ଆମ ଜିଲା ଖବର

ଅକ୍ଟୋବର ୫ରେ ଖୋଲା ରହିବ ହାଇକୋର୍ଟ

କଟକ,୬ା୯ (କାର୍ତ୍ତିକ ସାହୁ):ଆସନ୍ତା ଅକ୍ଟୋବର ୫ ତାରିଖକୁ କାର୍ଯ୍ୟ ଦିବସ ଭାବେ ହାଇକୋର୍ଟ ଘୋଷଣା କରିଛନ୍ତି। ଶନିବାର ଛୁଟି ଦିବସ ହୋଇଥିବାବେଳେ ତାହାକୁ କାର୍ଯ୍ୟ ଦିବସରେ ପରିଣତ କରିବା ପାଇଁ ହାଇକୋର୍ଟ ଘୋଷଣା କରିଛନ୍ତି। ଫଳରେ ସବୁଦିନିଆ କାର୍ଯ୍ୟ ଦିବସ ଭଳି…

ଜମି ମାଲିକ କ୍ଷତିଗ୍ରସ୍ତ, ମଧ୍ୟସ୍ଥ ଧନୀ

ଯାଜପୁର,୬ା୯(ହର୍ଷବର୍ଦ୍ଧନ ବେହେରା) : ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ୯ ହଜାରରୁ ଉର୍ଦ୍ଧ୍ୱ ଏକର ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି ଅଧିଗ୍ରହଣ କରାଯାଇଛି । ସେହି ସମୟରେ ସାଧାରଣ ପ୍ରଜାଙ୍କ ଜମିର…

ପ୍ରେମ ବ୍ୟାପାରରୁ ଛାତ୍ରଙ୍କୁ ହତ୍ୟା

ଧର୍ମଶାଳା/କାଏମା,୬ା୯(ବଟକୃଷ୍ଣ ପରିଡ଼ା/ ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ପ୍ରେମ ବ୍ୟାପାରକୁ ନେଇ ଜଣେ କଲେଜ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ଛାତ୍ର ହେଲେ ସ୍ଥାନୀୟ ଅଭୟପୁର ଗ୍ରାମର ନରହରି ବେହେରାଙ୍କ ଏକମାତ୍ର ପୁଅ…

ବଡ଼ବିଲ ସବ୍‌ଜେଲ ୱାର୍ଡର ନିଲମ୍ବିତ

ବଡ଼ବିଲ,୫ା୯(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ସବ୍‌-ଜେଲରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ ଘଟଣାରେ ଓ୍ବାର୍ଡର ତରୁଣ କୁମାର ପରିଡ଼ା ନିଲମ୍ବିତ ହୋଇଛନ୍ତି। ବାରିପଦା ସର୍କଲ ଜେଲ ବରିଷ୍ଠ ସୁପରିଣ୍ଟେଣ୍ଡେଣ୍ଟ ସୁଜିତ କୁମାର ରାଉଳ ଏହି ନିର୍ଦ୍ଦେଶ ଦେଇଛନ୍ତି। ବନ୍ଦୀଙ୍କ ମୃତ୍ୟୁ ଘଟଣା…

ନୂଆଁଖାଇ ପାଇଁ ଏହି ସବୁ ଜିଲାରେ ଛୁଟି

ଭୁବନେଶ୍ୱର,୫।୯: ୮ ତାରିଖ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏନେଇ ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଅନ୍ୟପକ୍ଷେ ନୂଆଁଖାଇ ପାଇଁ ଆସନ୍ତା ୧୦ ତାରିଖରେ ବଲାଙ୍ଗୀର ଓ ନୂଆପଡ଼ା ଜିଲା ପାଇଁ ଛୁଟି ଘୋଷଣା କରିଛନ୍ତି ଉତ୍ତରାଞ୍ଚଳ ଆର୍‌ଡିସି। ପଶ୍ଚିମ ଓଡ଼ିଶାର…

ଆବେଦନ ଲାଗି ଟଙ୍କା ମାଗିବାରୁ ୨ ଜନସେବା କେନ୍ଦ୍ର ଉପରେ କଡା କାର୍ଯ୍ୟାନୁଷ୍ଠାନ: ଅଙ୍ଗନୱାଡି କର୍ମୀଙ୍କ ଦରମା ବନ୍ଦ

