ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଆଦିବାସୀ ସଂଘ
ନୂଆପଡ଼ା,୨୮ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସମସ୍ୟା ନେଇ ଶୁକ୍ରବାର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ସଂଘ ସଭାପତି ଭାନୁ ପ୍ରତାପ ସିଂ ମାଝିଙ୍କ ନେତୃତ୍ୱରେ ଶତାଧିକ ଆଦିବାସୀ ମହିଳାପୁରୁଷ ପାରମ୍ପରିକ ଅସ୍ତ୍ରଶସ୍ତ୍ର…
ଭିନ୍ନକ୍ଷମ ନାବାଳିକାଙ୍କୁ କରିଥିଲେ ବଳାତ୍କାର; ୮୭ ବର୍ଷର ବୃଦ୍ଧଙ୍କୁ ମିଳିଲା ୭ ବର୍ଷ ଜେଲଦଣ୍ଡ
ବ୍ରହ୍ମପୁର, ୨୮।୩(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହକାରୀ ଦୌରା ଜଜ ତଥା ସ୍ବତନ୍ତ୍ର ଟ୍ରାକ କୋର୍ଟ ବିଚାରପତି ସୌଦାମିନି ସିଙ୍ଗ ଜନୈକା ୧୪ ବର୍ଷ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଉକ୍ତ ମାମଲାର ୧୮ ବର୍ଷ ପରେ ପ୍ରମାଣ ମିଳିଥିବାରୁ…
ଭିଜିଲାନ୍ସ ଜାଲରେ ସିନିୟର କ୍ଲର୍କ
ଅନୁଗୋଳ,୨୮।୩: ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ। ଭିଜିଲାନ୍ସ ଟିମ୍ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିଥିବା ସୂଚନା ମିଳିଛି। ମିଳିଥିବା…
ରାଉରକେଲାରେ ପୁଣି ଫୁଟିଲା ଗୁଳି: ଯୁବକଙ୍କୁ ଗୋଡ଼ାଇ ଗୋଡାଇ ହୋଟେଲରେ ପଶିଲେ, ଭୁଜାଲିରେ ହାଣିଲେ…
ରାଉରକେଲା,୨୮l୩(ସଂଗୀତା ଜେନା): ରାଉରକେଲାରେ ପୁଣି ଗୁଳିକାଣ୍ଡ। ଗତ ମାସ ୪ ନଂ ସେକ୍ଟରରେ ଘଟିଥିବା ଗୁଳିକାଣ୍ଡ ଲୋକଙ୍କ ମନରୁ ଯାଇ ନ ଥିବା ବେଳେ ଗୁରୁବାର ରାତିରେ ଦେଓଗାଁ ନିକଟ ଏକ ହୋଟେଲରେ ଗୁଳିକାଣ୍ଡ ଘଟିଛି। ଦେଓଗାଁର ମା’ ତାରିଣୀ ହୋଟେଲରେ…
ଜାତୀୟ ସ୍କଚ ଆୱାର୍ଡ-୨୦୨୫ ପାଇବାକୁ ଗଞ୍ଜାମ ଜିଲା ମନୋନୀତ
ଛତ୍ରପୁର,୨୮ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଅଭିନବ ନିରୀକ୍ଷଣ କାର୍ଯ୍ୟକ୍ରମରେ ଗର୍ଭବତୀଙ୍କ ସୁରକ୍ଷା ଓ ଠିକ ସମୟରେ ସ୍ବାସ୍ଥ୍ୟସେବା ଯୋଗାଇଥିବାରୁ ଜାତୀୟ ସ୍କଚ ଆୱାର୍ଡ-୨୦୨୫ ପାଇବାକୁ ମନୋନୀତ ହୋଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ୨୯ ତାରିଖରେ ନୂଆଦିଲ୍ଲୀସ୍ଥିତ ଇଣ୍ଡିଆ ହାବିଟାଟ ସେଣ୍ଟରରେ…
ଗାଁ ଗାଁରେ ପୁଷ୍ଟିସାର ଖାଦ୍ୟ ଖାଇବା ଲାଗି ସଚେତନତା, ତାଲିମ ପାଉଛନ୍ତି ଅଙ୍ଗନଓ୍ବାଡି-ଓ୍ବାର୍ଡ ସଭ୍ୟାସଭ୍ୟ
ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ): ରାଜ୍ୟରେ ଅପପୁଷ୍ଟି ରୋକିବା ସହ ସାଧାରଣ ଲୋକ କିଭଳି ସୁସ୍ଥ ଜୀବନଯାପନ କରିପାରିବେ ସେନେଇ ରାଜ୍ୟସରକାର ପ୍ରୟାସ ଜୋରଦାର କରିଛନ୍ତି। ସମସ୍ତେ ସୁସ୍ଥ ରହିଲେ ଲୋକଙ୍କ ଆର୍ଥିକ ପରିସ୍ଥିତିରେ ମଧ୍ୟ ସୁଧାର ଆସିବ। ଏଥିପାଇଁ ସମସ୍ତେ…
ଟାସ୍କଫୋର୍ସ କମିଟି ବୈଠକ: ବାଲ୍ୟ ବିବାହ ରୋକିବା ଓ ଶିଶୁ ସୁରକ୍ଷାକୁ ଗୁରୁତ୍ୱ
ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ଶିଶୁ ସୁରକ୍ଷା ୟୁନିଟ ଆନକୁଲ୍ୟରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ବାଲ୍ୟବିବାହ ରୋକିବା ପାଇଁ ଜିଲା ଟାସ୍କଫୋର୍ସ କମିଟିର ସମସ୍ତ ସଦସ୍ୟଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜନ ହୋଇଛି । “ଶିଶୁମାନଙ୍କ ପାଇଁ ଏକ ଦିବସ”…
ଗଞ୍ଜାମରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ
ବୁଗୁଡ଼ା,୨୮।୩(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଳକ ଅଧୀନ ପୋଚାଲୁଣ୍ଡି ଏବଂ ଭାମଶ୍ୟାଳି ଗ୍ରାମରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଯାତ୍ରାର ପ୍ରଥମ ଦିନରେ ଦଣ୍ଡ ଉଠୁଥିବା କାଳୀ ମନ୍ଦିରରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ସହ ସମସ୍ତ କାର୍ଯ୍ୟ ଆରମ୍ଭ ହୋଇଥିଲା…
ରାଜ୍ୟରେ ହିଟ୍ଓ୍ବେଭ୍ ଜାରି: ସବୁଠୁ ଉତ୍ତପ୍ତ ଝାରସୁଗୁଡ଼ା
ଭୁବନେଶ୍ୱର,୨୮ା୩: ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ତାପମାତ୍ରା ୪୨ ଡିଗ୍ରୀ ଟପିଛି। ଶୁକ୍ରବାର ଦିନ ସାଢ଼େ ୨ଟାରେ ଝାରସୁଗୁଡ଼ାରେ ତାପମାତ୍ର ୪୨ ଡିଗ୍ରୀ ସେଲ୍ସିୟସ୍ ଟପିଯାଇ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଛି। ସମ୍ବଲପୁରରେ ୪୧.୬…
ଢାବାରେ ଖାଉଥିବା ବେଳେ ଫୁଟିଲା ଗୁଳି
ରାଉରକେଲା,୨୮।୩: ସାମାନ୍ୟ କଥାକୁ ନେଇ ଇସ୍ପାତନଗରୀରେ ଫୁଟିଲା ଗୁଳି। ରାଉରକେଲା ରଘୁନାଥପଲ୍ଲୀ ଦେ’ ଗାଁର ଏକ ଢାବାରେ ଶୁକ୍ରବାର ଗୁଳିକାଣ୍ଡ ଘଟିଛି। ଗୁଳିକାଣ୍ଡରେ କାହାର କୌଣସି କ୍ଷତି ହୋଇ ନ ଥିବା ସୂଚନା ମିଳିଥିବା ବେଳେ ପୋଲିସ ୨ଜଣ ଯୁବକଙ୍କୁ ଥାନାରେ…
୨ ପଞ୍ଚାୟତର ୬୩ ହିତାଧିକରୀଙ୍କୁ ଜଙ୍ଗଲ ଜମିପଟ୍ଟା ବଣ୍ଟନ
ଖଜୁରୀପଡ଼ା, ୨୮।୩( ବିଦୁର ବେହେରା): ଖଜୁରୀପଡ଼ା ତହସିଲ କାର୍ଯ୍ୟାଳୟରେ ବ୍ୟକ୍ତିଗତ ଏବଂ ଗୋଷ୍ଠୀଗତ ଜଙ୍ଗଲ ଜମିପଟ୍ଟା ବଣ୍ଟନ କରାଯାଇଛି। ନୂଆଁ ଗାଁ ପଞ୍ଚାୟତର ବାଳିଶୁଗ୍ରି, ବରେଗୁଡ଼ା ଏବଂ ଦଳ ପଡା ପଞ୍ଚାୟତର ଡାଞ୍ଜୁ ଗାଁର ୬୩ଜଣ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା…
ଲାଞ୍ଚ ମାମଲାରେ ଡାକ୍ତରଙ୍କୁ ୩ ବର୍ଷ ଜେଲ
ଫୁଲବାଣୀ,୨୮।୩(ରାକେଶ କୁମାର ରାଉତ): ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ବିଚାରପତି ସମର ବିଳାସ ବେହେରା ଶୁକ୍ରବାର ଏକ ଲାଞ୍ଚ କାରବାର ମାମଲାରେ ଜଣେ ଡାକ୍ତରଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ଜରିମାନା…

