ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ
ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ ବ୍ରାଉନସୁଗାର ଭଳି ନିଶାଦ୍ରବ୍ୟ କାରବାର ମଧ୍ୟ ଚାଲିଥିବା ଅଭିଯୋଗ ହେଉଛି। ତେବେ ଗ୍ରାମବାସୀଙ୍କ…
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ କରପା ପଞ୍ଚାୟତ ପେଟିଲିଗୁଡା ଶ୍ରୀରାମ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରିଛି। ଏହି ଘଟଣାରେ ପୋଲିସ ୧୬ ଜଣଙ୍କୁ ଗିରଫ କରିବା ସହ…
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଜଗନ୍ନାଥପୁର ଗ୍ରାମର ଉଷାରାଣି ସାହୁ(୫୨) । ପ୍ରାପ୍ତ ସୂଚନା ଅନୁସାରେ ଟାଟା…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭାଜପା ଦଳୀୟ ନେତୃବୃନ୍ଦଙ୍କ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ମନ୍ତ୍ରୀ ଗଜପତି…
ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…
କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ ହେଲେ ଲୋଚନ ମାଝୀ। ସୂଚନା ଅନୁସାରେ, ବୁଧବାର ସକାଳେ ଲୋଚନଙ୍କ ମୃତଦେହ ଘର…
ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ
ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମଦନପୁର ରାମପୁର ରାଜପରିବାର ସଦସ୍ୟ ତଥା ଯୁବନେତା ନୀଳମାଧବ ସିଂଦେଓ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ସଭାରେ କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର ସଂଯୋଜନା କରିଥିଲେ। ଏନଏସି ଅଧ୍ୟକ୍ଷ…
ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ
ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା ପାଇଁ ଦିନଟିଏ’ କାର୍ଯ୍ୟକ୍ରମ ବୁଧବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ତୁମୁଡିବନ୍ଧ…
ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି । ଏଥିରେ ସଂପୃକ୍ତ ବ୍ୟକ୍ତିଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ…
ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ
ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି ଜାତୀୟ ଫସଲ ନଷ୍ଟ ହୋଇଯାଇଛି । ବର୍ଷା, ପବନ ସାଙ୍ଗକୁ କୁଆପଥର ମାଡ଼ରେ…
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ
ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ ବାତୋ ଗ୍ରାମର ତପନ କୁମାର ଜେନାଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହ…
Archives