କେନ୍ଦ୍ରାପଡ଼ା, ୫ା୯ (ଜଗନ୍ନାଥ ଧଳ): ରାଜ୍ୟ ସରକାରଙ୍କ ବହୁଚର୍ଚ୍ଚିତ ସୁଭଦ୍ରା ଯୋଜନା କାର୍ଯ୍ୟକାରିତାରେ କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ବାଧା ସୃଷ୍ଟି ହୋଇଛି। ଏପରି ଅଭିଯୋଗ ପରେ ଜିଲା ପ୍ରଶାସନ ପକ୍ଷରୁ ତଦନ୍ତ ସହ ୩ ଜଣଙ୍କ ଉପରେ ଗୁରୁବାର କାର୍ଯ୍ୟାନୁଷ୍ଠାନ…

ପୁରୀ ସମୁଦ୍ରରେ ଭାସୁଛି କଣ୍ଟେନର

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି)-ପୁରୀ ସମୁଦ୍ରରେ ଏକ ଅଜଣା କଣ୍ଟେନର ଦେଖିବାକୁ ମିଳିଛି। ପେଣ୍ଠକଟା ମେରାଇନ୍‌ ଥାନା ଅନ୍ତର୍ଗତ ଗଙ୍ଗାଦେବୀ ମନ୍ଦିର ପାଖ ବେଳାଭୂମିଠାରୁ ପ୍ରାୟ ୨୦୦ ମିଟର ଦୂର ସମୁଦ୍ରରେ କଣ୍ଟେନରଟି ଭାସୁଛି। କଣ୍ଟେନରଟି ଓଜନିଆ ଥିବାରୁ ତାହାକୁ କୂଳକୁ ଆଣିବା…

ମଦ ବୋଝେଇ ସ୍କର୍ପିଓରେ ନିଆଁ ଲଗାଇ ଦେଲେ ଲୋକେ

ସିମୁଳିଆ,୫।୯(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନାଠାରୁ ୨କି.ମି. ଦୂର ୧୬ନମ୍ବର ଜାତୀୟ ରାଜପଥର ଭଗିଆ ଗାଁ ନିକଟରେ ଗୁରୁବାର ରାତିରେ ଏକ ମଦ ବୋଝେଇ ସ୍କର୍ପିଓ କାରକୁ ଲୋକ ନିଆଁ ଲଗାଇ ଜାଳି ଦେଇଛନ୍ତି। ଅପରପକ୍ଷେ ସିମୁଳିଆ ପୋଲିସ କାରରେ…

ଘରୁ ୮ଭରି ସୁନା, ୨୦ଭରି ରୁପା ଅଳଙ୍କାର ଚୋରି

ଗୋପାଳପୁର,୫ା୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧୀନ ବାଘଲଟି ଗାଁର ଦୁର୍ଯ୍ୟୋଧନ ଗୌଡଙ୍କ ଘରେ ଦୁର୍ବୃତ୍ତମାନେ କଳାକନା ବୁଲାଇଛନ୍ତି। ଦାଣ୍ଡ ଗ୍ରିଲ କାଟି ଘରେ ପଶି ୮ ଭରି ସୁନା, ୨୦ ଭରି ରୂପା ଅଳଙ୍କାର ସହ ୩୦…

ଏକ୍ସପାଏରି ଔଷଧ ନେଲା ମହିଳାଙ୍କ ଜୀବନ

ଗୋଲାମୁଣ୍ଡା,୫ା୯(ବଟକୃଷ୍ଣ ପଣ୍ଡା)- ଏକ୍ସପାଏରି ଔଷଧ ଖାଇ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ୍‌ ଦଶପୁର ପଞ୍ଚାୟତ ଦେକୋଟ ଗ୍ରାମରେ। ସୂଚନାମତେ, ଗ୍ରାମର ସୁଭଦ୍ରା ବନ୍ଦିଛୋଡ୍‌ ନାମ୍ନୀ ମହିଳା…

ଗୋଡ଼, ହାତକୁ ହାଣି ମରଣାନ୍ତକ ଆକ୍ରମଣ: ବନ୍ଧା ହେଲେ ଫେରାର ମୁଖ୍ୟ ଅଭିଯୁକ୍ତ

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ଥାନା ପୋଲିସ ଗୁରୁବାର ମହୁଡ଼ା ନିକଟ ଚାଞ୍ଚଡାପଲ୍ଲି ଗ୍ରାମର ନିତିକି ଓରଫ ନିତିକେଶନ ବିଷୋୟୀଙ୍କୁ ଗିରଫ କରି ବ୍ରହ୍ମପୁର ସଦର କୋର୍ଟ ଚାଲାଣ କରିଛି। ଜାମିନ…

ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୫।୯: ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ଫଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ବୀ ଶିକ୍ଷକ। କଳାହାଣ୍ଡି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri