଚିନ୍ତା

ଦାରିଙ୍ଗବାଡି, ୨୯।୧୧(ଅରୁଣ ସାହୁ)-ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ପର୍ଯ୍ୟଟକ ଆସୁଛନ୍ତି ହେଲେ ଯେଉଁ ସଂଖ୍ୟାରେ ପର୍ଯ୍ୟଟକ ଆସିବା କଥା ସେହି ସଂଖ୍ୟକ ପର୍ଯ୍ୟଟକଙ୍କ ଆଗମନ ହେଉନାହିଁ। ଏହାର ମୁଖ୍ୟ କାରଣ ଶୀତର ଲୁଚକାଳି ସହ ପର୍ଯ୍ୟଟକ ଦାରିଙ୍ଗବାଡି ଭଳି…

ଯୁଦ୍ଧର ଭ୍ରମ ସୃଷ୍ଟିକଲା ନୌସେନା ମକ୍‌ଡ୍ରିଲ୍‌

ପୁରୀ,୨୯ା୧୧(ଅଜିତ୍‌ କୁମାର ମହାନ୍ତି):ଆସନ୍ତା ଡିସେମ୍ବର ୪ରେ ପୁରୀ ବେଳାଭୂମିରେ ପ୍ରଥମ ଥର ପାଇଁ ଭାରତୀୟ ନୌସେନା ପକ୍ଷରୁ ନୌସେନା ଦିବସ ପାଳନ ହେବାକୁ ଯାଉଛି। ଏଥିପାଇଁ ଜିଲା ପ୍ରଶାସନ ସମେତ ନୌସେନା ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ପୁରୀରେ ପ୍ରଥମଥର ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri