ଆମ ଜିଲା ଖବର

ରାସ୍ତା ପ୍ରଶସ୍ତୀକରଣ ନାଁରେ ଗଛକଟା

ଦେଓଗାଁ,୨୯ା୩(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଭୂତିଆରବାହାଲ ଛକରୁ ଦେଷଣ୍ଡ ଭାୟା ଟିକ୍ରାପଡା ପୂର୍ତ୍ତ ବିଭାଗ ରାସ୍ତାର ଉଭୟ ପାର୍ଶ୍ୱରେ ରହିଥିବା ବହୁ ପୁରାତନ ଗଛକୁ ରାସ୍ତା ପ୍ରଶସ୍ତିକରଣ ନାଁରେ କାଟି ଦିଆଯାଉଥିବା ଦେଖିବାକୁ ମିଳିଛି। ଗତ…

ନାବାଳିକା ବଳାତ୍କାର ମାମଲାରେ ଫରେଷ୍ଟର ଗିରଫ

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା )- ଜଣେ ୧୨ ବର୍ଷୀୟ ନାବାଳିକା ବଳାତ୍କାର ମାମଲାରେ ପଦ୍ମପୁର ଥାନା ପୋଲିସ ଜଣେ କାର୍ଯ୍ୟରତ ଫରେଷ୍ଟରଙ୍କୁ ଗିରଫ କରିଛି। ଗିରଫ ଫରେଷ୍ଟର ଜଣକ ହେଲେ ନରସିଂହ ଶତପଥୀ(୫୯)। ଘଟଣାରୁ ପ୍ରକାଶ ଯେ, ନରସିଂହ ପାତ୍ର ଗୁଡ଼ାରୀ…

ଘୁମୁସର ହାଡ଼ିକୁଳ ସମାଜର ସ୍ମାରକପତ୍ର

ଭଞ୍ଜନଗର,୨୮ା୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଘୁମୁସର ତାଲୁକା ହାଡି କୁଳ ସମାଜ ପକ୍ଷରୁ ବିଭିନ୍ନ ଦାବି ନେଇ ଗୁରୁବାର ଭଞ୍ଜନଗର ଡେପୁଟି କଲେକ୍ଟର ସୁମନ ଘୋଷଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଦାବିଗୁଡ଼ିକ ହେଲା ୬୦ ବର୍ଷରୁ ଉଦ୍ଧର୍‌ବ ବୃଦ୍ଧାବୃଦ୍ଧଙ୍କୁ ମଧୁବାବୁ ପେନସନ ଯୋଜନାରେ…

ଲେଙ୍ଗୁ ମିଶ୍ର ଛକ -ଜୀରାବ୍ରିଜ ରାସ୍ତା ଜବରଦଖଲ: ବାଜିଲା ଡାକବାଜି, ୩୦ରୁ ଉଚ୍ଛେଦ ଆରମ୍ଭ

ବରଗଡ, ୨୮।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବିରେ ଆନ୍ଦୋଳନ ଚେତାବନୀ ଦେବା ପରେ ପୌର ପ୍ରଶାସନ ଉଚ୍ଛେଦ ପ୍ରକ୍ରିୟାକୁ ଆରମ୍ଭ କରିଛି। ଏହି କ୍ରମରେ ଗୁରୁବାର ପୌର ପ୍ରଶାସନ ସ୍ଥାନୀୟ…

ଅଙ୍ଗନାବାଡି କର୍ମୀ ଓ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଥମୁନି, କର୍ମୀଙ୍କ ବିରୋଧରେ ପ୍ରଶାସନର ଦ୍ୱାରସ୍ଥ ଗ୍ରାମବାସୀ

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ) : ଅଙ୍ଗନାବାଡି କର୍ମୀ ଓ ଗ୍ରାମବାସୀଙ୍କ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଦୁଇଦିନ ତଳେ ଅଙ୍ଗନାବାଡ଼ି କର୍ମୀଙ୍କ ସପକ୍ଷରେ ୟୁନିୟନ ଆଗକୁ ଆସିଥିବା ବେଳେ ଆଜି କର୍ମୀଙ୍କ ବିରୋଧରେ ଗ୍ରାମବାସୀ ଏକ ବିରାଟ ପଟୁଆରରେ ଆସି ଜିଲ୍ଲାପାଳ…

ବରଗଡ଼ରେ ପଞ୍ଜାବ କୃଷକ ଆନ୍ଦୋଳନର ତାତି, ଦାହ ପୂର୍ବରୁ କୁଶପୁତ୍ତଳିକା ଛଡ଼ାଇ ନେଲା ପୋଲିସ

ବରଗଡ଼, ୨୮।୩(ପ୍ରେମାନନ୍ଦ ଖମାରୀ)- ପଞ୍ଜାବରେ କୃଷକ ଆନ୍ଦୋଳନ ଉପରେ ପୋଲିସର କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ସାରାଦେଶରେ ଆନ୍ଦୋଳନ ତେଜି ଉଠିଛି। ବରଗଡ଼ ଜିଲାରେ ମଧ୍ୟ ଶୁକ୍ରବାର ଆନ୍ଦୋଳନ ତାତି ଅନୁଭୂତ ହୋଇଛି। ଏହି କ୍ରମରେ ବରଗଡ଼ ଗାନ୍ଧୀ ଛକ ଠାରେ ଚାଷୀ ସଂଗଠନ…

ଲାଞ୍ଜିଗଡ଼ରେ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ଲାଞ୍ଜିଗଡ଼,୨୮ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ ଶିକ୍ଷକ ରାଧାମାଧବ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼…

ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ିଚାଳନା, ଘର ଭିତରେ ପଶାଇଦେଲେ ଗାଡ଼ି, କାବୁ କଲେ ଲୋକେ

ଢେଙ୍କାନାଳ, ୨୮।୩(ରତନ ନାୟାର): କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡି ଚାଳନା। ନିଶାଶକ୍ତ ଅବସ୍ଥାରେ ବେପରୁଆ କାର ଚଳାଇ ଏକ ଜଳଖିଆ ଠେଲାକୁ ଧକ୍କା ଦେଇ ଜଣଙ୍କ ଘରର ଭିତରେ ପଶେଇଦେଲେ ଗାଡି। ଘରର ମୁଖ୍ୟ ଫାଟକ ଭାଙ୍ଗି ଘର ଭିତରକୁ…

କର୍ଲାମୁଣ୍ଡା ଠାରେ ଅନ୍ତର୍ଜାତୀୟ ସମବାୟ ୨୦୨୫ ବର୍ଷ ପାଳିତ

କର୍ଲାମୁଣ୍ଡା;୨୮।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ପ୍ରାଥମିକ କୃଷି ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ସମବାୟ ବର୍ଷ ପାଳିତ ହୋଇଯାଇଛି। ଏହି ଅବସରରେ କୃଷକ /ଅଂଶଧନକାରୀମାନଙ୍କୁ ନେଇ ଏକ ସାଧାରଣ ସଭା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।…

ଆତ୍ମସୁରକ୍ଷା କୌଶଳ ଶିଖିଲେ ଛାତ୍ରୀ

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ଡିଗ୍ରୀ ମହିଳା କଲେଜରେ ଦୀର୍ଘ ୮ ଦିନ ଧରି ଚାଲିଥିବା ଛାତ୍ରୀ ଆତ୍ମସୁରକ୍ଷା କୌଶଳ ଶିବିର ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଅଧ୍ୟକ୍ଷା ଡ.ସ୍ବାଗତିକା ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଯାପନୀ…

ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି : ପ୍ରଦ୍ୟୁମ୍ନ

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ): ଭୁବନେଶ୍ୱରଠାରେ ଆଜକୁ କିଛି ଦିନ ହେବ ବିଭିନ୍ନ ସଂଘର କର୍ମଚାରୀମାନେ ନିଜର ଦାବି ପୂରଣ ପାଇଁ ଆନ୍ଦୋଳନ ଚଳାଇଛନ୍ତି। ଉକ୍ତ କର୍ମଚାରୀମାନକ ସମସ୍ୟା ସମ୍ପର୍କରେ ଜାଣି ତାହା କିଭଳି ସମାଧାନ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଶୃଙ୍ଖଳା ହିଁ ସଫଳତାର ଚାବିକାଠି

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଏମ୍‌. ବାସୁଦେବପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଶୁକ୍ରବାର ପ୍ରଧାନଶିକ୍ଷକ ସୁଦାମ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା କମିଟି ସଭାନେତ୍ରୀ ଏଲ୍‌. ଉଷାରାଣୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?